ଟିକେଟ୍‌ ଛକାପଞ୍ଝା: ନବୀନ ନିବାସରେ ଅନନ୍ତ ନାରାୟଣଙ୍କ ଶକ୍ତି ପ୍ରଦର୍ଶନ

ଭୁବନେଶ୍ୱର, ୩।୪: ନବୀନ ନିବାସରେ ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନାଙ୍କ ଶକ୍ତି ପ୍ରଦର୍ଶନ। ଟିକେଟ୍‌ ଛକାପଞ୍ଝା ମଧ୍ୟରେ ଶହ ଶହ ସମର୍ଥକଙ୍କ ସହ ସେ ନବୀନ ନିବାସରେ ପହଞ୍ଚିଛନ୍ତି ।

ଅମରେଶ ଜେନା ମଧ୍ୟ ଭୁବନେଶ୍ୱର ମଧ୍ୟ ଆସନ ପାଇଁ ଲବି କରୁଛନ୍ତି । ତେବେ ଗୋଷ୍ଠୀ କନ୍ଦଳ କାରଣରୁ ଏହି ଆସନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିନି । ହେଲେ ଶେଷ ମୁହୂର୍ତ୍ତରେ କାହାକୁ ମିଳିବ ଟିକେଟ୍‌ ସେନେଇ ସମସ୍ତଙ୍କ ନଜର ରହିଛି।

ସୂଚନାଯୋଗ୍ୟ ଯେ, ଭାଜପା ଭୁବନେଶ୍ୱର ମଧ୍ୟ ଆସନରେ ନିଜର ପ୍ରାର୍ଥୀ ଘୋଷଣା କରିସାରିଛି । ଏହି ଆସନରୁ ଭାଜପା ପ୍ରାର୍ଥୀ ହେଇଛନ୍ତି ଜଗନ୍ନାଥ ପ୍ରଧାନ ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିବ…

ଗଞ୍ଜାମ ,୨୨।୬(ବିଦ୍ୟାଧର ସାହୁ ) : ଅଜଣା ଗାଡି ଧକ୍କାରେ ଶନିବାର ଗଞ୍ଜାମ ଅଞ୍ଚଳର ଅନିଲ ମହାପାତ୍ର ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା । କୌଣସି…

ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା କାର୍ଡ ବଣ୍ଟନ କଲେ ବିଧାୟକ ସିଦ୍ଧାନ୍ତ: ହିତାଧିକାରୀ ପାଇବେ ଅତିରିକ୍ତ ଚାଉଳ, ତାଲିକାରେ ଏମାନେ…

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକର ସିଦ୍ଧେଶ୍ୱର , କୋଟିନଡା , କୁଶପଡା ଓ ବାସୁଦେବପୁର ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ଆୟୋଜିତ ସତନ୍ତ୍ର କାର୍ଯ୍ୟକ୍ରମରେ…

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ମହିଳାଙ୍କୁ ବଳାତ୍କାର ପୋଲିସ ବାବୁଙ୍କୁ ପଡ଼ିଲା ମହଙ୍ଗା: ଶରଣକୂଳ ଥାନା ପୂର୍ବତନ ଆଇଆଇସି ନିଲମ୍ବିତ

ନୟାଗଡ଼,୨୨।୬(ଲୋକନାଥ ମିଶ୍ର):ନୟାଗଡ଼ ଜିଲା ଶରଣକୂଳ ଥାନାର ପୂର୍ବତନ ଆଇଆଇସି ସୁଜିତ କୁମାର ଦାସ ନିଲମ୍ବିତ। ଆଇଆଇସି ସୁଜିତ ଦାସଙ୍କୁ ନିଲମ୍ବନ କଲେ ଡିଜିପି। ଆଇଆଇସିଙ୍କ ବିରୋଧରେ ଯୌନ…

ଜୁନ ୨୯ରୁ ଶିମିଳିପାଳ ବନ୍ଦ: ଜାଣନ୍ତୁ କାହିଁକି

ବାରିପଦା,୨୨ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଜାତୀୟ ଉଦ୍ୟାନ ପର୍ଯ୍ୟଟକ ଓ ଭ୍ରମଣକାରୀଙ୍କ ନିମନ୍ତେ ଜୁନ ୨୯ରୁ ବନ୍ଦ ରହିବ । ଏନେଇ ଶିମିଳିପାଳ ବ୍ୟାଘ୍ର…

ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ

ରିଷିଡା, ୨୨/୬ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ୍ଥିତ ସୁଭଦ୍ରା ଶକ୍ତି କେନ୍ଦ୍ରଠାରେ ବ୍ଲକ ସ୍ତରୀୟ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

କୋଚିଂ ସେଣ୍ଟରରେ ୧୫ ଛାତ୍ର ଜୀବନ୍ତ ଦଗ୍ଧ ଘଟଣା: ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଲକ୍ଷ୍ନୌ,୨୨।୬: ଲକ୍ଷ୍ନୌର ଆଲିଗଞ୍ଜ ଅଞ୍ଚଳରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୫ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଚାରି ଜଣ ଆହତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି…

କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri