ପାହାଡ଼ ଉପରେ କ୍ରିକେଟ ଖେଳର ଭିଡ଼ିଓ ଶେୟାର କଲେ ଆନନ୍ଦ ମହିନ୍ଦ୍ରା, କହିଲେ ଭାରତ କ୍ରିକେଟକୁ ଏକ ଅନ୍ୟ ସ୍ତରକୁ ନେଇଯାଇଛି…

ନୂଆଦିଲ୍ଲୀ,୨୫।୧ : ପ୍ରସିଦ୍ଧ ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ସୋସିଆଲ ମିଡିଆରେ ବହୁତ ସକ୍ରିୟ । ସେ ତାଙ୍କ ଫଲୋଅରଙ୍କ ସହିତ ମଜାଳିଆ ଭିଡିଓ ଶେୟାର କରନ୍ତି। ସେ ବର୍ତ୍ତମାନ ହିମାଚଳ ପ୍ରଦେଶର ପାହାଡରେ କ୍ରିକେଟ ଖେଳୁଥିବା ସ୍ଥାନୀୟ ଲୋକଙ୍କ ଏକ ଭିଡିଓ ଶେୟାର କରିଛନ୍ତି। ଏହି ଭିଡିଓ ଶେୟାର କରିବାବେଳେ ସେ କହିଛନ୍ତି ଭାରତ କ୍ରିକେଟକୁ ଏକ ଅନ୍ୟ ସ୍ତରକୁ ନେଇଯାଇଛି।

ଆନନ୍ଦ ମହିନ୍ଦ୍ରା ଶେୟାର କରିଥିବା ଏହି ଭିଡିଓରେ ସ୍ଥାନୀୟ ମହିଳାମାନେ କ୍ରିକେଟ ଖେଳୁଥିବା ନଜର ଆସିଛନ୍ତି। ବିଶେଷ କଥା ହେଉଛି ଭୂମି ସମତଳ ନ ଥିବା ପାହାଡ ଉପରେ କ୍ରିକେଟ ଖେଳାଯାଉଛି। ଯେତେବେଳେ ବ୍ୟାଟରେ ବଲ ବାଜୁଛି ବଲ ପିଚ ତଳକୁ ଖସି ରାସ୍ତାକୁ ଆସି ପଡୁଛି।

ଏହି ଭିଡିଓକୁ ଏପର୍ଯ୍ୟନ୍ତ ୬ ଲକ୍ଷ ୩୭ ହଜାରରୁ ଅଧିକ ଥର ଦେଖାଯାଇଛି। ଏହି ପୋଷ୍ଟକୁ ୨୬ ହଜାର ଥର ଲାଇକ କରାଯାଇଛି ଏବଂ ପ୍ରାୟ ତିନି ହଜାର ଥର ରିପୋଷ୍ଟ କରାଯାଇଛି। ଏହି ପୋଷ୍ଟରେ ୟୁଜରମାନେ ମଧ୍ୟ ସେମାନଙ୍କର ପ୍ରତିକ୍ରିୟା ଦେଇଛନ୍ତି। ଏହି ଭିଡିଓଟି ଜାନୁଆରୀ ୭ ରେ ଗୋ ହିମାଚଲ ଆକାଉଣ୍ଟରୁ ଶେୟାର କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ବୟକଟ ଖେଳ ଶେଷ: ୨ରେ କଲମ୍ବୋରେ ପହଞ୍ଚିବ ପାକିସ୍ତାନ ଦଳ

ଲାହୋର,୨୯ା୧: ଆସନ୍ତା ୭ ତାରିଖରୁ ଆରମ୍ଭ ହେବାକୁ ଥିବା ଟି୨୦ ବିଶ୍ୱକପ ଲାଗି ପାକିସ୍ତାନ ଦଳ ଆସନ୍ତା ୨ ତାରିଖରେ ଶ୍ରୀଲଙ୍କାର କଲମ୍ବୋ ଅଭିମୁଖେ ଯାତ୍ରା କରିବ…

ମୁଣ୍ଡକୁ ଚଢ଼ିଗଲା ରାଗ, ପାରିବାରିକ ବିବାଦ ପରେ ସ୍ତ୍ରୀଙ୍କ ବେକ-ମୁଣ୍ଡକୁ ହାଣିଦେଲେ ସ୍ବାମୀ  

ରାୟଗଡା,୨୯।୧(ଆଶିଷ ରଞ୍ଜନ ପଣ୍ଡା)- ପାରିବାରିକ ବିବାଦରୁ ପତ୍ନୀକୁ ହତ୍ୟା କଲା ସ୍ବାମୀ। ରାୟଗଡା ଜିଲା କୁମ୍ବିକୋଟା ଫାଣ୍ଡି ଅଞ୍ଚଳରେ ପତ୍ନୀ ଶୋଇଥିବା ବେଳେ ସ୍ବାମୀ ଟାଙ୍ଗିଆରେ ହାଣି…

୨୦ ଲକ୍ଷ ଟଙ୍କା ଆତ୍ମସାତ: ସମବାୟ ସମିତିର ପୂର୍ବତନ ସମ୍ପାଦକ ଗିରଫ

ବାଲେଶ୍ୱର,୨୯।୧: ସରକାରୀ ଟଙ୍କା ହେରଫେର କରି ଗିରଫ ହେଲେ ସମବାୟ ସମିତିର ପୂର୍ବତନ ସମ୍ପାଦକ। ଫସଲ ବୀମା ଯୋଜନାରେ ବ୍ୟାପକ ସରକାରୀ ଅର୍ଥ ହରିଲୁଟ କରିବା ଅଭିଯୋଗରେ…

ହିନ୍ଦୁ ସମ୍ମିଳନୀ: ରାଷ୍ଟ୍ରର ସୁରକ୍ଷା ପାଇଁ ଏକତ୍ରିତ ହେବାକୁ ଆହ୍ୱାନ

ଖଡ଼ିଆଳ,୨୯ା୧(ସୁଜିତ କୁମାର ପ୍ରଧାନ): ସନାତନ ଧର୍ମ, ସଂସ୍କୃତି ଓ ସାମାଜିକ ଏକତାର ପ୍ରତୀକ ହିନ୍ଦୁ ସମ୍ମିଳନୀ ଖଡ଼ିଆଳ ଖଣ୍ଡର ଡୁଆଝର ମଣ୍ଡଳରେ ଅନୁଷ୍ଠିତ ହୋଇଯାଇଛି। ସମିତି କୋଷାଧ୍ୟକ୍ଷ…

ଯୌତୁକ ପାଇଁ ଗର୍ଭବତୀ ମହିଳା କମାଣ୍ଡୋଙ୍କୁ ଡମ୍ବେଲ୍‌ରେ ପିଟି ପିଟି ହତ୍ୟା କଲେ ସ୍ୱାମୀ

ନୂଆଦିଲ୍ଲୀ,୨୯।୧: ରାଜଧାନୀ ଦିଲ୍ଲୀରୁ ଏକ ଲୋମ ଟାଙ୍କୁରା ଘଟଣା ସାମ୍ନାକୁ ଆସିଛି। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ରେ କାର୍ଯ୍ୟରତ ୨୭ ବର୍ଷୀୟା ମହିଳା କମାଣ୍ଡୋ କାଜଲଙ୍କୁ ତାଙ୍କ…

ଏମିତି ଜୀବ, ଯାହା ନିଃଶ୍ୱାସ ନ ନେଇ ବଞ୍ଚିଥାଏ

ଦୁନିଆରେ ଏପରି ଅନେକ ଜୀବ ଅଛନ୍ତି, ଯାହା ଲୋକଙ୍କ ପାଇଁ ରହସ୍ୟ ହୋଇ ରହିଯାଇଛନ୍ତି। ଆଜି ଏମିତି ଏକ ଜୀବ ବିଷୟରେ କହିବୁ ଯାହା ନିଃଶ୍ୱାସ ନ…

ଜାନୁଆରୀ ୨୯ ରାତିରେ ମିଥୁନ ରାଶିରେ ଗୋଚର କରିବେ ଚନ୍ଦ୍ର, ଏହି ୩ଟି ରାଶିକୁ…

ଜ୍ୟୋତିଷ ଶାସ୍ତ୍ରରେ, ଚନ୍ଦ୍ରକୁ ମନ ଏବଂ ମାତାଙ୍କ କାରକ ଗ୍ରହ ଭାବେ ବିବେଚନା କରାଯାଏ । ଆଜି, ଜାନୁଆରୀ ୨୯ତାରିଖ, ରାତିରେ ଚନ୍ଦ୍ର ବୃଷ ରାଶିରୁ ମିଥୁନ…

ସୁନେତ୍ରା ହେବେ ଉପ ମୁଖ୍ୟମନ୍ତ୍ରୀ! ଅଜିତ ପାଓ୍ବାରଙ୍କ ନିଧନ ପରେ…

ମୁମ୍ବାଇ,୨୯।୧: ଦିବଂଗତ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି କରିବାକୁ ଦାବି ହୋଇଛି। ଏନସିପି ନେତା ଏବଂ ମନ୍ତ୍ରୀ ନରହରି ଜିରୱାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri