Odisha Elections 2024
Posted inଫୁରସତ

କାର୍‌ର ଧୂଳି କାଚରେ ଆଙ୍କିଲେ ଏପରି ଚିତ୍ର, ପ୍ରଶଂସା ନ କରି ରହି ପାରିଲେନି ଆନନ୍ଦ ମହିନ୍ଦ୍ରା

ଭାରତ ଏକ ଏପରି ଦେଶ ଯେଉଁଠି ଟ୍ୟାଲେଣ୍ଟ ଅଛପା ରୁହେ ନାହିଁ। ଏକଥା ଆମେ କହୁ ନାହଁୁ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ପୋଷ୍ଟରେ ୟୁଜର୍ସ ଏପରି କହିଛନ୍ତି। ଜଣେ ବ୍ୟକ୍ତି କାରର ଧୂଳି ଲାଗିଥିବା କାଚରେ କିଛି ଏପରି ଚିତ୍ରକଳା ଅଙ୍କିଛନ୍ତି ଯାହାକୁ ଦେଖି ଆପଣଙ୍କ ହୋସ ଉଡିଯିବ।

ପିଲାଦିନେ ରାସ୍ତାରେ ଅଟକି ରହୁଥିବା ଗାଡିର କାଚରେ ଧୂଳି ଲାଗିଥିଲେ ସେଥିରେ ବିଭିନ୍ନ ପ୍ରକାର ଚିତ୍ର ଆଙ୍କୁ। କେହି କେହି ସେଥିରେ ନାଁ ବି ଲେଖନ୍ତି। ହେଲେ ଭାଇରାଲ ଭିଡିଓରେ ବ୍ୟକ୍ତିଜଣକ କିଛି ଏପରି କାରୁକାର୍ଯ୍ୟ କରିଛନ୍ତି ଯାହାକୁ ଦେଖି ତାଜୁବ ହୋଇଯିବେ। ଭିଡିଓଟିକୁ ଉଦ୍ୟୋଗପତି ଆନନ୍ଦ ମହିନ୍ଦ୍ରା ସୋସିଆଲ ମିଡିଆ ଏକ୍ସରେ ଶେୟାର କରିଛନ୍ତି। ଯେଉଁଥିରେ ସେ ଯବୁକଙ୍କୁ ଭୁରି ଭୁରି ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମିକଙ୍କୁ ଭେଟିବା ପାଇଁ ୧୫୦୦ କିଲୋମିଟର ଗଲେ ଯୁବତୀ, ବିମାନରୁ ଓହ୍ଲାଇବା ପରେ ଯାହା ଘଟିଲା, ଜାଣିଲେ…

ଅନଲାଇନ ଡେଟିଂ ସବୁବେଳ ପାଇଁ ବିପଦପୂର୍ଣ୍ଣ ଅଟେ। ଅନେକ ଯୁବତୀ/ଯୁବକଙ୍କ ପାଇଁ ଏହା ବହୁତ ମଜାଦାର ହୋଇଥିବା ବେଳେ ଆଉ କିଛି ଯୁବତୀ ଯୁବକ ଏଥିରେ...

କଣ ଏହି ‘ଗଜଗାମିନୀ’ ଚାଲି? ଅଦିତିଙ୍କ ବାସ ୧୦ ସେକେଣ୍ଡର ଝଲକ୍‌ରେ ଲୋକେ ହେଉଛନ୍ତି ଦିୱାନା

ଫ୍ୟାଶନ ଦୁନିଆରେ ‘କ୍ୟାଟୱାକ’ ବିଷୟରେ ଆପଣ ନିଶ୍ଚୟ ବହୁତ ଶୁଣିଥିବେ। କିନ୍ତୁ କେବେ ସ୍ବାନ ଓ୍ବାକ୍‌ କିମ୍ବା ଗଜ ଗାମିନୀ ବିଷୟରେ ଶୁଣିଛନ୍ତି କି? ପ୍ରାୟତ...

ପ୍ରଥମ ରୋଜଗାରର ଶିହରଣ ଏବେ ବି ଅନୁଭବ କରେ:ସୌମ୍ୟଶ୍ରୀ ପାଣିଗ୍ରାହୀ

ସବୁବେଳେ ନାହିଁ ନାହିଁର ଜୀବନ ଜିଇଆସିଥିବା, ସବୁକଥାରେ କାଣ୍ଟଛାଣ୍ଟ କରୁଥିବା, ଅୟସର ସ୍ବପ୍ନ ଦେଖିବାକୁ ନିଜ ମନକୁ ହାଲ୍‌କା ଭାବେ ଆକଟ କରୁଥିବା ୨୦/୨୨ ବର୍ଷର...

୩୪ ବର୍ଷ ବୟସରେ ଜେଜେ ମା’ ହେଲେ ଶିର୍ଲି

ସିଙ୍ଗାପୁର: ସିଙ୍ଗାପୁରର ଶିର୍ଲି ଲିଙ୍ଗ୍‌ ନାମ୍ନୀ ଜଣେ ମହିଳା ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ମାତ୍ର ୩୪ ବର୍ଷ ବୟସରେ ଜେଜେ ମା’ ହୋଇଛନ୍ତି। ତାଙ୍କର ୧୭...

ବିଶ୍ୱର ସବୁଠୁ ଛୋଟ ମହିଳାଙ୍କୁ ଭେଟିଲେ ‘ଦ ଗ୍ରେଟ୍‌ ଖଲି’: ପରେ ଘଟିଲା….ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୮।୫: ଦେଶର ଜଣେ ଜଣାଶୁଣା କୁସ୍ତି ଖେଳାଳି ‘ଦ ଗ୍ରେଟ୍‌ ଖଲି’ କିଏ ବା ନ ଜାଣେ ନାହିଁ। ସେ ଅନେକ ଅନ୍ତର୍ଜାତୀୟ ପ୍ରତିଯୋଗିତାରେ ଜିତିଛନ୍ତି।...

ନିରାପଦ ଏଚ୍‌ଆଇଭି ଟିକା ପାଇଁ ମିଳିତ ଉଦ୍ୟମ ଦରକାର

ସମଗ୍ର ବିଶ୍ୱରେ ଚିନ୍ତାର କାରଣ ସାଜିଥିବା ତଥା ଅନ୍ୟତମ ପ୍ରମୁଖ ରୋଗ ମଧ୍ୟରେ ଏଡ୍‌ସ (ଆକ୍ୟୁଆଡ ଇମ୍ୟୁନ ଡେଫିସିଏନ୍‌ସି ସଣ୍ଡ୍ରୋମ) ଅନ୍ୟତମ। ଏହାର ଏ ପର୍ଯ୍ୟନ୍ତ...

ବଟର ଚିକେନ୍‌ ଉଦ୍ଭାବକ କିଏ

ନୂଆଦିଲ୍ଲୀ,୧୮ା୫: ବଟର ଚିକେନ୍‌ ହେଉଛି ତନ୍ଦୁରରେ ରନ୍ଧାଯାଉଥିବା ଚିକେନ୍‌ ପିସ୍‌ଗୁଡ଼ିକୁ ଟମାଟୋ, କ୍ରିମ୍‌ ଓ ବଟର ସହ ମିଶ୍ରଣ କରି ପ୍ରସ୍ତୁତ କରାଯାଉଥିବା ଏକ ବ୍ୟଞ୍ଜନ।...

ରାହୁଲ ଗାନ୍ଧୀଙ୍କ ବିବାହକୁ ନେଇ ଏକ ବଡ଼ କଥା କହିଲେ ଭଉଣୀ ପ୍ରିୟଙ୍କା, ଜାଣିଲେ…

ନୂଆଦିଲ୍ଲୀ,୧୭ା୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ପ୍ରଚାରରେ ବ୍ୟସ୍ତ ଥିବା ପ୍ରିୟଙ୍କା ଗାନ୍ଧୀ ଭାଇ ରାହୁଲ ଗାନ୍ଧୀଙ୍କ ବିବାହ ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri