Posted inଜାତୀୟ

ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ସଫଳତା: ହିଜବୁଲ କମାଣ୍ଡରଙ୍କ ସମେତ ୩ ଆତଙ୍କବାଦୀ ନିହତ

ଜମ୍ମୁ,୬ ।୫: ଦକ୍ଷିଣ କଶ୍ମୀରରେ ଏକ ଅପରେଶନରେ ହିଜବୁଲ ମୁଜାହିଦ୍ଦିନର କମାଣ୍ଡର ଅଶରଫ ମୌଲବି ନିହତ ହୋଇଥିବା ଜଣାପଡିଛି । ଏହି ଆତଙ୍କବାଦୀଙ୍କ ମୃତ୍ୟୁ ପରେ ଘାଟିରେ ସୁରକ୍ଷାକର୍ମୀଙ୍କୁ ଆତଙ୍କବାଦୀ ବିରୋଧି ଅଭିଯାନରେ ବଡ ସଫଳତା ମିଳିଛି । ଏହି ଆତଙ୍କବାଦୀ ଦକ୍ଷିଣ କଶ୍ମୀରର ଅନନ୍ତନାଗ ଜିଲାରେ ପହଲଗାମର ବଟକୁଟ ଅଞ୍ଚଳରେ ହୋଇଥିବା ଅପରେଶନରେ ନିଜ ସାଥିଙ୍କ ସହ ନିହତ ହୋଇଛନ୍ତି ।

କଶ୍ମୀରର ପୋଲିସ ମହାନିରିକ୍ଷକ ବିଜୟ କୁମାର ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଏକ ଏନକାଉଣ୍ଟରରେ ଆତଙ୍କବାଦୀ ଅଶରଫ ମୌଲବି ସମେତ ଆଉ ୨ ଆତଙ୍କବାଦୀ ନିହତ ହୋଇଛନ୍ତି । ଅଶରଫ ମୌଲବି ହିଜବୁଲର କଶ୍ମୀରରେ କମାଣ୍ଡର ଥିଲେ । ସେ ଏହା ପୂର୍ବରୁ ୬ ମେ’ ୨୦୨୦ରେ ରିୟାଜ ନାଇକୁଙ୍କ ମୃତ୍ୟୁ ପରେ କମାଣ୍ଡର ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ସୌମ୍ୟ ମୃତ୍ୟୁ: ବିବାଦୀୟ ADGଙ୍କ ବଦଳି, ମା ଆଣିଥିଲେ ସାଂଘାତିକ…

ଭୁବନେଶ୍ୱର,୨୨।୫: ବରିଷ୍ଠ ଆଇପିଏସ୍ ଅଧିକାରୀ ଦୟାଲ ଗଙ୍ଗୱାରଙ୍କ ବଦଳି କରାଯାଇଛି। ତାଙ୍କୁ ADGP (କମ୍ୟୁନିକେସନ) ପଦରୁ ହଟାଯାଇ ଗୃହ ବିଭାଗରେ OSD (ଅଫିସର ଅନ୍ ସ୍ପେସିଆଲ୍ ଡ୍ୟୁଟି)…

ପୂର୍ବତନ କ୍ରିକେଟର ଆକାଶ ଚୋପ୍ରାଙ୍କ ବଡ଼ ଦାବି: ବଦଳିବେ ଏହି ୪ଦଳର ଅଧିନାୟକ

ନୂଆଦିଲ୍ଲୀ,୨୫।୫: ପୂର୍ବତନ କ୍ରିକେଟର ଆକାଶ ଚୋପ୍ରା ଏକ ବଡ଼ ଦାବି କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ’X’ରେ ଏକ ଭିଡିଓ ସେୟାର କରି IPLର…

ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’

କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’…

୧୫୦ ହଜିଥିବା ମୋବାଇଲ୍  ହିତାଧିକାରୀଙ୍କୁ ହସ୍ତାନ୍ତର: ୧୬ ମାସ ପୂର୍ବରୁ ହଜିଯାଇଥିବା ଆଇଫୋନ୍‌ ଫେରିପାଇଲେ…

ଭଞ୍ଜନଗର, ୨୫।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପୋଲିସ ଚଳିତ ବର୍ଷ ଚୋରି ଓ ହଜିଯାଇଥିବା ମୋବାଇଲ୍ ଫୋନ୍‌ ମଧ୍ୟରୁ ମୋଟ ୧୫୦ଟି ଫୋନ୍ ଜବତ…

ଝଗଡ଼ା ପରେ ସୀମା ପାର୍ କଲେ କୋହଲିଙ୍କ ଫ୍ୟାନ୍ସ, ଟ୍ରାଭିସ୍ ହେଡଙ୍କ ପତ୍ନୀଙ୍କୁ ଗାଳିଗୁଲଜ

ନୂଆଦିଲ୍ଲୀ,୨୫ା୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଇଥିବା ମ୍ୟାଚ୍ ସମୟରେ ବିରାଟ କୋହଲି ଏବଂ ଟ୍ରାଭିସ୍ ହେଡ୍ ମୁହାଁମୁହିଁ ହୋଇଥିଲେ । ଫଳସ୍ୱରୂପ,…

ଟ୍ବିଶା ଶର୍ମା ମାମଲାର ସୁପ୍ରିମକୋର୍ଟରେ ଶୁଣାଣି, CJI କହିଲେ ଆମେ ଦୁଃଖିତ ଯେ…

ନୂଆଦିଲ୍ଲୀ,୨୫।୫: ସୋମବାର (୨୫ ମଇ, ୨୦୨୬) ଭୋପାଳରେ ଟ୍ବିଶା ଶର୍ମା ମାମଲାର ଶୁଣାଣି ସମୟରେ, ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ (CJI) ମତ ଦେଇଥିଲେ ଯେ ମୃତକଙ୍କ ଶାଶୁ…

ଆଜି କାଲି କହି ଭଣ୍ଡାଉଛନ୍ତି ପୋଷ୍ଟ ଅଫିସ କର୍ମଚାରୀ: ଉପଭୋକ୍ତା ଅତିଷ୍ଠ

ଗଞ୍ଜାମ,(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବଡ଼ ବଜାର ସ୍ଥିତ ପୋଷ୍ଟ ଅଫିସର କର୍ମଚାରୀମାନଙ୍କ ମନମୁଖୀ ଆଚରଣ ନେଇ ଗ୍ରାହକମାନେ ଅତିଷ୍ଠ ହୋଇପଡ଼ିଛନ୍ତି। ଏମିତିକି ଗ୍ରାହକମାନଙ୍କ ସହ କର୍ମଚାରୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri