Posted inଜାତୀୟ

ବୁଧବାର ବସିବ ଇଣ୍ଡିଆ ବ୍ଲକ୍‌ର ଜରୁରୀ ବୈଠକ: କେନ୍ଦ୍ରରେ ଗଢ଼ିବେ କି ସରକାର…

ନୂଆଦିଲ୍ଲୀ,୪।୬: ଲୋକ ସଭା ନିର୍ବାଚନରେ ଭାଜପା ଏକକ ସଂଖ୍ୟାଗରିଷ୍ଠ ଦଳ ହୋଇଥିବା ବେଳେ ମ୍ୟାଜିକ୍‌ ସଂଖ୍ୟା ୨୭୨ ହାସଲ କରିବାରେ ବିଫଳ ହୋଇଛି। ଏହି ପରିପ୍ରେକ୍ଷୀରେ ଇଣ୍ଡିଆ ବ୍ଲକ୍‌ର ସହଯୋଗୀ ଦଳ ନେତାଙ୍କ ଏକ ଜରୁରୀ ବୈଠକ ବୁଧବାର ଡକାଯାଇଛି। କେନ୍ଦ୍ରରେ ସରକାର ଗଢ଼ିବା ପାଇଁ ମେଣ୍ଟର ପୂର୍ବତନ ସହଯୋଗୀ ସଂଯୁକ୍ତ ଜନତା ଦଳ (ଜେଡିୟୁ) ଏବଂ ତେଲୁଗୁ ଦେଶମ୍‌ ପାର୍ଟିକୁ ସାଙ୍ଗରେ ନେବା ପାଇଁ ନିବେଦନ କରାଯିବ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ମଙ୍ଗଳବାର କହିଛନ୍ତି।

ଏହି ୨ ଦଳ ଏବେ ଏନ୍‌ଡିଏର ସହଯୋଗୀ ଅଛନ୍ତି। ଏହା ବ୍ୟତୀତ ବୈଠକରେ ଏକାଧିକ ପ୍ରଶ୍ନ ଉପରେ ଆଲୋଚନା କରାଯିବ ବୋଲି ରାହୁଲ ଏକ ଖବରଦାତା ସମ୍ମିଳନୀକୁ କହିଛନ୍ତି। ସହଯୋଗୀ ଦଳଗୁଡ଼ିକର ମତାମତ ନ ନେଇ ଆମେ କିଛି କହିପାରିବୁ ନାହିଁ। ବୁଧବାର ବୈଠକରେ ମେଣ୍ଟ ଯାହା ନିଷ୍ପତ୍ତି ନେବ ତାହା କାର୍ଯ୍ୟକାରୀ ହେବ ବୋଲି କଂଗ୍ରେସ ନେତା କହିଛନ୍ତି। ଲୋକ ସଭା ନିର୍ବାଚନରେ ଲଢ଼େଇ ମୁଖ୍ୟତଃ ସମ୍ବିଧାନର ସୁରକ୍ଷା ପାଇଁ ହୋଇଥିଲା। ଦେଶର ସବୁଠୁ ଗରିବ ଏବଂ ପଛୁଆ ବର୍ଗ ସମ୍ବିଧାନର ସୁରକ୍ଷା ପାଇଁ ଛିଡ଼ା ହୋଇଛନ୍ତି ବୋଲି ରାହୁଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, କହିଲେ ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

କାହିଁକି ଭଡ଼ା ବୃଦ୍ଧି କଲା ରେଳ ବିଭାଗ ଜାଣନ୍ତୁ…

ନୂଆଦିଲ୍ଲୀ,୨୧ା୧୨: ଭାରତୀୟ ରେଳ ବିଭାଗ ୨୬ ଡିସେମ୍ବରରୁ ଯାତ୍ରୀ ଭଡ଼ାରେ ପରିବର୍ତ୍ତନ ଘୋଷଣା କରିଛି। ତେବେ ଏହି ଭଡ଼ା ବୃଦ୍ଧି ପଛରେ ମୁଖ୍ୟ କାରଣ ହେଉଛି...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri