Posted inଖେଳ

ଆର୍‌ସିବି ଅଧ୍ୟକ୍ଷ ହେବେ ଆନନ୍ଦ

ନୂଆଦିଲ୍ଲୀ,୧୯।୯(ପି.ଟି.): ଡିଆଜିଓ ଇଣ୍ଡିଆ ମୁଖ୍ୟ କାର୍ଯ୍ୟନିର୍ବାହୀ (ସିଇଓ) ଆନନ୍ଦ କ୍ରିପାଳୁ ରୟାଲ ଚ୍ୟାଲେଞ୍ଜର ବାଙ୍ଗାଲୋର (ଆର୍‌ସିବି) ଅଧ୍ୟକ୍ଷ ପଦରେ ନିଯୁକ୍ତ ହେବେ। ସଞ୍ଜୀବ୍‌ ଚୁରିଓ୍ବାଲାଙ୍କ ବଦଳରେ ସେ ଏହି ଗୁରୁଦାୟିତ୍ୱ ଅକ୍ଟୋବର ୧ ତାରିଖରୁ ସମ୍ଭାଳିବେ। ଆନନ୍ଦ ଏବେ ଡିଆଜିଓ ଇଣ୍ଡିଆର ମ୍ୟାନେଜିଂ ଡାଇରେକ୍ଟର ଓ ସିଇଓ ପଦରେ ରହିଛନ୍ତି।
ଚୁରିଓ୍ବାଲା ଏପିଏସି ରିଜିଅନର ଫାଇନାନ୍ସ ଡାଇରେକ୍ଟର ପଦ ସମ୍ଭାଳିବା ପାଇଁ ସିଙ୍ଗାପୁର ଯାତ୍ରା କରିବେ। ଆର୍‌ସିବି ଡିଆଜିଓ ଇଣ୍ଡିଆର ଅବିଚ୍ଛେଦ୍ୟ ଅଙ୍ଗ ରହି ଆସିଛି। ପରଦା ପଛରେ ମଧ୍ୟ ଗତ ୬ ବର୍ଷ ହେବ ଆରସିବି ସହିତ ଜଡିତ ରହିଆସିଛି ବୋଲି ଆନନ୍ଦ କହିଛନ୍ତି। ଆନନ୍ଦ ଆଇଆଇଟି ମାଡ୍ରାସ୍‌ ଓ ଆଇଆଇଏମ୍‌ କୋଲକାତାର ଗ୍ରାଜୁଏଟ୍‌। ୨୦୧୪ ପରଠାରୁ ସେ ଡିଆଜିଓ ଇଣ୍ଡିଆ ସହିତ ଜଡିତ ରହି ଏକାଧିକ ଗୁରୁତ୍ୱପୂର୍ଣ୍ଣ ପଦରେ ସଫଳତାର ସହ ଦାୟିତ୍ୱ ସମ୍ଭାଳିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନ୍ୟୁଜିଲାଣ୍ଡ ସିରିଜ ପୂର୍ବରୁ ବଡ଼ ହଲଚଲ: ବାଦ୍‌ ପଡ଼ିଲେ ଭାରତୀୟ ଅଧିନାୟକ ଶୁଭମନ ଗିଲ!

ନୂଆଦିଲ୍ଲୀ,୧୧।୧୦: ନ୍ୟୁଜିଲାଣ୍ଡ ଗସ୍ତ ପୂର୍ବରୁ ନିଜ ବ୍ୟାଟିଂ ଫର୍ମ ପରଖିବା ସହ ମ୍ୟାଚ ଅଭ୍ୟାସ ହାସଲ କରିବା ପାଇଁ ଭାରତୀୟ ଟେଷ୍ଟ ଓ ଦିନିକିଆ ଦଳର ଅଧିନାୟକ…

ଆଇପିଏଲ ୨୦୨୭ ପୂର୍ବରୁ ବଡ଼ ହଲଚଲ! ବିଦା ହୋଇପାରନ୍ତି ୧୦ ବଡ଼ ବ୍ୟାଟର୍‌, ତାଲିକାରେ ସୂର୍ଯ୍ୟଙ୍କ ସମେତ…

ନୂଆଦିଲ୍ଲୀ,୧୧।୧୦: ଆଇପିଏଲ ୨୦୨୭କୁ ନେଇ ଏବେଠାରୁ ଆରମ୍ଭ ହୋଇଗଲାଣି ଚର୍ଚ୍ଚା। ଆଗାମୀ ସିଜନ ପାଇଁ ସମସ୍ତ ୧୦ଟି ଫ୍ରାଞ୍ଚାଇଜି ନିଜ ନିଜ ଦଳକୁ ମଜଭୁତ କରିବାର ଯୋଜନା…

ପର୍ତ୍ତୁଗାଲରୁ ରୋନାଲ୍ଡୋ ସସ୍‌ପେଣ୍ଡ

ଲିସ୍‌ବନ,୧୦ା୧୦: ପର୍ତ୍ତୁଗୀଜ ସକର ଫେଡେରେଶନ ପକ୍ଷରୁ ଦେଶର ଫୁଟବଲ ଆଇକନ କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ସସ୍‌ପେଣ୍ଡ କରାଯାଇଛି। ଏଥିସହିତ ଦଳ ଛାଡ଼ି ଚାଲି ଯିବା ପାଇଁ ତାଙ୍କ ବିରୋଧରେ…

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

ଭୁବନେଶ୍ୱର କୁମାରଙ୍କ ପ୍ରତ୍ୟାବର୍ତ୍ତନ ଉପରେ ମହମ୍ମଦ ସାମି ଦେଲେ ଏମିତି ବୟାନ ସମସସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୦।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ପାଇଁ ଭୁବନେଶ୍ୱର କୁମାର ଚାରି ବର୍ଷ ପରେ ଭାରତୀୟ ଦଳକୁ ଫେରିଛନ୍ତି। ଅନ୍ୟପକ୍ଷରେ, ମହମ୍ମଦ ସାମି…

ସାଢ଼େ ୯ ବର୍ଷ ପରେ ଶତକ ହାସଲ କରି ଇତିହାସ ରଚିଲେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୦।୧୦: ଦକ୍ଷିଣ ଆଫ୍ରିକା ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଡର୍ବାନର କିଙ୍ଗସମିଡ ଷ୍ଟାଡିୟମରେ ଚାଲିଛି। ଅଷ୍ଟ୍ରେଲିଆର ମଧ୍ୟ-କ୍ରମ ବ୍ୟାଟର ମ୍ୟାଟ ରେନଶ’ ଏହି ମ୍ୟାଚରେ…

IND vs WI, 3rd T20 Playing-11: ଶୋଚନୀୟ ପରାଜୟ ପରେ ଭାରତୀୟ ଦଳରେ ପରିବର୍ତ୍ତନ; ଏହି ଅଲରାଉଣ୍ଡରଙ୍କ ସ୍ଥାନ ନେବେ …

ନୂଆଦିଲ୍ଲୀ,୧୦।୧୦: ଦ୍ୱିତୀୟ ଟି-୨୦ ମ୍ୟାଚରେ ୱେଷ୍ଟ ଇଣ୍ଡିଜ ବ୍ୟାଟରମାନେ ଭାରତୀୟ ବୋଲରଙ୍କୁ ନିର୍ଦ୍ଦୟ ଭାବେ ପ୍ରହାର କରିଥିଲେ। ଭାରତ ୨୫୦ ରନର ସ୍କୋରକୁ ରକ୍ଷା କରିବାରେ ବିଫଳ…

ଚମତ୍କାର ରେକର୍ଡ କଲେ ତିଲକ ବର୍ମା: ଟି-୨୦ କ୍ରିକେଟ୍‌ରେ ପ୍ରଥମଥର କଲେ ଏମିତି କମାଲ

ନୂଆଦିଲ୍ଲୀ,୧୦।୧୦: ଭାରତୀୟ ଟି-୨୦ ଦଳର ଉପଅଧିନାୟକ ତିଲକ ବର୍ମାଙ୍କ ବ୍ୟାଟ ପୁଣିଥରେ ଗର୍ଜିଛି। ୱେଷ୍ଟଇଣ୍ଡିଜ ବିପକ୍ଷରେ ରାଞ୍ଚିରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ସେ ମାତ୍ର ୧୮ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?