ମହାପ୍ରଭୁଙ୍କ ଦର୍ଶନ କଲେ ଅନନ୍ତ ଅମ୍ବାନୀ

ପୁରୀ ଅଫିସ,୨୪।୧: ଶ୍ରୀମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି ପ୍ରତିଷ୍ଠିତ ବ୍ୟବସାୟୀ ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀ। ମଙ୍ଗଳବାର ଅପରାହ୍ନରେ ସେ ଭୁବନେଶ୍ୱରରେ ପହଞ୍ଚିବା ପରେ ପୁରୀ ଅଭିମୁଖେ ଗସ୍ତ କରିଥିଲେ। କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ସେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ଏହାପରେ ସେ ଭୁବନେଶ୍ୱର ଆସି ମୁମ୍ବାଇ ଫେରିଯିବେ ବୋଲି ଜଣାପଡ଼ିଛି।

ତେବେ ନିକଟରେ ରାଧିକା ମର୍ଚ୍ଚାଣ୍ଟଙ୍କ ସହ ଅନନ୍ତଙ୍କ ନିର୍ବନ୍ଧ ଶେଷ ହୋଇଛି। ଏମିତିରେ ସେ ବିବାହ ପୂର୍ବରୁ ଜଗନ୍ନାଥଙ୍କ ଦର୍ଶନ କରି ଆଶୀର୍ବାଦ ନେବାକୁ ଓଡ଼ିଶା ଆସିଛନ୍ତି। ସୋମବାର ସେ ଗୌହାଟୀର କାମାକ୍ଷା ପୀଠକୁ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ବସ୍‌ ଧକ୍କାରେ ଯୁବକଙ୍କ ମୃତ୍ୟୁ

ରାଉରକେଲା ଅଫିସ,୧।୮: ରାଉରକେଲା ଝିରପାଣି ଥାନା ଅନ୍ତର୍ଗତ କୋଏଲନଗର ସି-ବ୍ଲକ ଛକରେ ଗୁରୁବାର ପୂର୍ବାହ୍ନରେ ଏକ ଘରୋଇ ସ୍କୁଲ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ...

ଫ୍ୟାଶନ ଶୋ’ରେ ଚମକିଲେ ଶିକ୍ଷକ, ଛାତ୍ରୀ

ଅନୁଗୋଳ ଅଫିସ,୫।୧୨ – ନଭେମ୍ବର ୨୬ ଓ ୨୭ ତାରିଖରେ ପୁରୀଠାରେ ଅନୁଷ୍ଠିତ ଗ୍ଲୋବାଲ ମଡେଲ ଇଣ୍ଡିଆ ଫ୍ୟାଶନ ଶୋ’ରେ ଚମକିଛନ୍ତି ଅନୁଗୋଳର ଶିକ୍ଷକ ସୌମ୍ୟ...

ଉତ୍କଳ ଦିବସରେ କୋଭିଡ-୧୯ ସଚେତନତା ବାର୍ତ୍ତା ଦେଲେ ମୁଖ୍ୟମନ୍ତ୍ରୀ: କହିଲେ ‘ଏବେ ବୀରତ୍ୱ ନୁହେଁ ଓଡ଼ିଆଙ୍କ ଏକତା ଦେଖାଇବାର ସମୟ’

ଭୁବନେଶ୍ୱର,୧।୪(ବ୍ୟୁରୋ): ଆଜି ଉତ୍କଳ ଦିବସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ସମସ୍ତ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ଦିବସରେ...

ଜୋରଧରିଲା ବାଲିଗୁଡ଼ା ଜିଲା ଘୋଷଣା ଦାବି

ବାଲିଗୁଡ଼ା,୧୧।୧୨(ଡି.ଏନ୍‌.ଏ.): ବାଲିଗୁଡ଼ାକୁ ଜିଲା ଘୋଷଣା ଦାବି ନେଇ ମିଳିତ ମଞ୍ଚର ଆବାହକ ତଥା ବରିଷ୍ଠ ଆଇନଜୀବୀ କୌଶିକ ସାହୁଙ୍କ ନେତୃତ୍ୱରେ ଏକ ହୋଟେଲରେ ଦ୍ୱିତୀୟ ବୈଠକ...

ଜାମୁଗଣ୍ଡ ନାଳରେ ଦୌଡ଼ି ବାନ୍ଧି ଘରକୁ ଗଲେ ଛାତ୍ରୀଛାତ୍ର

ପାତ୍ରପୁର,୧୦।୭(ଡି.ଏନ.ଏ): ପାତ୍ରପୁର ବ୍ଲକ ବୁରାତାଲ ପଞ୍ଚାୟତରେ ବର୍ଷା ପାଣି ଯୋଗୁଁ ଜାମୁଗଣ୍ଡ ନାଳ ଭର୍ତ୍ତି ହୋଇଯିବାରୁ ଦଉଡ଼ି ବାନ୍ଧି ଛାତ୍ରୀଛାତ୍ର ଘରକୁ ଆସିଛନ୍ତି। ବୁରାତାଲ ପଞ୍ଚାୟତ କମଳାଖତ...

ମନ୍ଦିର ଖୋଲିବା ନିଷ୍ପତ୍ତି ସରକାର ନେବେ

କଟକ ଅଫିସ,୧୦।୮: କରୋନା ପାଇଁ ମାର୍ଚ୍ଚ ମାସରୁ ବନ୍ଦ ରହିଥିବା ମନ୍ଦିର ଏବଂ ଧର୍ମାନୁଷ୍ଠାନଗୁଡ଼ିକ ଖୋଲିବ କି ନାହିଁ ସେ ନେଇ ରାଜ୍ୟ ସରକାର ନିଷ୍ପତ୍ତି...

ଟ୍ରେନ୍‌ରେ ଲାଗିବ ଇଓଟିଟି ସିଷ୍ଟମ

ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ଗାର୍ଡ଼ ଓ ବ୍ରେକ୍‌ ଭ୍ୟାନ୍‌ବିହୀନ ଟ୍ରେନ୍‌ ପରିଚାଳନା ପାଇଁ ଭାରତୀୟ ରେଳପଥ ଦ୍ୱାରା ଗ୍ରହଣ କରାଯାଇଥିବା ଏଣ୍ଡ୍‌ ଅଫ୍‌ ଟ୍ରେନ୍‌ ଟେଲିମେଟ୍ରି(ଇଓଟିଟି) ସିଷ୍ଟମକୁ ଏଣିକି...

କେନ୍ଦୁଝର ଗସ୍ତରେ ମୁଖ୍ୟ ଶାସନ ସଚିବ, ୫ଟି ସଚିବ

ବଡ଼ବିଲ,୨୪।୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଗସ୍ତରେ ଶୁକ୍ରବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ୫ଟି ସଚିବ ଭି.କେ. ପାଣ୍ଡିଆନ ଏବଂ ଜଳସମ୍ପଦ ବିଭାଗର ଅତିରିକ୍ତ...

Advertisement
Archives

Model This Week