ନନ୍ଦନକାନନରେ ଆଖିବୁଜିଲା ଆନାକୋଣ୍ଡା

ବାରଙ୍ଗ, ୬।୧୨: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଏକ ଆନାକୋଣ୍ଡାର ମୃତ୍ୟୁ ହୋଇଛି। ୪୬ ନମ୍ବର ଖୁଆଡ଼ରେ ଥିବା ୧୦ଟି ଆନାକୋଣ୍ଡା ମଧ୍ୟରୁ ଗୋଟିଏ ଆନାକୋଣ୍ଡାର ମୃତ୍ୟୁ ଘଟିଛି। ବର୍ତ୍ତମାନ ଆଉ ୯ଟି ଆନାକୋଣ୍ଡା ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଅଛନ୍ତି।
କିଛି ଦିନ ହେବ ଆନାକୋଣ୍ଡାଟି ଅସୁସ୍ଥ ହୋଇଥିଲା। ପ୍ରାଣୀ ଚିକିତ୍ସକମାନେ ତାର ଚିକିତ୍ସା କରୁଥିଲେ। ସକାଳେ ଆନାକୋଣ୍ଡାଟିର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଛୁଟି ନଥାଇ ସ୍କୁଲରେ ତାଲା, ଘରକୁ ଫେରିଆସିଲେ ପିଲା

ଲାଞ୍ଜିଗଡ଼,୨୭।୭(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଲାଖବାହାଲି ପଞ୍ଚାୟତ ଅନ୍ତର୍ଗତ କମଲେଇ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି ।…

ଏସିଏଫ ସୋମ୍ୟରଞ୍ଜନ ମୃତ୍ୟୁ ମାମଲା; ଜାମିନ ଆବେଦନ ଖାରଜ ପରେ ଜେଲ୍ ଗଲେ DFO

ପାରଳାଖେମୁଣ୍ଡି,୨୭।୭(ଗିରିଧାରୀ ପରିଛା) : ବହୁଚର୍ଚ୍ଚିତ ଏସିଏଫ୍ ସୋମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଆଇନର ଫାଶରେ ଛନ୍ଦି ହୋଇଛନ୍ତି ତତ୍କାଳୀନ ଗଜପତି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା। ସୋମବାର…

ମାଗଣା ଅଟୋ ଆମ୍ବୁଲାନ୍ସ ସେବା ଯୋଗାଇଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର:ଗର୍ଭବତୀ-ପ୍ରସୂତି ପାଇବେ ସୁବିଧା

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ଗଞ୍ଜାମ ଜିଲା ସ୍ବାସ୍ଥ୍ୟ ବିଭାଗ ଓ ଜିଲା ପ୍ରଶାସନର ମିଳିତ ଆନୁକୂଲ୍ୟରେ ‘ନିରୀକ୍ଷଣ…

ଜାତୀୟ ସ୍ତରୀୟ ସନ୍ତରଣ ପ୍ରତିଯୋଗିତାରେ ସ୍ୱର୍ଣ୍ଣ ପଦକ ହାସଲ କଲେ ଦିଗପହଣ୍ଡି ପୁଅ, ଛୁଟୁଛି ଶୁଭେତ୍ସାର ସୁଅ

ଦିଗପହଣ୍ଡି,୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ଗ୍ରାମର ଯୋଗେନ୍ଦ୍ର ସେଠୀ ଜାତୀୟ ସ୍ତରୀୟ ସନ୍ତରଣ ଚାମ୍ପିୟନସିପରେ ସ୍ୱର୍ଣ୍ଣ ପଦକ ହାସଲ କରିଛନ୍ତି ।…

ଦାଦନ ଖଟିବାକୁ ଯାଇ ଗୋଆରେ ଛାତ୍ରଙ୍କ ମୃତ୍ୟୁ, ମର ଶରୀର ଗାଁ ଆଣିବାକୁ ନିବେଦନ କଲେ ଗ୍ରାମବାସୀ

ମୋହନା,୨୭।୭(ମନ୍ମଥ ମିଶ୍ର): ଉଚ୍ଚଶିକ୍ଷାର ସ୍ୱପ୍ନ ପୂରଣ ପାଇଁ ଗୋଆକୁ ଦାଦନ ଖଟିବାକୁ ଯାଇଥିଲେ। ବି.ଇ.ଡ଼ି ଆଡମିଶନ୍ କରିବାକୁ ଟଙ୍କା ଅଭାବରୁ ଘର ଛାଡ଼ି ରୋଜଗାର ପାଇଁ ବାହାର…

ସ୍ବାଧୀନତା ଦିବସ ପାଳନ ପ୍ରସ୍ତୁତି: ଶାନ୍ତି-ଶୃଙ୍ଖଳା ଉପରେ ନଜର

ଭଞ୍ଜନଗର,୨୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ୮୦ତମ ସ୍ବାଧୀନତା ଦିବସ ପାଳନକୁ ସୁଚାରୁ ଓ ଶୃଙ୍ଖଳିତ ଭାବେ ଆୟୋଜନ କରିବା ପାଇଁ…

ଲୋକଙ୍କଠାରୁ ମୋବାଇଲ-ଟଙ୍କା ଲୁଟ୍‌ କରୁଥିଲେ ଦୀପୁ: ମାଡ଼ିବସିଲା ପୋଲିସ

କେସିଙ୍ଗା,୨୭।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ବିଭିନ୍ନ ଅଞ୍ଚଳରେ ଲୁଟପାଟ ଓ ଚୋରି ଘଟଣାରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ବାରମ୍ବାର ମୋବାଇଲ ଓ…

ଧାନ ବୋଝେଇ ଟ୍ରକ ସମ୍ମୁଖକୁ ଆସିଗଲା ଗାଈ, ତାପରେ ଚାଷଜମିକୁ…

ଦିଗପହଣ୍ଡି, ୨୭।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ଆସିକା ୩୨୬ ନଂ ମୁଖ୍ୟରାସ୍ତାର ଚାଞ୍ଚଡାପଲ୍ଲୀ ଗାଁ ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଚାଷଜମିକୁ ଓଲଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri