ଘର କିଣିଲେ ଅନନ୍ୟା

ମୁମ୍ବାଇ: ବଲିଉଡ୍‌ ଚୁଲ୍‌ବୁଲି ଅଭିନେତ୍ରୀ ଅନନ୍ୟା ପାଣ୍ଡେ ବର୍ତ୍ତମାନ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ବେଶ୍‌ ଲାଇମଲାଇଟ୍‌ରେ ଅଛନ୍ତି। ଧନ୍‌ତେରସ ଅବସରରେ ଅନନ୍ୟା ନିଜ ପାଇଁ ଏକ ଘର କିଣି ଗୃହ ପ୍ରବେଶ କରିଛନ୍ତି। ସେ ପୂଜା କରୁଥିବା ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ତାଙ୍କ ଫଟୋରେ ଅନେକ ଅଭିନେତ୍ରୀ ଅଭିନେତା ଯଥା ଫରାହ ଖାନ, ଟାଇଗର ଶ୍ରଫ, ଶାନୟା କପୁର, ବରୁଣ ସୁଦ, ମଲିକା ଭଟ୍ଟ, ଭାବନା ପାଣ୍ଡେ, ଗୌହର ଖାନ୍‌ ନୂତନ ଘର ଏବଂ ଭବିଷ୍ୟତ ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ତେବେ ଅନନ୍ୟା କେଉଁଠାରେ ଘର କିଣିଛନ୍ତି, ସେ କେବେ ଏଠାକୁ ରହିବାକୁ ଆସିବେ, ସେନେଇ କୌଣସି ସୂଚନା ନାହିଁ। ଏଥିସହ ଘରର ମୂଲ୍ୟ ମଧ୍ୟ ପ୍ରକାଶ କରାଯାଇ ନାହିଁ। ତେବେ ଅନନ୍ୟା ୨୦୧୯ରେ ଷ୍ଟୁଡେଣ୍ଟ୍‌ ଅଫ୍‌ ଦି ଇୟର ୨ ଜରିଆରେ ବଲିଉଡ୍‌ ଡେବ୍ୟୁ କରିଥିଲେ। ଏହା ପରେ ସେ ଆଉ କିଛି ଫିଲ୍ମ କରିଥିଲେ ମଧ୍ୟ ତାହା ଏତେ ଲୋକପ୍ରିୟ ହୋଇ ନ ଥିଲା। ଶେଷଥର ପାଇଁ ତାଙ୍କୁ ଫିଲ୍ମ ‘ ଡ୍ରିମ୍‌ ଗର୍ଲ ୨’ରେ ଦେଖିବାକୁ ମିଳିଥିଲା। ଆଗକୁ ତାଙ୍କ ପାଖରେ ୩ଟି ଚଳଚ୍ଚିତ୍ର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି।…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭…

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

ପକ୍ଷପାତିତା ଭାର

ଏକ ପରିକଳ୍ପିତ ସ୍ଥିତିର ପରିଣାମ ସମ୍ପର୍କରେ ବିଚାର କରାଯାଉ। କଳ୍ପନା କରନ୍ତୁ ଯେ ଦୁଇଟି ବଡ଼ କ୍ଷେପଣାସ୍ତ୍ର ହ୍ୱାଇଟ୍‌ ହାଉସ ଉପରେ ମାଡ଼ କଲା। ପ୍ରଥମଟି ଏପରି…

ଯୁଦ୍ଧ ଭିତରେ ପାକିସ୍ତାନର ବଡ଼ ଗେମ୍‌! ୩ଦେଶକୁ ଏକାଠି କରି…

ଇସଲାମାବାଦ,୨୯।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦର ଅନ୍ତ ଘଟାଇବା ପାଇଁ ପାକିସ୍ତାନ ଏହି ସପ୍ତାହାନ୍ତରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଆୟୋଜନ କରିବାକୁ ଯାଉଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri