Posted inଜାତୀୟ

‘ଲାଲବାଗ ରାଜା’ଙ୍କୁ ୨୦ କିଲୋ ସୁନାର ମୁକୁଟ ଦାନ କଲେ ଅନନ୍ତ ଅମ୍ବାନୀ: ଜାଣନ୍ତୁ ଏହାର ଦାମ୍‌ କେତେ

ମୁମ୍ବାଇ,୬।୯: ଗଣେଶ ଉତ୍କଳ ପାଇଁ ସାରା ଦେଶରେ ପ୍ରସ୍ତୁତି ଆରମ୍ଭ ହୋଇଛି। ମୁମ୍ବାଇର ପ୍ରସିଦ୍ଧ ‘ଲାଲବାଗ ରାଜା’ଙ୍କ ପ୍ରତିମୂର୍ତ୍ତିରୁ ପରଦା ହଟାଇ ଦିଆଯାଇଛି। ଏଥର ବପ୍ପା ମେରୁନ ରଙ୍ଗର ପୋଷାକରେ ନଜର ଆସିଛନ୍ତି ଏବଂ ତାଙ୍କ ମସ୍ତକରେ ଏକ ସୁନା ମୁକୁଟ ଲାଗିଥିବାର ଦେଖଯାଇଛି। ସୂଚନାନୁସାରେ ଏଥର ରିଲାଏନ୍ସ ଫାଉଣ୍ଡେସନ ଲାଲବାଗ ରାଜା ୨୦ କିଲୋଗ୍ରାମ ସୁନାରେ ନିର୍ମିତ ମୁକୁଟ ପ୍ରଦାନ କରିଛି। ଏହି ମୁକୁଟର ମୂଲ୍ୟ ୧୬ କୋଟି ଟଙ୍କା ରହିଛି। ଏହି ମୁକୁଟରେ ହୀରା ଏବଂ ଅନ୍ୟାନ୍ୟ ମୂଲ୍ୟବାନ ପଥରଗୁଡ଼ିକ ମଧ୍ୟ ସଜ୍ଜିତ ରହିଛି। ପ୍ରତିବର୍ଷ ଅମ୍ବାନୀ ପରିବାର ଲାଲବାଗ ରାଜାଙ୍କୁ କୋଟି କୋଟି ଟଙ୍କା ଦାନ କରନ୍ତି। ଚଳିତ ବର୍ଷ ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀ ମୁକୁଟ ଦାନ କରିଛନ୍ତି।
ଶିଳ୍ପପତି ମୁକେଶ ଅମ୍ବାନୀଙ୍କ ସାନପୁଅ ଅନନ୍ତ ଅମ୍ବାନୀଙ୍କର ମଧ୍ୟ ଲାଲବାଗ ରଜା ସହିତ ବହୁତ ପୁରୁଣା ସମ୍ପର୍କ ରହିଛି। ଅନନ୍ତ ଅମ୍ବାନୀ ପ୍ରତିବର୍ଷ ଲାଲବାଗର ରାଜାଙ୍କୁ ଦେଖା କରିବାକୁ ଯାଇ ତାଙ୍କୁ ନୈବେଦ୍ୟ ଅର୍ପଣ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Exit Poll 2026: ଆସାମରେ ଭାଜପା, ତାମିଲନାଡୁରେ ଡିଏମ୍‌କେ, କେରଳରେ ୟୁଡିଏଫ୍‌ ଆଉ ପଶ୍ଚିମବଙ୍ଗରେ…

ନୂଆଦିଲ୍ଲୀ,୨୯ା୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶେଷ ହେବା ପରେ ବୁଧବାର ସନ୍ଧ୍ୟାରେ ବିଭିନ୍ନ ଏକ୍‌ଜିଟ୍‌ ପୋଲ୍‌ (ବୁଥ୍‌ଫେରନ୍ତା ଜନମତ ସର୍ଭେ) ପ୍ରକାଶ ପାଇଛି।…

ମହିଳା ସିଆରସିସିଙ୍କ ଏତଲା ପରେ ବଢ଼ିଲା ଅଡୁଆ: ଥାନାରେ ଶିକ୍ଷା ବିଭାଗର ୨ ଅଧିକାରୀ

ବରଗଡ଼,୨୯ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନାରେ ଜିଲା ଶିକ୍ଷା ବିଭାଗରେ କାର୍ଯ୍ୟରତ ୩ ଅଧିକାରୀ ଏବଂ କର୍ମଚାରୀଙ୍କ ଉପସ୍ଥିତି ବୁଧବାର ଚର୍ଚ୍ଚାର ବିଷୟ ହୋଇଛି। ସେମାନଙ୍କ ମଧ୍ୟରେ…

କାଳବୈଶାଖୀର ତାଣ୍ଡବ: କେଉଁଠି ଘର ଭାଙ୍ଗିଲା ତ ଆଉ କେଉଁଠି…

ମୋହନା,୨୯ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ବୁଧବାର ସନ୍ଧ୍ୟାରେ ବିଭିନ୍ନ ଅଞ୍ଚଳରେ ପବନ ଘଡ଼ଘଡ଼ି ସହ କୁଆପଥର ଏବଂ ପ୍ରବଳ ବର୍ଷା ହୋଇଛି। ଫଳରେ ଲୋକେ…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୨ ଓପିଟିସିଏଲ୍‌ କର୍ମଚାରୀ ଗୁରୁତର

ଦେବଗଡ଼,୨୯ା୪(ଶଶାଙ୍କ ଶେଖର ଝାଙ୍କର): ଉଚ୍ଚ କ୍ଷମତା ସମ୍ପନ୍ନ ବିଦ୍ୟୁତ ସଂସ୍ପର୍ଶରେ ଆସି ୨ ଜଣ ଓପିଟିସିଏଲ ଆଉଟସୋର୍ସିଂ କର୍ମଚାରୀ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ବାରକୋଟ ଥାନା…

କିପରି ହେଲା ମୁନା ମୁଣ୍ଡାଙ୍କ ମୃତ୍ୟୁ, ହଠାତ୍ ଅସୁସ୍ଥ ହେବା ପରେ….

ଦେବଗଡ,୨୯ା୪(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନା ଅନ୍ତର୍ଗତ କଳାମାଟି ଗ୍ରାମର ଜଣେ ଯୁବକଙ୍କର ସନ୍ଦେହ ଜନକ ମୃତ୍ୟୁ ଘଟିଛି । ମୃତ ଯୁବକ ଜଣକ କଳାମାଟି ଗ୍ରାମର…

କୋକସରାରେ ମୃଦୁ ଭୂମିକମ୍ପ, ଛାନିଆ ଲୋକେ

କୋକସରା,୨୯ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବୁଧବାର ସନ୍ଧ୍ୟା ୭ଟା ୪୨ରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଥିବା ଜଣାପଡିଛି । କିଛି ସେକେଣ୍ଡ…

ଓଡ଼ିଆ ଓ ଇଂରାଜୀରେ ମିଳିବ ମାଟ୍ରିକ ସାର୍ଟିଫିକେଟ୍‌, ଏହି ଦିନ ବାହାରିବ ରେଜଲ୍ଟ

କଟକ,୨୯ା୪(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଚଳିତ ବର୍ଷର ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାଫଳ ପ୍ରକାଶ ପାଇଁ ସମସ୍ତ ପ୍ରକ୍ରିୟା ଶେଷ…

ନଡ଼ିଆ ଗଛରେ ପଡ଼ିଲା ବିଜୁଳି, ଭୟଙ୍କର ଶବ୍ଦ ସହ ହୁତୁହୁତୁ ହୋଇ ଜଳିଲା, ଲୋକେ ଆତଙ୍କିତ

ଗୁଣପୁର,୨୯ା୪(ସଙ୍କେତ ପାତ୍ର): ବୁଧବାର ସନ୍ଧ୍ୟାରେ ରାୟଗଡ଼ା ଜିଲା ଗୁଣପୁର ଶିବାନନ୍ଦ ମନ୍ଦିର ନିକଟସ୍ଥ ଏକ ନଡ଼ିଆ ଗଛରେ ବିଜୁଳି ପଡ଼ିଥିବା ଦେଖିବାକୁ ମିଳିଛି। ଘଟଣାଟି ଦେଖି ଆଖପାଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri