ଅନନ୍ୟା-ଆଦିତ୍ୟଙ୍କ ଡେଟିଂ ଚର୍ଚ୍ଚା

ମୁମ୍ବାଇ: ବଲିଉଡ୍‌ ନାୟିକା ଅନନ୍ୟା ପାଣ୍ଡେ ଓ ଅଭିନେତା ଆଦିତ୍ୟ ରୟ କପୁରଙ୍କ ଡେଟିଂ ର୍ୟୁମସର୍ର୍ ବେଶ କିଛିଦିନ ହେବ ଚର୍ଚ୍ଚାରେ ରହିଛି। ଉଭୟଙ୍କୁ ଅନେକ ଥର କିଛି ଇଭେଣ୍ଟରେ ସ୍ପଟ୍‌ ବି କରାଯାଇଛି। ଦୁହେଁ ନିଜ ରିଲେଶନ ବିଷୟରେ ଏପର୍ଯ୍ୟନ୍ତ ମୁହଁ ଖୋଲି ନ ଥିଲେ ବି ଶୁକ୍ରବାର ରାତିରେ ପୁଣି ଥରେ ଏହି କପଲ ମୁମ୍ବାଇରେ ଡିନର ଡେଟ୍‌ରେ ନଜର ଆସିଥିଲେ। ଏହି ଲଭବାର୍ଡ ପରସ୍ପରଙ୍କ ହାତ ଧରିଥିବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉଭୟଙ୍କ ମଧ୍ୟରେ କିଛି ଚାଲିଥିବା ନେଇ ଏଥିରୁ ଅନୁମାନ କରାଯାଉଛି। ଭାଇରାଲ ଭିଡିଓରେ ଅନନ୍ୟା ଏବଂ ଆଦିତ୍ୟ ମୁମ୍ବାଇର ଏକ ରେଷ୍ଟୁରାଣ୍ଟରେ ସେମାନଙ୍କର କେତେଜଣ ସାଙ୍ଗଙ୍କ ସହ କଥା ହେଉଥିବା ଦେଖିବାକୁ ମିଳିଛି। କୌତୁହଳର ବିଷୟ, ଭାଇରାଲ କ୍ଲିପରେ ‘ଷ୍ଟୁଡେଣ୍ଟ ଅଫ୍‌ ଦି ଇୟର ୨’ ତାରକା ଆଦିତ୍ୟଙ୍କ ହାତ ଧରି କାହା ସହିତ କଥାବାର୍ତ୍ତା ହୋଇଥିବା ଦେଖିବାକୁ ମିଳିଥିଲା। କେବଳ ଏତିକି ନୁହେଁ, ଅଭିନେତ୍ରୀ ଆଦିତ୍ୟଙ୍କ କାନ୍ଧରେ ମଧ୍ୟ ମୁଣ୍ଡ ରଖିଥିଲେ। ଉଭୟେ ଡେଟିଂ କରୁଥିବା ଏଥିରୁ ନିଶ୍ଚିତ ହୋଇଛି। ଗତବର୍ଷ ଅନନ୍ୟା କଫି ଓ୍ବିଥ କରନ ୭ ସିଜନରେ ଆସିବା ଦିନଠାରୁ ଆଦିତ୍ୟଙ୍କ ସହ ତାଙ୍କର ଡେଟିଂ ଗୁଜବ ବ୍ୟାପିଥିଲା। ଏହି ସମୟରେ ସେମାନଙ୍କ ରିଲେଶନ ବିଷୟରେ କରନ ସାମାନ୍ୟ ହିଣ୍ଟ୍‌ସ୍‌ ଦେଇଥିଲେ। ପୂର୍ବରୁ ଅନନ୍ୟା ଏବଂ ଆଦିତ୍ୟ ୟୁରୋପରେ ମଧ୍ୟ ଏକ ରୋମାଣ୍ଟିକ ଭ୍ୟାକେଶନ ଉପଭୋଗ କରିଥିଲେ। ସେହିପରି ଦୁଇଷ୍ଟାର ଏକାଠି ମାଦ୍ରିଦରେ ଆର୍କଟିକ୍‌ ମଙ୍କିଜ କନସର୍ଟରେ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୨ ଅଗଷ୍ଟରୁ ତ୍ରିଗ୍ରହୀ ଯୋଗର ପ୍ରଭାବ: ଏହି ୪ ରାଶି ଲୋକଙ୍କ ଭାଗ୍ୟରେ ନୂଆ ମୋଡ଼, ଜାଣନ୍ତୁ କ’ଣ ଘଟିବ…

ଜ୍ୟୋତିଷୀୟ ଗଣନା ଅନୁଯାୟୀ, ଅଗଷ୍ଟ ୨୦୨୬ରେ ସିଂହ ରାଶିରେ ୩ଟି ଗ୍ରହର ଯୁତି ଗଠିତ ହେବାକୁ ଯାଉଛି। ପ୍ରଥମେ କେତୁ ସିଂହ ରାଶିରେ ଅବସ୍ଥିତ ରହିବେ। ଏହାପରେ…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ନୂଆ ଟିମ୍‌ ଘୋଷଣା ପରେ ପ୍ରତିକ୍ରିୟା ରଖିଲେ ନୀତିନ ନବୀନ, କହିଲେ…

ନୂଆଦିଲ୍ଲୀ,୧୭।୮: ନୂଆ ଟିମ୍‌ ଘୋଷଣା କରିବା ପରେ ଭାଜପା ସଭାପତି ନୀତିନ ନବୀନ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସଭାପତି ନବନିଯୁକ୍ତ ଭାଜପା କାର୍ଯ୍ୟକର୍ତ୍ତାଙ୍କୁ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ବ୍ରାହ୍ମଣୀରେ ଭୟଙ୍କର ବନ୍ୟା: ବିପଦ ସଙ୍କେତ ଡେଇଁ ୨୦ ଫୁଟରେ ପ୍ରବାହିତ ଜଳ, ଅଳଭା ଠାରେ ଘଳିଆ

ପଟ୍ଟାମୁଣ୍ଡାଇ,୧୭।୮ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀରେ ବନ୍ୟା ପରିସ୍ଥିତି ଅତ୍ୟନ୍ତ ଗମ୍ଭୀର ରୂପ ଧାରଣ କରିଛି। ବ୍ରାହ୍ମଣୀ ନଦୀର ବିପଦ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ପବିତ୍ର ଶ୍ରାବଣ ସୋମବାରକୁ ସଂକ୍ରାନ୍ତି ସଂଯୋଗ: ବିଭିନ୍ନ ମନ୍ଦିରରେ କାଉଡ଼ିଆଙ୍କ ପାଇଁ….

କଲ୍ୟାଣସିଂହପୁର, ୧୭।୮ (ଦୀପକ କୁମାର ପରିଡ଼ା): ପବିତ୍ର ଶ୍ରାବଣ ମାସର ତୃତୀୟ ସୋମବାର ତଥା ସିଂହ ସଂକ୍ରାନ୍ତି ଅବସରରେ କଲ୍ୟାଣସିଂହପୁର ବ୍ଲକର ବିଭିନ୍ନ ପ୍ରମୁଖ ଶୈବପୀଠ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri