Posted inଖେଳ

ଚେସ୍‌ ଏକାଡେମୀ ପ୍ରତିଷ୍ଠା କରିବେ ଆନନ୍ଦ

ଚେନ୍ନାଇ, ୧୧ା୧୨ (ପି.ଟି.)- ଭାରତର କିମ୍ବଦନ୍ତୀ ଚେସ୍‌ ଖେଳାଳି ବିଶ୍ୱନାଥନ ଆନନ୍ଦ ଏକ ଏକାଡେମୀ ପ୍ରତିଷ୍ଠା କରିବେ। ଏଥିଲାଗି ସେ ଓ୍ବେଷ୍ଟବ୍ରିଜ୍‌ କ୍ୟାପିଟାଲ୍ସ ସହ ହାତ ମିଳାଇଛନ୍ତି। ୫ଥର ବିଶ୍ୱ ଚାମ୍ପିୟନ ଯୁବ ଖେଳାଳିମାନଙ୍କୁ ଟ୍ରେନିଂ ଦେବେ। ଏକାଡେମୀର ନାମ ଓ୍ବେଷ୍ଟବ୍ରିଜ୍‌-ଆନନ୍ଦ ଚେସ୍‌ ଏକାଡେମୀ (ଓ୍ବାକା) ରଖାଯାଇଛି। ଏଥିରେ ପ୍ରଥମେ ଭାରତର ୫ଜଣ ଉଦୀୟମାନ ଖେଳାଳିଙ୍କୁ ଟ୍ରେନିଂ ଦିଆଯିବ। ସେମାନେ ହେଲେ ୧୫ ବର୍ଷୀୟ ଆର୍‌. ପ୍ରଜ୍ଞାନନ୍ଦା, ନିହାଲ ସରିନ (୧୬), ରନାକ୍‌ ସାନ୍ଧଓ୍ବାନୀ (୧୫), ଡି. ଗୁକେଶ (୧୪) ଏବଂ ପ୍ରଜ୍ଞାନନ୍ଦାଙ୍କ ଭଉଣୀ ଆର୍‌. ବୈଶାଳୀ। ଏକାଡେମୀ ପ୍ରତିବର୍ଷ ପ୍ରତିଭା ଚିହ୍ନଟ କରିବ। ଓ୍ବାଲର୍‌ଡ ଟପ୍‌ ଚେସ୍‌ ର଼୍ୟାଙ୍କିଙ୍ଗ୍‌ରେ ପ୍ରବେଶ ପାଇଁ ସହାୟତା କରାଯିବ। ସେମାନଙ୍କୁ ଫେଲୋଶିପ୍‌ ମଞ୍ଜୁର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ସିରିଜ୍‌କୁ ୧-୧ରେ ବରାବର କଲା ନ୍ୟୁଜିଲାଣ୍ଡ

ହାମିଲଟନ,୧୭ା୩: ଡେଭନ କନଓ୍ବେଙ୍କ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୬୮ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

ସନରାଇଜର୍ସ ହାଇଦ୍ରାବାଦର ନେତୃତ୍ୱ ନେଇପାରନ୍ତି ଇଶାନ କିଶନ

ନୂଆଦିଲ୍ଲୀ,୧୭ା୩: ଭାରତର ବାମହାତୀ ବିସ୍ଫୋରକ ବ୍ୟାଟର ଇଶାନ କିଶନ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ ଦଳର ନେତୃତ୍ୱ ନେଇପାରନ୍ତି। ନିୟମିତ ଅଧିନାୟକ ପ୍ୟାଟ କୁମିନ୍ସ…

ନ୍ୟୁଜିଲ୍ୟାଣ୍ଡ ପରେ ଦକ୍ଷିଣ ଆଫ୍ରିକାକୁ ବଡ଼ ଝଟକା, T20 ସିରିଜରୁ ବାଦ ପଡ଼ିଲେ ଷ୍ଟାର ଖେଳାଳି

ନୂଆଦିଲ୍ଲୀ,୧୭।୩: ଦକ୍ଷିଣ ଆଫ୍ରିକା ଟିମ୍ ବର୍ତ୍ତମାନ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ ପାଇଁ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରୁଛି। ଦୁଇ ଦଳ ମଧ୍ୟରେ ସିରିଜର ଦ୍ୱିତୀୟ ଟି-୨୦…

ଦୁଃଖ ବଖାଣିଲେ ରଶିଦ ଖାନ: ପାକିସ୍ତାନ ଉପରେ ବର୍ଷିଲେ, ଜାଣିଶୁଣି…

କାବୁଲ,୧୭।୩: ପାକିସ୍ତାନ ପୁଣି ଥରେ ଆଫଗାନିସ୍ତାନ ଉପରେ ବିମାନ ଆକ୍ରମଣ କରିଛି। ଏହି ବିମାନ ଆକ୍ରମଣ ମାଧ୍ୟମରେ ପାକିସ୍ତାନ ଆଫଗାନିସ୍ତାନର କାବୁଲରେ ଧ୍ୱଂସଲୀଳା ସୃଷ୍ଟି କରିଛି। ଏହି…

IPL 2026 ପୂର୍ବରୁ ଧୋନିଙ୍କ ସହ ଫୋନରେ କଥା ହେଲେ ସଞ୍ଜୁ ସାମସନ, କହିଲେ କିଛି ଭିତିରି କଥା, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୧୭।୩: ଟି-୨୦ ବିଶ୍ୱକପ ବିଜୟୀ ଦଳର ନାୟକ ସଞ୍ଜୁ ସାମସନ ସୋମବାର କହିଛନ୍ତି ଯେ ଆଗାମୀ ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ପାଇଁ ଖେଳୁଥିବା ସମୟରେ…

ଏସିଆନ ଫୁଟବଲ କନଫେଡେରେଶନର ବଡ଼ ଘୋଷଣା: ଇରାନ ଫିଫା ବିଶ୍ୱକପ୍‌ ଖେଳିବ

କୁଆଲାଲୁମ୍ପୁର,୧୬ା୩: ଆସନ୍ତା ଜୁନରେ ଆମେରିକା, କାନାଡା ଓ ମେକ୍ସିକୋରେ ହେବାକୁ ଥିବା ଫିଫା ବିଶ୍ୱକପ୍‌ରେ ଇରାନ ଖେଳିବ। ଏ ନେଇ ଏସିଆନ ଫୁଟବଲ କନଫେଡେରେଶନ (ଏଏଫ୍‌ସି) ପକ୍ଷରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri