Posted inଖେଳ

ଚେସ୍‌ ଏକାଡେମୀ ପ୍ରତିଷ୍ଠା କରିବେ ଆନନ୍ଦ

ଚେନ୍ନାଇ, ୧୧ା୧୨ (ପି.ଟି.)- ଭାରତର କିମ୍ବଦନ୍ତୀ ଚେସ୍‌ ଖେଳାଳି ବିଶ୍ୱନାଥନ ଆନନ୍ଦ ଏକ ଏକାଡେମୀ ପ୍ରତିଷ୍ଠା କରିବେ। ଏଥିଲାଗି ସେ ଓ୍ବେଷ୍ଟବ୍ରିଜ୍‌ କ୍ୟାପିଟାଲ୍ସ ସହ ହାତ ମିଳାଇଛନ୍ତି। ୫ଥର ବିଶ୍ୱ ଚାମ୍ପିୟନ ଯୁବ ଖେଳାଳିମାନଙ୍କୁ ଟ୍ରେନିଂ ଦେବେ। ଏକାଡେମୀର ନାମ ଓ୍ବେଷ୍ଟବ୍ରିଜ୍‌-ଆନନ୍ଦ ଚେସ୍‌ ଏକାଡେମୀ (ଓ୍ବାକା) ରଖାଯାଇଛି। ଏଥିରେ ପ୍ରଥମେ ଭାରତର ୫ଜଣ ଉଦୀୟମାନ ଖେଳାଳିଙ୍କୁ ଟ୍ରେନିଂ ଦିଆଯିବ। ସେମାନେ ହେଲେ ୧୫ ବର୍ଷୀୟ ଆର୍‌. ପ୍ରଜ୍ଞାନନ୍ଦା, ନିହାଲ ସରିନ (୧୬), ରନାକ୍‌ ସାନ୍ଧଓ୍ବାନୀ (୧୫), ଡି. ଗୁକେଶ (୧୪) ଏବଂ ପ୍ରଜ୍ଞାନନ୍ଦାଙ୍କ ଭଉଣୀ ଆର୍‌. ବୈଶାଳୀ। ଏକାଡେମୀ ପ୍ରତିବର୍ଷ ପ୍ରତିଭା ଚିହ୍ନଟ କରିବ। ଓ୍ବାଲର୍‌ଡ ଟପ୍‌ ଚେସ୍‌ ର଼୍ୟାଙ୍କିଙ୍ଗ୍‌ରେ ପ୍ରବେଶ ପାଇଁ ସହାୟତା କରାଯିବ। ସେମାନଙ୍କୁ ଫେଲୋଶିପ୍‌ ମଞ୍ଜୁର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

‌ବିଦେଶରେ ରହିଛି ଏହି ଭାରତୀୟ କ୍ରିକେଟରଙ୍କ ନାଁରେ ରାସ୍ତା

ମାଷ୍ଟରବ୍ଲାଷ୍ଟର ସଚିନ ତେନ୍ଦୁଲକର, ଅଧିନାୟକ ବିରାଟ କୋହଲି ଏବଂ ୧୯୮୩ ବିଶ୍ୱକପ୍‌ ବିଜେତା ଅଧିନାୟକ କପିଲ ଦେବ ନାଁରେ ବିଦେଶରେ ରାସ୍ତା ରହିଛି। ଅଷ୍ଟ୍ରେଲିଆର ପଶ୍ଚିମ...

କୁନି ଝିଅର ଜୀବନ ପାଇଁ ଆଗେଇ ଆସିଲେ ସୌଦି

ଅକଲାଣ୍ଡ,୨୯।୬: ଟିମ୍‌ ଇଣ୍ଡିଆ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ନ୍ୟୁଜିଲାଣ୍ଡ ପେସର ଟିମ୍‌ ସୌଦି ପିନ୍ଧିଥିବା ଜର୍ସିକୁ ନିଲାମ କରିବାକୁ ଯାଉଛନ୍ତି। ଏହି ପ୍ରକ୍ରିୟାରୁ...

କରୋନା ଭାଇରସ୍‌ ଆକ୍ରାନ୍ତ: ଫେଲାଇନ ପ୍ରଥମ

ଶାଂଘାଇ, ୨୩।୩ (ଏଏଫ୍‌ପି)- ଚାଇନିଜ ସୁପର୍‌ ଲିଗ୍‌ (ସିଏସ୍‌ଏଲ୍‌)ର ପ୍ରଥମ ଫୁଟ୍‌ବଲର୍‌ ଭାବେ ମାରୋଉଆନେ ଫେଲାଇନ କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଛନ୍ତି। ଫେଲାଇନ୍‌ଙ୍କ କ୍ଲବ ଶାନଡଙ୍ଗ୍‌...

୭୫୪ ରନ୍‌, ୪ ଶତକ: ବିଜୟ ହଜାରେ ଟ୍ରଫିରେ ବିସ୍ଫୋରକ ବ୍ୟାଟିଂ କରି ଚର୍ଚ୍ଚାରେ ଏହି କ୍ରିକେଟର

ନୂଆଦିଲ୍ଲୀ,୧୧।୩: ମୁମ୍ବାଇ କ୍ରିକେଟ ଟିମ୍‌ର ଅଧିନାୟକ ଏବଂ ଓପନର୍‌ ପୃଥ୍ବୀ ଶ ଗୁରୁବାର ଖେଳାଯାଇଥିବା ବିଜୟ ହଜାରେ ଟ୍ରଫି ସେମିଫାଇନାଲ ମୁକାବିଲାରେ କର୍ନାଟକ ବିପକ୍ଷରେ ଉଲ୍ଲେଖନୀୟ...

ମହିଳା ଜାତୀୟ ବକ୍ସିଂ ଖେଳାଳିଙ୍କ ପାଇଁ ବର ଖୋଜୁଥିଲେ ମା’: ଲିଙ୍ଗ ପରିବର୍ତ୍ତନ କରି ଘରକୁ ଫେରିଲେ ଝିଅ

ଲକ୍ଷ୍ନୌ, ୨୪।୬: ଉତ୍ତର ପ୍ରଦେଶର କାନପୁରରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ମହିଳା ଜାତୀୟ ବକ୍ସିଂ ଖେଳାଳି ପ୍ରିୟଙ୍କା ପାଲ୍‌ ଲିଙ୍ଗ ପରିବର୍ତ୍ତନ କରି...

ମହିଳା ଟି୨୦ ବିଶ୍ୱକପ୍‌: ସେମିଫାଇନାଲ ଲକ୍ଷ୍ୟରେ ଭାରତ

ଜିକ୍ୱେବର୍ହା,୧୮ା୨: ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଭାରତ ଶନିବାର ଇଂଲଣ୍ଡକୁ ଭେଟିବ। ହରମନପ୍ରୀତ କୌରଙ୍କ ଦଳ ପୂର୍ବରୁ ପାକିସ୍ତାନକୁ ୭ ଉଇକେଟ ଏବଂ ଓ୍ବେଷ୍ଟଇଣ୍ଡିଜକୁ ୬...

ଆଇସିସି ଟି୨୦ ର଼୍ୟାଙ୍କିଙ୍ଗ୍‌: ସପ୍ତମ ସ୍ଥାନକୁ ଉଠିଲେ କୋହଲି, ତୃତୀୟରେ ରାହୁଲ ଅପରିବର୍ତ୍ତିତ

ଦୁବାଇ,୨୪।୧୨(ପି.ଟି.): ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟି୨୦ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ତାରକା ବ୍ୟାଟ୍ସମ୍ୟାନ ଲୋକେଶ ରାହୁଲ ତାଙ୍କର ତୃତୀୟ ସ୍ଥାନ ବଜାୟ ରଖିଛନ୍ତି।...

ଏହି ଭାରତୀୟ କ୍ରିକେଟର୍‌ ରଚିଲେ ଇତିହାସ

ମେଲବୋର୍ନ,୨୯।୧୨: ମେଲବୋର୍ନରେ ଖେଳାଯାଇଥିବା ଭାରତ ଏବଂ ଅଷ୍ଟ୍ରେଲିଆ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆର ବିଜୟରେ ରବିନ୍ଦ୍ର ଜାଡେଜା ମଧ୍ୟ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ...

Advertisement
Archives

Model This Week