ପାରମ୍ପାରିକ ରୀତିନୀତିରେ ହେଲା ଅନନ୍ତ-ରାଧିକାଙ୍କ ନିର୍ବନ୍ଧ

ମୁମ୍ବାଇ: ରିଲାଏନ୍ସ ଗ୍ରୁପ୍‌ ମାଲିକ ଅନୀଲ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀଙ୍କ ନିର୍ବନ୍ଧ ଗୁରୁବାର ଶେଷ ହୋଇଛି। ମୁମ୍ବାଇ ସ୍ଥିତ ଅନୀଲ ଅମ୍ବାନୀଙ୍କ ଘର ଆଣ୍ଟିଲିଆରେ ଏନେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ ଏଥିରେ ପରିବାର ସମେତ କେତେଜଣ ବିଶେଷ ସମ୍ପର୍କୀୟ ସାମିଲ ହୋଇଥିଲେ। ବିଜ୍‌ନେସ୍‌ ଓମ୍ୟାନ୍‌ ରାଧିକା ମର୍ଚ୍ଚାଣ୍ଟଙ୍କୁ ଅନନ୍ତ ବିବାହ କରିବେ। ଏହାପୂର୍ବରୁ ଡିସେମ୍ବର ୨୯ରେ ରାଜସ୍ଥାନର ନାଥଦ୍ୱାରାରେ ଦୁହିଁଙ୍କର ରୋକା କରାଯାଇଥିଲା। ଗୁରୁବାର ବିଧିବଦ୍ଧ ଭାବେ ଅନନ୍ତ ଓ ରାଧିକାଙ୍କ ନିର୍ବନ୍ଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫେରିବେ ରିଷି

ନ୍ୟୁୟର୍କ: ବଲିଉଡ୍‌ ଅଭିନେତା ରିଷି କପୁର ଗତ ପ୍ରାୟ ୧୦ ମାସ ହେବ ନ୍ୟୁୟର୍କରେ ଚିକିତ୍ସିତ ହେଉଛନ୍ତି। ସେଠାରେ ଥିବା ସମୟରେ ବଲିଉଡ୍‌ ସହ ଜଡିତ...

ନାଗା-ସମନ୍ଥାଙ୍କ ବିଚ୍ଛେଦ ପାଇଁ ବଲିଉଡ୍‌ର ଜଣେ ସୁପରଷ୍ଟାର ଦାୟୀ: କଙ୍ଗନା

ହାଇଦ୍ରାବାଦ: ଦକ୍ଷିଣ ଭାରତୀୟ ସିନେମାର ଲୋକପ୍ରିୟ ଯୋଡ଼ି ନାଗା ଚୈତନ୍ୟ ଏବଂ ସମନ୍ଥା ପ୍ରଭୁ ପରସ୍ପରଠାରୁ ଅଲଗା ହୋଇଛନ୍ତି। ଉଭୟଙ୍କ ୪ ବର୍ଷର ବୈବାହିକ ଜୀବନରେ...

କରୀନା କପୁରଙ୍କ ମହଙ୍ଗା ଟି-ଶର୍ଟ, ଯାହାର ଦାମ୍‌ରେ କରିହେବ ଗୋଆ ଟ୍ରିପ୍‌

ବଲିଉଡ୍‌ ଅଭିନେତ୍ରୀ କରୀନା କପୁର ଦ୍ୱିତୀୟ ଥର ମା’ ହେବା ପରେ ଏବେ ତାଙ୍କ ପରିବାର ସହ ସମୟ ବିତାଉଛନ୍ତି। ଏହି ସମୟରେ କରୀନା ପିତା...

କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକାଣୀ ହେଉଛନ୍ତି ଏହି ସୁନ୍ଦରୀ ଅଭିନେତ୍ରୀ, ଦାମୀ ଗାଡ଼ି ଚଢ଼ିବାକୁ କରନ୍ତି ପସନ୍ଦ; ଘରେ…

ବମ୍ବେ: ଦକ୍ଷିଣ ଭାରତୀୟ ସିନେମାର ଲୋକପ୍ରିୟ ଅଭିନେତ୍ରୀଙ୍କ ମଧ୍ୟରୁ ଜଣେ ହେଲେ ରଶ୍ମିକା ମନ୍ଦାନା। କେବଳ ବଡ଼ ପରଦା ନୁହେଁ ସୋସିଆଲ ମିଡିଆରେ ମଧ୍ୟ ଅଭିନେତ୍ରୀଙ୍କ...

ସ୍ବାମୀଙ୍କ ମୃତ୍ୟୁ ପରେ ମନ୍ଦିରରେ ବିବାହ କରିଥିଲେ ଏହି ଅଭିନେତ୍ରୀ: ପରେ ଦ୍ୱିତୀୟ ସ୍ବାମୀଙ୍କ ବିରୋଧରେ ଆଣିଥିଲେ ଶାରୀରିକ, ମାନସିକ ନିର୍ଯାତନା ଅଭିଯୋଗ

ବଲିଉଡର ସୁନ୍ଦରୀ ଅଭିନେତ୍ରୀଙ୍କ ମଧ୍ୟରୁ ବିଦ୍ୟା ସିହ୍ନା ଅନ୍ୟତମ। ତେବେ ନଭେମ୍ବର ୧୫ ତାରିଖ ଅର୍ଥାତ ଆଜି ବିଦ୍ୟାଙ୍କ ଜନ୍ମଦିନ ଅବସରରେ ଜାଣନ୍ତୁ ତାଙ୍କ ବ୍ୟକ୍ତିଗତ...

ମାତ୍ର ୫୦ ଟଙ୍କା ପାଇଁ ଲୋକଙ୍କୁ ଖାଦ୍ୟ ପରଷୁଥିଲେ ଏହି ଚର୍ଚ୍ଚିତ ଅଭିନେତ୍ରୀ

ବଲିଉଡ୍‌ର ଚର୍ଚ୍ଚିତ ଆଇଟମ୍‌ ଗର୍ଲ ରାକ୍ଷୀ ସାଓ୍ବନ୍ତଙ୍କର ଆଜି ହେଉଛି ୪୨ ତମ ଜନ୍ମଦିନ। ୨୫ ନଭେମ୍ବର ୧୯୭୮ରେ ସେ ମହାରାଷ୍ଟ୍ରର ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ।...

ଏହି ଅଭିନେତ୍ରୀଙ୍କୁ ବୁଢ଼ି କହିବାରୁ ….

ବଲିଉଡ୍‌ ଅଭିନେତ୍ରୀ କରିନା କପୁର ଖାନ୍‌ ନିକଟରେ ଫିଲ୍ମ ନିର୍ମାତା କରଣ ଜୋହରଙ୍କ ଜନ୍ମଦିନ ପାର୍ଟିରେ ସାମିଲ ହୋଇଥିଲେ। ତାଙ୍କ ସହ ଅମୃତା ଅରୋରା ଓ...

ବାପି ଯାହା ଚାହୁଁଥିଲେ..

ବେଳେବେଳେ ମଣିଷ ଯାହା ଚାହେଁ ତାହା ତାଙ୍କୁ ହାତ ପାଆନ୍ତାରେ ମିଳିଯାଏ। ଠିକ୍‌ ସେମିତି ଜଲିଉଡ୍‌ରେ ଏଣ୍ଟ୍ରି କରିବା ସମୟରେ ଯାତ୍ରା ଜଗତର ଅନ୍ୟତମ ଆଗଧାଡିର...

Advertisement
Archives

Model This Week