୨୪ ଘଣ୍ଟା ମଧ୍ୟରେ କ୍ୟାପଶନ ଦେଲେ ମିଳିବ କାର: ଆନନ୍ଦ ମହିନ୍ଦ୍ରା

ନୂଆଦିଲ୍ଲୀ,୧୧ ।୧୦: ମହିନ୍ଦ୍ରା ଆଣ୍ଡ ମହିନ୍ଦ୍ରା କମ୍ପାନୀର ଅଧ୍ୟକ୍ଷ ଆନନ୍ଦ ମହିନ୍ଦ୍ରା ସୋସିଆଲ ମିଡିଆରେ ସବୁବେଳେ ରହିଥାଆନ୍ତି ଆକ୍ଟିଭ । ସମୟ ସମୟରେ ଲୋକଙ୍କ ମନୋବଳ ବୃଦ୍ଧି କରିବାକୁ କିଛି ଭିଡିଓ ମଧ୍ୟ ଶେୟାର କରିଥାଆନ୍ତି । ନିକଟରେ ଆନନ୍ଦ ମହିନ୍ଦ୍ରା ନିଜ ଟୁଇଟର ଆକାଉଣ୍ଟରେ ଏକ ଫଟୋ ଶେୟାର କରିଛନ୍ତି । ଏଥିରେ ଏକ ମାଙ୍କଡ଼ ଡିଟିଏଚ୍‌ର ଏକ ଛତା ଉପରେ ବସିଥିବା ଦେଖାଯାଇଛି । ଏହାକୁ ନେଇ ଆନନ୍ଦ କହିଛନ୍ତି ଏହା ଉପରେ କ୍ୟାପଶନ ଲେଖିବାକୁ । ଆଉ ସର୍ବଶ୍ରେଷ୍ଠ କ୍ୟାପଶନ ଲେଖିଥିବା ବ୍ୟକ୍ତିଙ୍କୁ ସେ ପୁରସ୍କାର ସ୍ୱରୂପ ତାଙ୍କ କମ୍ପାନୀର ଏକ କାର୍ ଦେବେ ବୋଲି କହିଛନ୍ତି । ତେବେ ଅକ୍ଟୋବର ୧୧ ସୁଦ୍ଧା ହିନ୍ଦୀ କିମ୍ବା ଇଂରାଜୀରେ ଏହି କ୍ୟାପଶନ ଦେବାକୁ ପଡିବ । ତେବେ ୧୧ ତାରିଖ ଦ୍ୱିପ୍ରହର ସୁଦ୍ଧା ଏହାର କ୍ୟାପଶନ ଲେଖିବାକୁ ଥିବା ବେଳେ ଫଟୋଟିକୁ ଦେଖୁ ଦେଖୁ ପାଖାପାଖି ୪୨.୫ ହଜାର ଲୋକ ଏହାର ଉତ୍ତର ଦେଇଥିବା ଜଣାପଡିଛି । ଏହାସହ ଏହି ଟୁଇଟକୁ ୬.୭ ହଜାର ଲୋକ ରିଟୁଇଟ୍ କରିଥିବା ବେଳେ ୨୮ହଜାର ଏହାକୁ ଲାଇକ୍ କରିଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାର ବଡ଼ ଅଭିଯୋଗ; ଚାଇନାକୁ ଟାରିଫ୍‌ରୁ ବଞ୍ଚାଉଛି ଭାରତ!

ଓ୍ବାଶିଂଟନ,୧୪।୮: ଆମେରିକା ପୁଣିଥରେ ଟାରିଫ୍‌ ପ୍ରସଙ୍ଗରେ ଭାରତକୁ ନେଇ ବଡ଼ ଅଭିଯୋଗ ଆଣିଛି। ଆମେରିକାର ଅଭିଯୋଗ ଅନୁସାରେ, ଭାରତ ସମେତ ୪୦ରୁ ଅଧିକ ଦେଶ କଥିତ ଭାବେ…

ଶନିଙ୍କ ନକ୍ଷତ୍ର ଗୋଚରରେ ଏହି ୪ ରାଶିଙ୍କ ଉପରେ ବଡ଼ ସଙ୍କଟ! ୯ ଅକ୍ଟୋବର ପର୍ଯ୍ୟନ୍ତ ରୁହନ୍ତୁ ସାବଧାନ, ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଶନି ଗ୍ରହ ଆସନ୍ତା ୨୦ ଅଗଷ୍ଟ ୨୦୨୬, ଗୁରୁବାର ସନ୍ଧ୍ୟା ୭ଟା ୪୫ ମିନିଟରେ ରେବତୀ ନକ୍ଷତ୍ରର ଦ୍ୱିତୀୟ ପଦରୁ ପ୍ରଥମ ପଦକୁ…

ଯନ୍ତ୍ରଣାଦାୟକ ସ୍ମୃତି ବଖାଣିଲେ ପ୍ରଧାନମନ୍ତ୍ରୀ ମୋଦି: ଭାବପ୍ରବଣ ପୋଷ୍ଟ କରି ଲେଖିଲେ…

ନୂଆଦିଲ୍ଲୀ,୧୪।୮:୧୪ ଅଗଷ୍ଟ ଅର୍ଥାତ୍‌ ଆଜି ଭାରତରେ ‘ବିଭାଜନ ବିଭୀଷିକାର ସ୍ମୃତି ଦିବସ’ ପାଳନ କରାଯାଉଛି। ୧୯୪୭ ବିଭାଜନ ସମୟରେ ଯେଉଁମାନେ ପ୍ରାଣ ହରାଇଥିଲେ ଏବଂ ଅକଳ୍ପନୀୟ ଯନ୍ତ୍ରଣା…

ଭାରତୀୟ ଖେଲାଳିଙ୍କୁ ଅଲ୍ଟିମେଟମ ଦେଲେ ଗମ୍ଭୀର: ଶେଷ ସୁଯୋଗ…

ଗାଲେ,୧୪।୮:୧୫ ଅଗଷ୍ଟରୁ ଆରମ୍ଭ ହେଉଥିବା ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ ପାଇଁ ପ୍ଲେଇଂ ଇଲେଭେନ ସମ୍ପର୍କରେ ଭାରତୀୟ ଦଳ ମଧ୍ୟରେ ବିଚାର ବିମର୍ଶ ଚାଲିଛି। ଅଧିନାୟକ ଶୁବମନ…

ରାଗରେ ସ୍ବାମୀଙ୍କୁ ମୁଣ୍ଡକୁ ଲୁହା ତାଓ୍ବାରେ ପିଟିଦେଲେ ସ୍ତ୍ରୀ: ଆଉ ତା’ପରେ ଯାହା ଘଟିଲା…

ଲକ୍ଷ୍ନୌ,୧୪।୮: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ସ୍ବାମୀ-ସ୍ତ୍ରୀଙ୍କ ସମ୍ପର୍କର ପବିତ୍ରତାକୁ ଭାଙ୍ଗି ଦେଉଥିବା ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜାନକୀପୁରମର ଆନନ୍ଦ ବିହାର କଲୋନୀରେ, ଜଣେ…

EPFO New Rules: ପେନସନ ଟଙ୍କା ଉଠାଣରେ ବଡ଼ ପରିବର୍ତ୍ତନ, ଏଣିକି ଅପେକ୍ଷା କରିବାକୁ ପଡ଼ିବ ଏତେ ଦିନ

ନୂଆଦିଲ୍ଲୀ, ୧୪।୮: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ପକ୍ଷରୁ PF ଓ ପେନସନ ଉଠାଣ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏହାର ସିଧାସଳଖ ପ୍ରଭାବ ବେତନଭୋଗୀ…

ଫୁକେଟ-ଦିଲ୍ଲୀ ଏୟାର ଇଣ୍ଡିଆ ବିମାନ ଘଟଣା; ବ୍ଲାକ୍ ବକ୍ସରେ ବଡ଼ ଖୁଲାସା, ୪ ସେକେଣ୍ଡ ପାଇଁ ଫେଲ୍‌ ହୋଇଥିଲା…

ନୂଆଦିଲ୍ଲୀ,୧୪।୮: ଫୁକେଟ୍‌ରୁ ଦିଲ୍ଲୀ ଆସୁଥିବା ଏୟାର ଇଣ୍ଡିଆର ଏକ ବିମାନ (AI-2379) ହଠାତ୍ ୨୫୦ ଫୁଟ୍ ତଳକୁ ଖସିଯିବା ଏବଂ ଏକ ଭୟଙ୍କର ଟର୍ବୁଲେନ୍ସ (Turbulence) ସୃଷ୍ଟି…

ଅଧିକ ଲୁଣ ଖାଉଥିଲେ ସାବଧାନ! ଚେତାବନୀ ଦେଲା WHO, ପଢନ୍ତୁ ଦୌନିକ କେତେ ଖାଇବା ଉଚିତ୍‌

ନୂଆଦିଲ୍ଲୀ,୧୪।୮: ଖାଦ୍ୟର ସ୍ବାଦ ବଢ଼ାଇବା ପାଇଁ ଲୁଣ ଅତ୍ୟନ୍ତ ଜରୁରୀ। କିନ୍ତୁ ଲୁଣର ପରିମାଣ ଉପରେ ନଜର ରଖିବା ମଧ୍ୟ ସେତିକି ଗୁରୁତ୍ୱପୂର୍ଣ୍ଣ। ପ୍ରତିଦିନ ଆବଶ୍ୟକତାଠାରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri