ନୂଆବର୍ଷରେ ଅନନ୍ୟା, କାର୍ତ୍ତିକଙ୍କ ଯୋଡ଼ି

ମୁମ୍ବାଇ: ଅଭିନେତ୍ରୀ ଅନନ୍ୟା ପାଣ୍ଡେ ଏବଂ ଅଭିନେତା କାର୍ତ୍ତିକ ଆର୍ଯ୍ୟନଙ୍କ ଆଗାମୀ ଫିଲ୍ମ ‘ତୁ ମେରୀ ମେ ତେରା, ମେ ତେରା ତୁ ମେରୀ’ ଫିଲ୍ମ ଆସନ୍ତା ଡିସେମ୍ବର ୩୧ରେ ରିଲିଜ୍‌ ହେବ। ପୂର୍ବରୁ ଏହି ଫିଲ୍ମ ଫେବୃଆରୀ ୧୩ରେ ରିଲିଜ୍‌ ହେବ ବୋଲି ଘୋଷଣା ହୋଇଥିଲା। ତେବେ ଫିଲ୍ମଟିକୁ ଦେଢ଼ ମାସ ପୂର୍ବରୁ ଶୀଘ୍ର ରିଲିଜ୍‌ କରାଯିବ ବୋଲି ଫିଲ୍ମ ନିର୍ମାତା ନିଷ୍ପତ୍ତି ନେଇଛନ୍ତି। ଏନେଇ ଅନନ୍ୟା ଏବଂ କାର୍ତ୍ତିକ ଏକ ଇନ୍‌ଷ୍ଟାଗ୍ରାମ ପୋଷ୍ଟ ମାଧ୍ୟମରେ ସୂଚନା ଦେଇଛନ୍ତି। କ୍ୟାପ୍‌ଶନ୍‌ରେ ଉଭୟେ ଲେଖିଛନ୍ତି, ଚଳିତବର୍ଷର ଶେଷ ଦିନ ଆପଣ ଆମ ସହ ବିତାଇବେ ଏବଂ ନୂଆବର୍ଷ ଆମ ସହ ପାଳିବେ। ସମୀର ବିଦ୍ୱାନ୍ସଙ୍କ ନିର୍ଦ୍ଦେଶିତ ଏବଂ ଧର୍ମା ପ୍ରଡକ୍ସନ ବ୍ୟାନରରେ ନିର୍ମିତ ଏହି ଫିଲ୍ମରେ ଅନନ୍ୟା ଏବଂ କାର୍ତ୍ତିକଙ୍କ ବ୍ୟତୀତ ଅଭିନେତା ଜ୍ୟାକି ଶ୍ରଫ୍‌ ଏବଂ ଅଭିନେତ୍ରୀ ନୀନା ଗୁପ୍ତାଙ୍କୁ ମଧ୍ୟ ଦେଖିବାକୁ ମିଳିବ। ପୂର୍ବରୁ ୨୦୧୯ରେ ରିଲିଜ୍‌ ହୋଇଥିବା ‘ପତି, ପତ୍ନି ଔର ଓ୍ବ’ ଫିଲ୍ମରେ କାର୍ତ୍ତିକ ଏବଂ ଅନନ୍ୟାଙ୍କୁ ଏକାଠି ଦେଖିବାକୁ ମିଳିଥିଲା। ଉକ୍ତ ଫିଲ୍ମରେ ଅଭିନେତ୍ରୀ ଭୂମି ପେଡ୍‌ନାକର ମଧ୍ୟ ନଜରକୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଜେଟକୁ ନେଇ ଭାଜପା ଉପରେ ବର୍ଷିଲେ ଅଖିଳେଶ, ଜନତାଙ୍କୁ ସ୍ବପ୍ନ ଦେଖାଇଲା…

ନୂଆଦିଲ୍ଲୀ,୧।୨: କେନ୍ଦ୍ର ସରକାର ୨୦୨୬ ବଜେଟ୍ ଉପସ୍ଥାପନ କରିବା ପରେ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଯାଇଛି । ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ବଜେଟ୍ ଏବଂ…

ରାସ୍ତାରେ ଆଣ୍ଠୁଏ ପାଣି: ଓଲଟା ଅଧିକାରୀଙ୍କୁ ଗାଳିଗୁଲଜ, ତଦନ୍ତ କଲେ…

କେସିଙ୍ଗା,୧।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କାଣ୍ଡେଲ ପଞ୍ଚାୟତ ୱାର୍ଡ ନଂ ୩ରେ ପାଇପ ଫାଟି ମୁଖ୍ୟ ଗଳି ରାସ୍ତାରେ ପାଣି ଜମିରହୁଛି। ଏ…

ଭଞ୍ଜନଗର ବିଧାୟକଙ୍କ ପିତୃ ବିୟୋଗ, ଅଞ୍ଚଳରେ ଖବର ପ୍ରଚାରିତ ପରେ…

ଭଞ୍ଜନଗର,୧ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ପିତା ଶ୍ୟାମସୁନ୍ଦର ନାୟକ ( ୯୬) ରବିବାର ଅପରାହ୍ନରେ ବିଧାୟକଙ୍କ ଭୁବନେଶ୍ୱରସ୍ଥିତ ସରକାରୀ ବାସଭବନରେ…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କୁ ସହପାଠୀଙ୍କ ଆକ୍ରମଣ, ମୁହଁକୁ ମାଡ଼ ମାରି ଆଖି ଫୁଟାଇଦେଲେ

ଲକ୍ଷ୍ନୌ,୧।୨: ଉତ୍ତର ପ୍ରଦେଶର ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି । ଜଣେ ପଞ୍ଚମ ଶ୍ରେଣୀ ଛାତ୍ରକୁ ତାଙ୍କ ଶ୍ରେଣୀର ଅନ୍ୟ ଏକ ଛାତ୍ର ଏବଂ…

Budget 2026: ଓଡ଼ିଶାରେ ଜାତୀୟ ଜଳମାର୍ଗ-୫ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସଂସଦରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି। ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି।…

ଶସ୍ତା ହୋଇଗଲା ସୁନା-ରୂପା, ବଜେଟ ପରେ ଏତେ ଖସିଗଲା ଦର ଖୁସିରେ ନାଚି ଉଠିବେ ଆପଣ!

ନୂଆଦିଲ୍ଲୀ,୧।୨: ବଜେଟ ଦିନ ଦେଶର ଧ୍ୟାନ ସଂସଦ ଉପରେ କେନ୍ଦ୍ରିତ ଥିବା ବେଳେ, ସାମଗ୍ରୀ ବଜାର ଅସ୍ଥିରତା ମଧ୍ୟରେ ଥିଲା। ଲଗାତାର ଦ୍ୱିତୀୟ ଦିନ ପାଇଁ ସୁନା…

Budget 2026: ବିଦେଶରେ ପଢ଼ୁଥିବା ଛାତ୍ରୀଛାତ୍ରଙ୍କ ପାଇଁ ବଡ଼ ଉପହାର, ଟ୍ୟାକ୍ସ ହ୍ରାସ…

ନୂଆଦିଲ୍ଲୀ,୧।୨: ବଜେଟ୍ ଉପସ୍ଥାପନ କରିବା ସମୟରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏକ ବଡ଼ ଘୋଷଣା କରିଛନ୍ତି । ସେ ବିଦେଶୀ ଶିକ୍ଷା ଉପରେ ଟିକସରେ ଗୁରୁତ୍ୱପୂର୍ଣ୍ଣ ରିହାତି…

ଦେଶ ଉପରେ କେତେ ଋଣ, କେଉଁଠି ଖର୍ଚ୍ଚ ହେବ ଆପଣଙ୍କ ଟଙ୍କା? ଜାଣନ୍ତୁ ଚଳିତବର୍ଷର ବଜେଟ୍‌ ସାଇଜ

ନୂଆଦିଲ୍ଲୀ,୧।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ଦେଶର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ କେନ୍ଦ୍ରୀୟ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବର୍ଷ, ସରକାର ଅଭିବୃଦ୍ଧିର ଗତି ବଜାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri