ଅନନ୍ୟାଙ୍କୁ ପସନ୍ଦ ବିଷଧର ସାପ

ମୁମ୍ବାଇ: ବଲିଉଡର ଦିଭା ଅନନ୍ୟା ପାଣ୍ଡେ ଡେଟିଂ ବ୍ୟତୀତ ଏବେ ଆଉ କିଛି କାରଣକୁ ନେଇ ବି ହେଡଲାଇନରେ ରହୁଛନ୍ତି। ଏହି ଅଭିନେତ୍ରୀ ସୋସିଆଲ ମିଡିଆରେ ଖୁବ ସକ୍ରିୟ। ବିଶେଷକରି ଅନନ୍ୟା ପାଣ୍ଡେଙ୍କର ଗୋଟିଏ ଇନଷ୍ଟା ପୋଷ୍ଟ ଶୀଘ୍ର ଭାଇରାଲ ହୁଏ। ନିକଟରେ ଅଭିନେତ୍ରୀ ତାଙ୍କ ପ୍ରେମିକ ଆଦିତ୍ୟ ରୟ କାପୁରଙ୍କୁ ଜନ୍ମଦିନରେ ଶୁଭକାମନା ଜଣାଇ ଆସିଥିଲେ ଚର୍ଚ୍ଚାକୁ। ଏଠାରେ ଅନନ୍ୟାଙ୍କ ଲାଟେଷ୍ଟ ପୋଷ୍ଟ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଛି। ଅଭିନେତ୍ରୀ କିଛି ଫଟୋ ଶେୟାର କରି କହିଥିଲେ ଯେ ସେ ସାପକୁ ବହୁତ ପସନ୍ଦ କରନ୍ତି। ଫଟୋଗୁଡ଼ିକରେ ଅନନ୍ୟା ତାଙ୍କ ହାତରେ ପାଇଥନ ବା ଅଜଗର ପରି ବିଷଧର ସାପ ସହିତ ଖେଳୁଥିବା ନଜର ଆସିଛନ୍ତି।

ଅଭିନେତ୍ରୀ ରବିବାର ଇନଷ୍ଟାଗ୍ରାମରେ କିଛି ଫଟୋ ଶେୟାର କରିଛନ୍ତି। ସେଥିରେ ଅଭିନେତ୍ରୀଙ୍କ ହାତରେ ଏକ ପାଇଥନ ସାପ ଅଛି । ଫଟୋ ଶେୟାର କରିବାବେଳେ ସେ ସାପକୁ ତାଙ୍କର ପ୍ରିୟ ପଶୁ ବୋଲି କହିଛନ୍ତି। ଫଟୋ ଦେଖି ସମସ୍ତେ ଆଶ୍ଚର୍ଯ୍ୟ ହୋଇଯାଇଛନ୍ତି। ଅନନ୍ୟା ଏକ କମଳା ରଙ୍ଗର ମିନି ଡ୍ରେସ ପିନ୍ଧିଛନ୍ତି। ଅଫ ସୋଲଡର ପୋଷାକରେ ଅଭିନେତ୍ରୀ ବହୁତ ସୁନ୍ଦର ଦେଖାଯାଉଛନ୍ତି। ହାତରେ ପାଇଥନ ଧରି ସେ ଗୋଟିଏ ପରେ ଗୋଟିଏ ଫଟୋ କ୍ଲିକ କରୁଛନ୍ତି। କ୍ୟାପସନରେ ଅଭିନେତ୍ରୀ ଲେଖିଛନ୍ତି- ‘ମୋ ପାଇଁ ସ୍ବର୍ଗର ପରିଭାଷା … କୁକୁର ଏବଂ ସାପ। ମୋର ଦୁଇଟି ପ୍ରିୟ ଆନିମଲ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଆଉ ଏକ ବଡ଼ ଝଟକା, ଇସ୍ରାଏଲୀ ଆକ୍ରମଣରେ IRGC ମୁଖପାତ୍ର ଅଲି ମହମ୍ମଦଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦ା୩: ଇସ୍ରାଏଲ ଏବଂ ଆମେରିକା ସହିତ ଇରାନର ବିବାଦ ଜାରି ରହିଛି । ଏହି ବିବାଦ ମଧ୍ୟରେ ଇରାନକୁ ଆଉ ଏକ ବଡ଼ ଧକ୍କା ଲାଗିଛି ।…

ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଲେ ମା’ କନକ ଦୁର୍ଗା

ଦେବଗଡ,୨୦।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ଦ୍ୱିତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶୁକ୍ରବାର ମା’ କନକ…

ଲିଭ୍‌ ଇନ୍‌ରେ ରହୁଥିଲେ; ବାହାରେ ଜଗିଥିଲା ପୋଲିସ, ଭିତରେ ଘଟିଲା…

ପୁରୁଣା ଭୁବନେଶ୍ୱର/ପିପିଲି, ୨୦ା୩ (ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର):ଲିଭ୍‌ ଇନ୍‌ରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଆଧାରରେ ଗିରଫ କରିବା ପାଇଁ ଘର ବାହାରେ ପୋଲିସ ଜଗିଥିଲା, ହେଲେ…

ମାଓବାଦୀ ନେତା ଶୁକ୍ରୁ ବିପଦରେ

ଭୁବନେଶ୍ୱର,୨୦।୩: ଡିଜିପି ଓ୍ବାଇ.ବି ଖୁରାନିଆଙ୍କ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୩୧ ତାରିଖ ସୁଦ୍ଧା ରାଜ୍ୟରୁ ମାଓବାଦୀ ନିପାତ ଲକ୍ଷ୍ୟରେ ଶେଷ ଲଢ଼େଇ ଜାରି…

ଇରାନ ବିବାଦ: ଟ୍ରମ୍ପଙ୍କ ନାଁ ନନେଇ ଏମିତି କହିଦେଲେ ମୋହନ ଭାଗବତ, ବିଶ୍ବକୁ ଦେଲେ ଶାନ୍ତିର ମନ୍ତ୍ର

ନୂଆଦିଲ୍ଲୀ,୨୦।୩: ଇରାନ-ଆମେରିକା ବିବାଦ ଭିତରେ ଆରଏସଏସ ମୁଖ୍ୟ ମୋହନ ଭାଗବତ ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେଇଛନ୍ତି । ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ମୁଖ୍ୟ ମୋହନ ଭାଗବତ…

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ: ମାଟ୍ରିକ ପରୀକ୍ଷା ଦେଲେନି ୯୯୩୦ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୦।୩: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଗୃହରେ ଏକ ବଡ଼ ବୟାନ ଦେଇଛନ୍ତି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୯୯୩୦ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ…

ରାଜ୍ୟ ସରକାରଙ୍କ ବଡ଼ ଆକ୍ସନ: ୨୫ ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌

ଭୁବନେଶ୍ୱର,୨୦ା୩: ଶିଳ୍ପାନୁଷ୍ଠାନ ଉପରେ ରାଜ୍ୟ ସରକାର ନେଇଛନ୍ତି କଡ଼ା ଆକ୍ସନ। ୨୫ଟି ଶିଳ୍ପାନୁଷ୍ଠାନକୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିଛନ୍ତି ସରକାର। ଜମି ନେଇ ଶିଳ୍ପ କରୁ…

ସରକାରଙ୍କ ନୂଆ ନିର୍ଦ୍ଦେଶ: ତେଲ-ଗ୍ୟାସ ବ୍ୟବହାର କରୁଥିବା କମ୍ପାନୀଗୁଡ଼ିକୁ କରିବାକୁ ପଡିବ ଏହି କାମ

ନୂଆଦିଲୀ,୨୦।୩: ପଶ୍ଚିମ ଏସିଆରେ ସଂଘର୍ଷ ଯୋଗୁ ସୃଷ୍ଟି ହୋଇଥିବା ବିଶ୍ୱ ଶକ୍ତି ସଙ୍କଟ ମଧ୍ୟରେ, ସରକାର ଦେଶ ମଧ୍ୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri