ମାଥମେଟିକାଲ ନୋଟସନ ପ୍ରଦର୍ଶନୀରେ କୃତିତ୍ୱ ହାସଲ କଲେ ଆନନ୍ଦିନୀ

ଗଞ୍ଜାମ,୨୫।୮(ବିଦ୍ୟାଧର ସାହୁ):ଫୁଲବାଣୀଠାରେ ଅନୁଷ୍ଠିତ ଆନ୍ତଃଜିଲା ଜ୍ଞାନ-ବିଜ୍ଞାନ ମେଳାରେ ଗଞ୍ଜାମ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ଅଷ୍ଟମ ଶ୍ରେଣୀର ଛାତ୍ରୀ ଆନନ୍ଦିନୀ ପଣ୍ଡା (ଲୁସି)ତୃତୀୟ ସ୍ଥାନ ପାଇ କୃତିତ୍ୱ ଅର୍ଜନ କରିଛନ୍ତି।
ମାଥମେଟିକାଲ ନୋଟସନ ଉପରେ ଆଧାରିତ ପ୍ରଦର୍ଶନୀରେ ସେ ଗାଣିତିକ ଅଙ୍କ, ଚିହ୍ନ ଓ ସୂତ୍ର ସମ୍ପର୍କରେ ସୁନ୍ଦର ଉପସ୍ଥାପନା କରି ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଏହି ସଫଳତା ବିଦ୍ୟାଳୟ ସହିତ ସମଗ୍ର ଅଞ୍ଚଳ ପାଇଁ ଗର୍ବର ବିଷୟ ହୋଇଛି l ଆନନ୍ଦିନୀ ଦୁର୍ଗାଦେବୀ ସାହିର ବାସିନ୍ଦା, ମହେନ୍ଦ୍ର ପଣ୍ଡା ଓ ସସ୍ମିତା ପଣ୍ଡାଙ୍କ କନିଷ୍ଠ କନ୍ୟା। ପିଲାଦିନୁ ପାଠପଢାରେ ରୁଚି ରଖୁଥିବା ଆନନ୍ଦିନୀ ପୂର୍ବରୁ ବିଭିନ୍ନ କ୍ଷେତ୍ରରେ ସଫଳତା ଅର୍ଜନ କରିଛନ୍ତି। ଅନୁଷ୍ଠାନରେ କନ୍ଧମାଳ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ, ବିଜେତା ଛାତ୍ରୀଛାତ୍ରଙ୍କୁ ପୁରସ୍କାର ପ୍ରଦାନ କରିଥଲେ l


Enter your email to get our daily news in your inbox.

All Right Reserved By Dharitri.Com

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

‘ମନବଳ ଦୃଢ଼ ହେଲେ ହାରିବ କ୍ୟାନସର’

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ବିଶ୍ୱ କର୍କଟ ଦିବସ ଅବସରରେ ବୁଧବାର ବରଗଡ଼ ଫାଇଟର୍ସ ଗ୍ରୁପ୍‌ ପକ୍ଷରୁ ଏକ କର୍କଟ ସଚେତନତା ପଦଯାତ୍ରା ଓ ସଭା ଆୟୋଜିତ ହୋଇଯାଇଛି। ଏହି…

ବାପାଙ୍କୁ ଥଣ୍ଡା ପାନୀୟରେ ପାଇଖାନା ସଫା ଏସିଡ୍‌ ମିଶାଇ ପିଇବାକୁ ଦେଲେ ପୁଅ, ପରେ ପନିକିରେ ଗଳାକାଟି…

ବିଷମକଟକ,୪ା୨(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ସହରର ବ୍ରାହ୍ମଣ ସାହି ଅଞ୍ଚଳରେ ଘଟିଥିବା ଏକ ନିର୍ମମ ହତ୍ୟାକାଣ୍ଡ ସାରା ଅଞ୍ଚଳକୁ ଚକିତ କରିଦେଇଛି। ନିଜ ବାପାଙ୍କୁ…

ପୁଣି ମେଳି କଲେ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକ, ନିଲମ୍ବନର ପୁନଃବିଚାର କରିବାକୁ…

କେନ୍ଦ୍ରାପଡା, ୪ା୨ (ଜଗନ୍ନାଥ ଧଳ)- କେନ୍ଦ୍ରାପଡା ଜିଲା ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଗତ ଜାନୁଆରୀ ୧୫ରୁ ଦଳର ସଦସ୍ୟତାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri