ବିବାହ ପରେ ଗ୍ରାଣ୍ଡ ରିସେପଶନ ପାର୍ଟି ହୋଷ୍ଟ କଲେ ଅଲାନା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କ କଜିନ ସିଷ୍ଟର ତଥା ସୋସିଆଲ ମିଡିଆ ଇପଫ୍ଲୁଏନସର ଅଲାନା ପାଣ୍ଡେ ବିବାହ ବନ୍ଧନରେ ବାନ୍ଧି ହୋଇଯାଇଛନ୍ତି । ସେ ତାଙ୍କ ଲଙ୍ଗ ଟାଇମ ବୟଫ୍ରେଣ୍ଡ ଇଭୋର ମାକକ୍ରେଙ୍କ ସହ ମୁମ୍ବାଇରେ ଟାଡିସନାଲ ମ୍ୟାରେଜ କରିଛନ୍ତି । ଏହି କପଲଙ୍କ ବିଗ ଡେ’ରେ ଅନେକ ବଲିଉଡ ସେଲିବ୍ରିଟି ପହଞ୍ଚିଥିଲେ । ଅଲାନା ଓ ଇଭୋରଙ୍କ ପ୍ରିୱେଡିଂ ସେଲିବ୍ରେଶନଠାରୁ ବିବାହ ପର୍ଯ୍ୟନ୍ତ ଅନେକ ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାର ଲାଗିଛି । ଏହାରି ଭିତରେ ନ୍ୟୁଲି ୱେଡ କପୁଲ ଅଲାନା ଓ ଇଭୋରଙ୍କ ୱେଡିଂ ରିସେପଶନର ଇନସାଇଡ ଭିଡିଓ ସାମ୍ନାକୁ ଆସିଛି ।
ବିବାହ ପରେ ଏହି ନ୍ୟୁଲି ୱେଡେଡ କପୁଲ ଗ୍ରାଣ୍ଡ ରିସେପଶନ ପାର୍ଟି ହୋଷ୍ଟ କରିଛନ୍ତି । ଏବେ ତା’ର କିଛି ଭିଡିଓ ସାମ୍ନାକୁ ଆସିଛି । ଏମାନେ ପରସ୍ପରର ହାତଧରି ଭେନ୍ୟୁରେ ଏଣ୍ଟ୍ରି କରିବା ସହ ସ୍ୟାମ୍ପେନ ଓ କେକ ସହ ରିସେପଶନ ପାର୍ଟିକୁ ଏନଜୟ କରୁଥିବା ଦେଖାଯାଇଛି । ଏହାର କିଛି ଫଟୋ ଓ ଭିଡିଓ ଭାଇରାଲ ହୋଇଥିବା ବେଳେ ପ୍ରଶଂସକ ଏହାକୁ ଖୁବ୍ ପସନ୍ଦ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ଛେଳି କଲେ, ତା’ପରେ ତାଲା ଭାଙ୍ଗି ବ୍ୟାଙ୍କରେ ପଶିଲେ: ୩ ଜଣଙ୍କୁ…

ଅତାବିରା/ଗୋଡ଼ଭଗା, ୭/୮(ଯୁଧିଷ୍ଠିର ମହାପାତ୍ର / ସୁରେଶ ଦାଶ ): ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଲହଣ୍ଡା ପଞ୍ଚାୟତ ସ୍ଥିତ ୟୁକୋ ବ୍ୟାଙ୍କରେ ବିଳମ୍ବିତ ରାତିରେ ଚୋରି…

ବୁଦ୍ଧାଶ୍ରମରେ ଚାଲିଗଲା ବ୍ୟବସାୟୀଙ୍କ ଜୀବନ, ଦେଖିବାକୁ ଆସିଲେନି ୩ ଝିଅ: ଭିଡିଓ କଲ୍‌ କରି କହିଲେ…

ଚଣ୍ଡିଗଡ,୭।୮: ହରିଆଣାର ସୋନିପତରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ବୃଦ୍ଧାଶ୍ରମରେ ରହୁଥିବା ଜଣେ କପଡ଼ା ବ୍ୟବସାୟୀଙ୍କ ମୃତ୍ୟୁ ପରେ ପରିବାରର କୌଣସି ସଦସ୍ୟ…

ଘୋଷଣା ହେଲା ନୂଆଁଖାଇ ଲଗ୍ନ: ପଶ୍ଚିମ ଓଡ଼ିଶାରେ ଉତ୍ସାହ ଆରମ୍ଭ

ବଲାଙ୍ଗୀର, ୭।୮( ସୁନିଲ କୁମାର ମହାନ୍ତି): ପଶ୍ଚିମ ଓଡ଼ିଶାର ମହାନ ଗଣପର୍ବ ନୂଆଁଖାଇ ପାଇଁ ଲଗ୍ନ ଧାର୍ଯ୍ୟ ହୋଇଛି। ବଲାଙ୍ଗୀର ଜିଲା ପାଇଁ ପାଟଣା ମହାରାଜାଙ୍କ ଶୈଳଶ୍ରୀ…

ଏଥର ଧୂମଧାମରେ ପାଳନ ହେବ ସ୍ବାଧୀନତା ଦିବସ: ବ୍ଲକ ଅଧ୍ୟକ୍ଷ କରିବେ ପତାକା ଉତ୍ତୋଳନ

ଦାରିଙ୍ଗବାଡି,୭।୮(ଅରୁଣ ସହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି ସଭାଗୃହଠାରେ ୮୦ତମ ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସ ପାଳନ ପାଇଁ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ପ୍ରସ୍ତୁତି ବୈଠକ…

CNG-PNGରେ ମିଶିବ ବାୟୋଗ୍ୟାସ: ମୋଦି କ୍ୟାବିନେଟର ମଞ୍ଜୁରୀ, ଜାଣନ୍ତୁ କ’ଣ ଏହି ‘ଗୋବର୍ଦ୍ଧନ’ ଯୋଜନା

ନୂଆଦିଲ୍ଲୀ, ୭।୮: କେନ୍ଦ୍ର ସରକାର ଇଥାନଲ ବ୍ଲେଣ୍ଡିଂ ପେଟ୍ରୋଲ ପରେ ସିଏନଜି-ପିଏନଜିରେ ବାୟୋଗ୍ୟାସ ମିଶାଇ ନୂତନ ରୋଷେଇ ଗ୍ୟାସ ଆଣିବେ। ଏଥିପାଇଁ ସରକାର ଏକ ଯୋଜନା ପ୍ରସ୍ତୁତ…

ଆଜି ଜାତୀୟ ହସ୍ତତନ୍ତ ଦିବସ: ସରକାରୀ ଯୋଜନାରୁ ପ୍ରକୃତ ବୁଣାକାର ବଞ୍ଚିତ

ଅମରପାଲି,୭ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ସମୃଦ୍ଧ ବାନ୍ଧକଳା ଓ ହସ୍ତତନ୍ତ ପରମ୍ପରା ସବୁବେଳେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁକୁ ଆସିଛି। ସମ୍ବଲପୁରୀ ଶାଢ଼ି ଏବଂ ସୋନପୁରୀ ବାର୍ତ୍ତାପାଟ ପାଇଁ ଦେଶବ୍ୟାପୀ…

ଫସିବେ କି ଚଞ୍ଚଳ ରାଣା: ସୁପ୍ରିମକୋର୍ଟରେ କହିଲେ ଯାଞ୍ଚ ହୋଇଛି, ଏଠି କମିଶନର କହୁଛନ୍ତି ପୋର୍ଟାଲ ତଥ୍ୟ

ଭୁବନେଶ୍ୱର,୭।୮(ରବିନାରାୟଣ ଜେନା):ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରେ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଖୋଲିବା ପ୍ରସଙ୍ଗ ଏବେ ରୋଚକ ମୋଡ଼ ନେଇଛି। ଏହି ପ୍ରସଙ୍ଗକୁ ନେଇ…

ଶୋଇଥିବା ବେଳେ ମାଆ ସହିତ ୭ ବର୍ଷର ପୁଅକୁ କାମୁଡିଲା ରଣା ସାପ, ଛଟପଟ ହୋଇ ଚାଲିଗଲା ଜୀବନ

ଗଜପତି,୭।୮(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ବ୍ଲକ ଜଲାଙ୍ଗ ପଞ୍ଚାୟତ ଅନ୍ତର୍ଗତ କଡମତାଲ ଗ୍ରାମରେ ଘଟିଛି ଏକ ହୃଦୟବିଦାରକ ଘଟଣା। ଘରେ ଶୋଇଥିବା ବେଳେ ରଣା ସାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri