ଅନନ୍ତ ନାୟକ ହେଲେ ଜାତୀୟ ଏସ୍‌ଟି କମିଶନ ସଦସ୍ୟ

କେନ୍ଦୁଝର,୨୦।୨(ସ୍ବ.ପ୍ର.): କେନ୍ଦୁଝର ଜିଲାର ପୂର୍ବତନ ଭାଜପା ଏମ୍‌ପି ଅନନ୍ତ ନାୟକଙ୍କୁ ଜାତୀୟ ଅନୁସୂଚିତ ଜନଜାତି କମିଶନ ଭାବେ ନିଯୁକ୍ତି ମିଳିଛି। ଏହାକୁ ନେଇ ଜିଲାରେ ଖୁସିର ଲହରୀ ଖେଳିଯାଇଛି। ଭାରତର ରାଷ୍ଟ୍ରପତିଙ୍କ ଅନୁମୋଦନ କ୍ରମେ ତାଙ୍କୁ ଏହି ମର୍ଯ୍ୟାଦାପୂର୍ଣ୍ଣ ପଦବୀ ମିଳିଛି। ସେ ଏହି ପଦବୀରେ ତିନି ବର୍ଷ ରହିବେ। ସମ୍ବିଧାନରେ ଆଦିବାସୀଙ୍କ ପାଇଁ ଥିବା ଅଧିକାର, ସେମାନଙ୍କ ବିକାଶ ପାଇଁ ଥିବା ଯୋଜନାର ସଫଳ ରୂପାୟନ ପାଇଁ କାମ କରିବେ ବୋଲି ନାୟକ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।
ସୂଚନାଯୋଗ୍ୟ ଯେ, ସେ ପୂର୍ବରୁ କମିଶନର ସଭାପତି ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ: ହିଞ୍ଜିଳିକାଟୁ ଇନ୍‌ଡୋର ଷ୍ଟାଡିୟମ କ୍ଷତିଗ୍ରସ୍ତ

ହିଞ୍ଜିଳିକାଟୁ,୧ା୫(ଡି.ଏନ୍‌.ଏ.)- ହିଞ୍ଜିଳିକାଟୁ ଓ ଆଖପାଖରେ ଶୁକ୍ରବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷାପବନ ସହ ବଜ୍ରପାତ ହୋଇଛି। ବିଭିନ୍ନ ସ୍ଥାନରେ ବହୁ ଛୋଟବଡ...

ଟାଟା ଚା’ ପ୍ୟାକେଜିଂ ୟୁନିଟରେ ନିଯୁକ୍ତି ଦାବି: ଅଫିସ ଘେରାଉ କଲା ଭାଜପା

ଛତ୍ରପୁର, ୨୪।୭(ଡି.ଏନ୍‌.ଏ.): ଛତ୍ରପୁର ଉପକଣ୍ଠ ଟାଟା ଷ୍ଟିଲ କମ୍ପାନୀ ପରିସରରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଲୋକାର୍ପଣ ହୋଇଥିବା ଟାଟା ଚା’ ପ୍ୟାକେଜିଂ ୟୁନିଟରେ ଜମି ହରାଇଥିବା ଲୋକଙ୍କୁ...

ନୂଆପଡ଼ାରେ ଢୋଲକିଆ, ଖଡ଼ିଆଳରେ ଅଧିରାଜ ଆଗୁଆ

ନୂଆପଡ଼ା ଅଫିସ,୨୩।୫: ୧୨ ରାଉଣ୍ଡ ଗଣତି ଶେଷ ସୁଦ୍ଧା ନୂଆପଡ଼ା ବିଧାନସଭା ଆସନରେ ବିଜେଡି ପ୍ରାର୍ଥୀ ରାଜେନ୍ଦ୍ର ଢୋଲକିଆ ଆଗରେ ଅଛନ୍ତି। ଢୋଲକିଆ ୨୬୪୮୮ ଭୋଟ...

ଆରପାରିରେ ରାଜ୍ୟପାଳଙ୍କ ଧର୍ମପତ୍ନୀ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ସ୍ତ୍ରୀ ସୁଶୀଳା ଦେବୀଙ୍କ ପରଲୋକ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରି ରାଜ୍ୟପାଳ...

୧ ହଜାର ଦ୍ୱାଦଶ ଛାତ୍ରୀଛାତ୍ରଙ୍କୁ ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପ୍ରଦାନ

ଭୁବନେଶ୍ୱର, ୭।୧୨(ବ୍ୟୁରୋ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ଦ୍ୱାଦଶ ଶ୍ରେଣୀର ୧୦୦୦ ମେଧାବୀ ଛାତ୍ରୀଛାତ୍ରଙ୍କୁ ୨୦୨୦-୨୧ ଓ ୨୦୨୧-୨୨ ଶିକ୍ଷାବର୍ଷ ପାଇଁ ‘ପଠାଣି ସାମନ୍ତ...

ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ

ଭୁବନେଶ୍ୱର,୫।୭(ବ୍ୟୁରୋ): କରୋନା ତୃତୀୟ ଲହର ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଥିବା ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ ରବିବାର କହିଛନ୍ତି। ତୃତୀୟ ଲହରରେ ଶିଶୁମାନେ...

ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରେ ଗ୍ୟାସ୍‌ ଲିକ୍‌: ୧୦୦ରୁ ଊର୍ଦ୍ଧ୍ୱ ମହିଳା ଶ୍ରମିକ ଅସୁସ୍ଥ

ବାଲେଶ୍ୱର ଅଫିସ/ବାହାନଗା,୧୪।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ପଣପଣାସ୍ଥିତ ଫାଲ୍‌କନ କମ୍ପାନୀର ଚିଙ୍ଗୁଡ଼ିି ପ୍ରୋସେସିଂ ପ୍ଲାଣ୍ଟରେ ବୁଧବାର ରାତି ପ୍ରାୟ ୯ଟା ବେଳେ କ୍ଲୋରିନ ଗ୍ୟାସ୍‌...

କେରଳରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୫।୫(ଡି.ଏନ୍‌.ଏ.): କେରଳରେ ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲା ଜରଡ଼ା ଥାନା ବାଦପୁର ପଞ୍ଚାୟତ ଦେସାରି ଗ୍ରାମର ସୀମାଞ୍ଚଳ ନାଇକ(୨୮)।...

Advertisement
Archives

Model This Week