ଗଞ୍ଜାମ ସହର ପାଇଁ ଗର୍ବ ଆଣିଲେ ଆନନ୍ଦିନୀ, ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୨୭ା୮(ବିଦ୍ୟାଧର ସାହୁ): ପଠାଣି ସାମନ୍ତ ମେଧା ବୃତ୍ତି ପରୀକ୍ଷାରେ ଆନନ୍ଦିନୀ ପଣ୍ଡା ସଫଳତା ପାଇଛନ୍ତି । ଆନନ୍ଦିନୀ ହେଉଛନ୍ତି ଗଞ୍ଜାମ ସହର ଦୁର୍ଗା ଦେବୀ ସାହି ମହେନ୍ଦ୍ର ପଣ୍ଡାଙ୍କ ଝିଅ । ସେ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ନବମ ଶ୍ରେଣୀ ଛାତ୍ରୀ । ପଠାଣି ସାମନ୍ତ ପରୀକ୍ଷାରେ ସଫଳତା ଗଞ୍ଜାମ ସହର ପାଇଁ ଗର୍ବ ଆଣି ଦେଇଛନ୍ତି ।

କଠିନ ପରିଶ୍ରମ ନିଷ୍ଠାପର ଭାବନା ଯୋଗୁଁ ପଠାଣି ସାମନ୍ତ ମେଧା ବୃତ୍ତିରେ କୃତିତ୍ୱ ଅର୍ଜନ କରି ଅନୁଷ୍ଠାନକୁ ଗର୍ବାନିତ୍ଵ କରିଛନ୍ତି ବୋଲି ଶିଶୁ ବିଦ୍ୟା ମନ୍ଦିର ସ୍କୁଲ ପକ୍ଷରୁ କୁହାଯାଇଛି । ମା’ ବାପାଙ୍କ ପ୍ରେରଣା ଗୁରୁମା ଗୁରୁଜୀଙ୍କ ଉପଦେଶ ଯୋଗୁଁ ଏହା ସମ୍ଭବ ହୋଇ ପାରିଛି ବୋଲି ଆନନ୍ଦିନୀ ନିଜ ପ୍ରତିକ୍ରିୟାରେ କହିଛନ୍ତି । ଆନନ୍ଦିନୀଙ୍କ ଏହି କୃତିତ୍ୱ ଅର୍ଜନ କରିଥିବାରୁ ଛଅ ହଜାର ଟଙ୍କା ବୃତ୍ତି ଅର୍ଥ ରାଶି ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ-ପ୍ରତିଆକ୍ରମଣ: ୨ ଗିରଫ, ନୋଟିସ ଦେଇ ଛାଡ଼ିଲା…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅନ୍ତର୍ଗତ ପୋଡ଼ାଖାଲ ଗ୍ରାମ ନିକଟରେ ଟ୍ରାକ୍ଟର ଭଡ଼ା ଟଙ୍କାକୁ ନେଇ ଆକ୍ରମଣ ଓ ପ୍ରତିଆକ୍ରମଣ…

ମା’ ଚାମୁଣ୍ଡେଶ୍ୱରୀ ମନ୍ଦିରର ହେବ ସାମଗ୍ରିକ ବିକାଶ: ପରିଚାଳନା କମିଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଗୃହୀତ

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ କେରାଣ୍ଡିମାଳ ପର୍ବତମାଳାସ୍ଥିତ ଚାଙ୍ଗୁଡ଼ିଦେଇ ପର୍ବତ ଶିଖରରେ ବିରାଜମାନ ମା’ ଚାମୁଣ୍ଡେଶ୍ୱରୀ ମନ୍ଦିର ଉନ୍ନୟନ…

ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍‌ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର…

ଗଞ୍ଜାମ ପାଇଁ ଗୌରବ ଆଣିଲେ ତିନି ଛାତ୍ର, ଛୁଟିଲା ଶୁଭେଚ୍ଛା

ଗଞ୍ଜାମ,୨୬।୮(ବିଦ୍ୟାଧର ସାହୁ ଗଞ୍ଜାମ ): ପଠାଣି ସାମନ୍ତ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେଲେ ତିନି ଜଣ ଛାତ୍ର । ଗଞ୍ଜାମ ବ୍ଲକ୍ ପୋଇରାଶି ପଞ୍ଚାୟତ ଅନ୍ତର୍ଗତ ଛୋଟାବସା ନିକଟସ୍ଥ…

ସ୍କୁଟି ନେଇ ଫେରାଇଲେନି; ମାଲିକାଣୀଙ୍କୁ ଦେଲେ ହତ୍ୟା ଧମକ; ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ବୁଧବାର ପାଟପୁର ଥାନା ପ୍ରତାପଗିରି ଗ୍ରାମର ବି. କାଳିଆ ପାତ୍ର(୪୪) ନାମକ ଜଣେ ଯୁବକଙ୍କୁ ଗିରଫ କରି…

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…

ଛାତିରେ ହେଲା ଯନ୍ତ୍ରଣା, ଡାକ୍ତରଖାନା ନେବା ପରେ…

ଗଞ୍ଜାମ,୨୬ା୮(ବିଦ୍ୟାଧର ସାହୁ): ହୁମ୍ମା ଅଞ୍ଚଳର ଜଣେ ଧର୍ମପରାୟଣ ବ୍ୟକ୍ତିଙ୍କ ବିୟୋଗ ଘଟିଛ। ସେ ହେଲେ ହୁମା ଗୋପୀନାଥ ସାହିର ବାବାଜୀ ସାହୁ l ଜଣେ ଶାନ୍ତ ସରଳ…

ସ୍ବାମୀଜୀଙ୍କ ଲକ୍ଷ୍ୟ କାର୍ଯ୍ୟକାରୀ କରିବ ବିଶ୍ୱ ହିନ୍ଦୁ ପରିଷଦ: ଅକ୍ଟୋବର ୩୦ରେ…

ଭଞ୍ଜନଗର, ୨୬।୮(ବାବୁଲା ପ୍ରଧାନ):ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଧୁରା ଲକ୍ଷ୍ୟକୁ ବିଶ୍ୱ ହିନ୍ଦୁ ପରିଷଦ କାର୍ଯ୍ୟକାରୀ କରିବ ବୋଲି ଘୁମୁସର ଜିଲା ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri