Posted inଜାତୀୟ

ଶପଥ ନେଲେ ଆନନ୍ଦିବେନ ପଟେଲ

ଭୋପାଳ,୧।୭: ମଧ୍ୟପ୍ରଦେଶର ରାଜ୍ୟପାଳ ଭାବେ ଆନନ୍ଦିବେନ ପଟେଲ ବୁଧବାର ଶପଥ ଗ୍ରହଣ କରିଛନ୍ତି। ଏବେ ସେ ଉତ୍ତର ପ୍ରଦେଶର ରାଜ୍ୟପାଳ ଥିବା ବେଳେ ମଧ୍ୟପ୍ରଦେଶ ରାଜ୍ୟପାଳ ଭାବେ ତାଙ୍କୁ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ସୂଚନାଯୋଗ୍ୟ, ଗୁରୁବାର ମଧ୍ୟପ୍ରଦେଶ କ୍ୟାବିନେଟର ସମ୍ପ୍ରସାରଣ ଥିବା ବେଳେ ଆଜି ଆନନ୍ଦିବେନ ଶପଥ ଗ୍ରହଣ କରିଛନ୍ତି। ତେବେ ମଧ୍ୟପ୍ରଦେଶ କ୍ୟାବିନେଟର ସମ୍ପ୍ରସାରଣକୁ ନେଇ କିଛିଦିନ ହେବ ଆଲୋଚନା ଚାଲିଥିବା ବେଳେ ଏବେ ଏହାର ଅନ୍ତ ଘଟିବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଏହା ପୂର୍ବରୁ କହିଥିଲେ ଯେ କ୍ୟାବିନେଟ ସମ୍ପ୍ରସାରଣ ବିଳମ୍ବ ହୋଇଛି ସତ ହେଲେ ଏଥିରୁ ଅମୃତ ବାହାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଦିରା ଗାନ୍ଧୀଙ୍କୁ ମନେ ପକାଇ ଗୀତ ଲେଖି ଟୁଇଟ କଲେ ପ୍ରିୟଙ୍କା

ନୂଆଦିଲ୍ଲୀ,୧୯।୧୧: ମଙ୍ଗଳବାର ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ୧୦୨ ତମ ଜନ୍ମ ଦିବସ ଅବସରରେ ନାତୁଣୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଭାବୁକ ହୋଇଯାଇଛନ୍ତି। ସେ ଇନ୍ଦିରାଙ୍କ...

ରାଜ୍ୟ ସଭାରେ ଭାଜପା ସଦସ୍ୟଙ୍କ ସଂଖ୍ୟା ୧୦୦ ଛୁଇଁଲା

ନୂଆଦିଲ୍ଲୀ,୧।୪: ଆସାମ, ତ୍ରିପୁରା ଏବଂ ନାଗାଲାଣ୍ଡରେ ଗୁରୁବାର ଅନୁଷ୍ଠିତ ରାଜ୍ୟ ସଭା ନିର୍ବାଚନରେ ଭାଜପା ଗୋଟିଏ ଲେଖାଏ ଆସନ ଜିତିଛି। ଏହା ଫଳରେ ରାଜ୍ୟ ସଭାରେ...

୧୦ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ଶମିକଙ୍କ ଖାତାରେ ହଜାରେ ଲେଖାଏ ଜମା କଲେ ଯୋଗୀ ସରକାର

ଲକ୍ଷ୍ନୌ,୧୩।୬: ଉତ୍ତରପ୍ରଦେଶ ସରକାର ଶନିବାର ୧୦ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକଙ୍କୁ ହଜାରେ ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରିଛନ୍ତି। ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ...

ଗୁଜରାଟ ମୁଖ୍ୟମନ୍ତ୍ରୀ ପଦରୁ ରୂପାନୀଙ୍କ ଇସ୍ତଫାର କାରଣ

ମାଞ୍ଚେଷ୍ଟର,୧୧।୯: ହଠାତ୍‌ ଗୁଜରାଟ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ସଭିଙ୍କୁ ଚମକାଇ ଦେଇଛନ୍ତି ବିଜୟ ରୂପାନୀ। ଗତ ୬ ମାସରେ ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବାରେ ରୂପାନୀ...

ସାଉଥ୍‌ ସୁପରଷ୍ଟାର ପବନ କଲ୍ୟାଣଙ୍କୁ କରୋନା

ମୁମ୍ବାଇ: ଦେଶରେ କରୋନାର ଦ୍ୱିତୀୟ ଲହର ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ସ୍ଥିତି ଏଭଳି ହୋଇଯାଇଛି ଯେ, ପ୍ରତିଦିନ ଲକ୍ଷାଧିକ ସଂଖ୍ୟାରେ କରୋନା ପଜିଟିଭ୍‌ ଚିହ୍ନଟ...

ପୂର୍ବତନ କ୍ରିକେଟର୍‌ ମହମ୍ମଦ ଆଜାରୁଦ୍ଦିନ ବିରୋଧରେ ମାମଲା

ପୁଣେ,୨୩।୧: ପୂର୍ବତନ କ୍ରିକେଟର ମହମ୍ମଦ ଆଜାରୁଦ୍ଦିନଙ୍କ ସମେତ ୩ ଜଣଙ୍କ ନାଁରେ ମାମଲା ରୁଜୁ ହୋଇଛି। ୨୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ଏକ ଟ୍ରାଭେଲ...

ମାଲେଗାଁଓ ବିସ୍ଫୋରଣ ମାମଲାରେ କୋର୍ଟରେ ହାଜର ହେଲେ ପ୍ରଜ୍ଞା ଠାକୁର

ମୁମ୍ବାଇ,୪ ।୧: ମହାରାଷ୍ଟ୍ରର ମାଲେଗାଁଓରେ ୨୦୦୮ରେ ହୋଇଥିବା ବିସ୍ଫୋରଣ ମାମଲାରେ ଅଭିଯୁକ୍ତ ଭାରତୀୟ ଜନତା ପାର୍ଟି(ଭାଜପା) ନେତା ତଥା ଭୋପାଳ ଏମ୍‌ପି ପ୍ରଜ୍ଞା ସିଂ ଠାକୁର...

ଭାଜପାର ମିଶନ ପଶ୍ଚିମବଙ୍ଗ: ଘରଘର ବୁଲି ଏକ ମୁଠା ଚାଉଳ ସଂଗ୍ରହ କରିବେ ନଡ୍ଡା

କୋଲକାତା,୯।୧: ଆଗକୁ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ମିଶନ ପଶ୍ଚିମବଙ୍ଗ ଯୋଜନା ଉପରେ ଗୁରୁତ୍ୱାରୋପ କରାଯାଉଛି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ...

Advertisement
Archives

Model This Week