ବଦଳିଲେ ଆନନ୍ଦପୁର ଥାନା IIC, ନୂଆ ଦାୟିତ୍ୱ ନେଲେ ଶ୍ରୀକାନ୍ତ ଖମାରୀ

ବଞ୍ଚୋ,୨୫।୧୧(ପ୍ରଦୋଷ ବିଶ୍ୱାଳ ) : ଆନନ୍ଦପୁର ଥାନାରେ ନୂତନ ଥାନା ଅଧିକାରୀ (IIC) ଭାବେ ଶ୍ରୀକାନ୍ତ ଖମାରୀ ଯୋଗଦାନ କରିଛନ୍ତି । ପୂର୍ବତନ IIC ଫଣୀନ୍ଦ୍ର ଭୂଷଣ ନାଏକଙ୍କୁ କେନ୍ଦୁଝର ଏସ୍‌ପି କାର୍ଯ୍ୟାଳୟକୁ ବଦଳି କରାଯିବା ପରେ ଶ୍ରୀକାନ୍ତ ଖମାରୀ ଆନନ୍ଦପୁର ଥାନାର ନୂତନ ଦାୟିତ୍ୱ ଗ୍ରହଣ କରିଛନ୍ତି । ଆନନ୍ଦପୁର ଏକ ଗୁରୁତ୍ୱପୂର୍ଣ୍ଣ ଉପଖଣ୍ଡ ହୋଇଥିବାରୁ ଏଠାରେ ଆଇନଶୃଙ୍ଖଳା ପରିସ୍ଥିତିର ନିୟନ୍ତ୍ରଣ, ଅପରାଧ ରୋକିବା, ଟ୍ରାଫିକ୍ ବ୍ୟବସ୍ଥାର ସୁପରିଚାଳନା ଏବଂ ଜନସାଧାରଣଙ୍କୁ ତ୍ୱରିତ ପୋଲିସ ସେବା ଯୋଗାଇଦେବା ନୂତନ ଥାନା ଅଧିକାରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିପାରେ । ବିଶେଷକରି ଅଞ୍ଚଳରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ସହ ଅପରାଧ ନିୟନ୍ତ୍ରଣ, ମହିଳା ଓ ଶିଶୁଙ୍କ ସୁରକ୍ଷା ଏବଂ ଜନସାଧାରଣଙ୍କ ସହ ପୋଲିସର ଉତ୍ତମ ସମନ୍ୱୟ ସ୍ଥାପନ ଦିଗରେ ତାଙ୍କର କାର୍ଯ୍ୟଶୈଳୀ କଣ ରହିବ ତାହା ଉପରେ ଅଞ୍ଚଳବାସୀଙ୍କ ନଜର ରହିଛି। ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୪ ବର୍ଷ ତଳର ପ୍ରତିଶୋଧ ନେବାକୁ ଯୁବକଙ୍କୁ ହତ୍ୟା ଉଦ୍ୟମ, ମୁଖ୍ୟ ଅଭିଯୁକ୍ତ ଗିରଫ, ୨ ସହଯୋଗୀ ଫେରାର

ଦିଗପହଣ୍ଡି,୨୫।୧୧ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦିଗପହଣ୍ଡି ବ୍ଲକ ତେଣ୍ଟୁଆପଡ଼ା ଗ୍ରାମର ବାଙ୍କନିଧି ଗୌଡ଼ଙ୍କୁ ସଂଘବଦ୍ଧ ଭାବେ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି।…

ଧାରଣାରେ ବସିଲେ ଅଙ୍ଗନଓ୍ବାଡ଼ି କର୍ମୀ, ୧୩୩ କେନ୍ଦ୍ରରେ ଝୁଲୁଛି ତାଲା

ଗୁଡ଼ାରି,୨୫ା୧୧(ପ୍ରମୋଦ କୁମାର ପତି): ବୁଧବାରଠାରୁ ଗୁଡ଼ାରି ବ୍ଲକର ସମସ୍ତ ୧୩୩ଟି ଅଙ୍ଗନଓ୍ବାଡ଼ିର କାର୍ଯ୍ୟରତ କର୍ମୀ ଏବଂ ସହାୟିକା ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣାରେ ବସିଛନ୍ତି। ୭ ଦଫା…

ପୋଲିସ ଡିଜିଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ମଞ୍ଚେଶ୍ୱର ଥାନା ଆଇଆଇସି ନିଲମ୍ବିତ

ଭୁବନେଶ୍ୱର,୨୫ା୧୧: ରାଜଧାନୀ ଭୁବନେଶ୍ୱରରେ ଆଇନଶୃଙ୍ଖଳା ବ୍ୟବସ୍ଥାକୁ ସୁଦୃଢ଼ କରିବା ସହ ପୋଲିସ ପ୍ରଶାସନରେ ସ୍ବଚ୍ଛତା ଆଣିବା ପାଇଁ ରାଜ୍ୟ ପୋଲିସ ଡିଜି ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ…

ପୁରୀ ମାର୍କଣ୍ଡପୁରରେ ଜମି ବିବାଦରୁ ଫୁଟିଲା ବୋମା, ୫….

ପୁରୀ,୨୫।୧୧(ଅଜିତ କୁମାର ମହାନ୍ତି): ପୁରୀ ସଦରଥାନା ବାଲିପୁଟ ପଞ୍ଚାୟତ ମାର୍କଣ୍ଡପୁରରେ ବୋମାମାଡ ହୋଇଛି । ଜମିବାଡ଼ି ବିବାଦକୁ କେନ୍ଦ୍ରକରି ବୋମାମାଡ ହୋଇଥିବା ବେଳେ ଏଥିରେ ୫ଜଣ ଆହତ…

ହାଇଦ୍ରାବାଦରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ଗାଁରେ ଶୋକର ଛାୟା

କୋକସରା,୨୫।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପରିବାର ପ୍ରତିପୋଷଣ ସହ ଦୁଇ ପଇସା ଅଧିକ ରୋଜଗାର ଆଶାରେ ଦାଦନ ଖଟିବାକୁ ହାଇଦ୍ରାବାଦ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ହୋଇଛି…

ମଦ କିଣିବାକୁ ଗଲେ ହେଉଛି ସ୍ୱାସ୍ଥ୍ୟ ପରୀକ୍ଷା, ଦୋକାନରେ ଲିଭର ଓ କିଡ୍‌ନୀ ଯାଞ୍ଚ କରୁଛି…

ଭୋପାଳ,୨୫।୧୧: ମଦ୍ୟପାନ କରୁଥିବା ଲୋକଙ୍କୁ ସ୍ୱାସ୍ଥ୍ୟ ପ୍ରତି ସଚେତନ କରିବାକୁ ପ୍ରଶାସନର ନିଆରା ପଦକ୍ଷେପ । ଏଣିକି ମଦ କିଣିବାକୁ ଦୋକାନକୁ ଆସୁଥିବା ଲୋକଙ୍କର ସେଠାରେ ହିଁ…

ଅଙ୍ଗନଓ୍ବାଡ଼ି କର୍ମୀଙ୍କୁ ସରକାରୀ ମାନ୍ୟତା ସହ ମାସିକ ୩୦ ହଜାର ଟଙ୍କା ପାରିଶ୍ରମିକ ଦାବି, ନ ହେଲେ ଆନ୍ଦୋଳନ ତୀବ୍ରତର ଚେତାବନୀ

ଦିଗପହଣ୍ଡି,୨୫ା୧୧(ଅଶେଷ ନାଥ ମିଶ୍ର): ଭାରତୀୟ ମଜଦୂର ସଂଘ ସହବନ୍ଧିତ ଅଲ ଓଡ଼ିଶା ଅଙ୍ଗନଓ୍ବାଡ଼ି ଲେଡିଜ୍‌ ଓ୍ବାର୍କର୍ସ ଆସୋସିଏଶନ ଦିଗପହଣ୍ଡି ଶାଖା ପକ୍ଷରୁ ସ୍ଥାନୀୟ ସମନ୍ବିତ ଶିଶୁ ବିକାଶ…

ବୃଦ୍ଧାଶ୍ରମରେ ପ୍ରେମ, ୭୫ ବର୍ଷୀୟ କନ୍ହେୟାଙ୍କୁ ବିବାହ କଲେ ୬୩ ବର୍ଷୀୟା ସବିନା

ବିଲାସପୁର,୨୫।୧୧: ବୟସ କେବଳ ଏକ ସଂଖ୍ୟା। ଜୀବନର ଶେଷ ପାହାଚରେ ମଧ୍ୟ ମିଳିପାରେ ଜୀବନସାଥୀଙ୍କ ଭଲପାଇବା ଓ ସାହାରା। ଏହାକୁ ପ୍ରମାଣ କରିଛନ୍ତି ହିମାଚଳ ପ୍ରଦେଶର ବିଲାସପୁରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?