ଫେରିଲେ ଅନନ୍ୟା

ମୁମ୍ବାଇ: ଡ୍ରଗ୍ସ ମାମଲାରେ ଷ୍ଟାର କିଡ ତଥା ବଲିଉଡ ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କ ନାଁରେ ସମନ ଜାରି ହେବା ପରେ କିିଛିଦିନ ହେବ ସେ ସୋସିଆଲ ମିଡିଆଠାରୁ ବି ଦୂରେଇ ଯାଇଥିଲେ । ଏମିତିକି ସେ ତାଙ୍କ ଜନ୍ମଦିନ ବି ପାଳନ କରି ନ ଥିଲେ ବୋଲି କୁହାଯାଏ । ଏବେ କିନ୍ତୁ ପୁଣିଥରେ ଅନନ୍ୟା ସୋସିଆଲ ମିଡିଆକୁ ଫେରିଛନ୍ତି । ନିକଟରେ ସେ କିଛି ଫଟୋ ଓ ଭିଡିଓ ଶେୟାର କରି ପୁଣିଥରେ ତାଙ୍କ ଫ୍ୟାନମାନଙ୍କ ନିକଟତର ହୋଇଛନ୍ତି । ସେ ଏକ ଭିଡିଓ ଶେୟାର କରି କ୍ୟାପଶନରେ ବହୁତ କିଛି କହିବାକୁ ଚେଷ୍ଟା କରିଛନ୍ତି । ନାୟିକା ଅନନ୍ୟା ତାଙ୍କ କ୍ୟାପଶନରେ ଲେଖିଛନ୍ତି ବିନା ବର୍ଷାରେ ଆପଣଙ୍କୁ ଇନ୍ଦ୍ରଧନୁ ଦେଖାଯିବ ନାହିଁ । ତେବେ ଅନନ୍ୟା ଯେଉଁ ଭିଡିଓ ଶେୟାର କରିଛନ୍ତି ସେଥିରେ ଇନ୍ଦ୍ରଧନୁ ଦେଖିବାକୁ ମିଳିଛି । ଯାହାହେଉ ଷ୍ଟାର କିଡଙ୍କ ଡ୍ରଗ୍ସ ମାମଲା ସହ କନେକଶନକୁ ନେଇ ଚର୍ଚ୍ଚାରେ ରହିବା ଘଟଣା ପରେ ଏବେ ପୁଣିଥରେ ଲାଇମ ଲାଇଟକୁ ଆସି ଦର୍ଶକଙ୍କ ନିକଟତର ହେବାକୁ ଚେଷ୍ଟା କରିଛନ୍ତି ଅନନ୍ୟା ।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ଞାନେଶଙ୍କୁ ବହିଷ୍କାର ଦାବିରେ ବିକ୍ଷୋଭ

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ପଦବୀରୁ ବହିଷ୍କାର କରିବା ପାଇଁ କଂଗ୍ରେସ ଦାବି କରିଛି। ଏହି ଦାବିରେ ସୋମବାର ଜିଲା କଂଗ୍ରେସ କମିଟି…

ଭାଜପା ନେତାଙ୍କୁ ଆକ୍ରମଣ

ଆସିକା,୨୮।୯: ଗଞ୍ଜାମ ଜିଲା ହରିଡ଼ାପଦର ଭାଜପା ମଣ୍ଡଳ ସଭାପତିଙ୍କୁ ସୋମବାର ରାତିରେ ଆକ୍ରମଣ କରାଯାଇଛି। ମଣ୍ଡଳ ସଭାପତି ନିଜ ଗାଁ ଗୌଡ଼ଗୋଠ ଫେରୁଥିବା ବେଳେ କମାଶାସନ ନିକଟରେ…

ଗୁଣି ସନ୍ଦେହରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ୧୨ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୨୮।୯(ମନ୍ମଥ ମିଶ୍ର):ଗୁଣି କରି ଲୋକଙ୍କୁ ମାରୁଥିବା ସନ୍ଦେହରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରିବା ପରେ ଜଙ୍ଗଲରେ ପୋଡ଼ିଦେବା ଅଭିଯୋଗ ହୋଇଛି। ଗଜପତି ଜିଲା ମୋହନା…

ଜଲାପୁଟ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୨୮।୯(ଅମିତାଭ ବେହେରା): ୪ ଦିନ ଧରି ଲଗାଣ ବର୍ଷା ଯୋଗୁ କୋରାପୁଟ ଜିଲାର ଜଲାପୁଟ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇଛି। ଜଳସ୍ତର ବିପଦ ସଙ୍କେତ ନିକଟତର ହେବା…

ଲଜ୍‌ରୁ ମିଳିଲା ଦମ୍ପତିଙ୍କ ମୃତଦେହ

କୋରାପୁଟ,୨୮ା୯(ଅମିତାଭ ବେହେରା): କୋରାପୁଟ ସହରସ୍ଥିତ ଏକ ଲଜ୍‌ରୁ ଦମ୍ପତିଙ୍କ ମୃତଦେହ ଜବତ ହୋଇଛି। ମୃତକମାନେ ଦାମନଯୋଡ଼ି ସେକ୍ଟର-୩ ଅଞ୍ଚଳର ବିଜୟ ଡାକୁଆ ଓ ତାଙ୍କ ସ୍ତ୍ରୀ ବିଜୟଲକ୍ଷ୍ମୀ।…

ଶାହି ମସ୍‌ଜିଦ ଭଙ୍ଗାକୁ ନେଇ ଉତ୍ତେଜନା, ଗୁଜବ ପ୍ରଚାର କରୁଥିବା ୫ ଅଟକ

ଉଜ୍ଜୟିନୀ,୨୮ା୯: ମଧ୍ୟପ୍ରଦେଶର ଉଜ୍ଜୟିନୀରେ ରାସ୍ତା ପ୍ରଶସ୍ତୀକରଣ ପାଇଁ ଶାହି ମସ୍‌ଜିଦକୁ ଆଶିଂକ ଭାଙ୍ଗିବା ନିମନ୍ତେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଥିବାବେଳେ ସୋମବାର ସକାଳେ ମୁସଲମାନ ସମ୍ପ୍ରଦାୟର ବହୁସଂଖ୍ୟାରେ…

ବନ୍ୟା ଦେଖି ଫେରୁଥିଲେ କୁଳମଣି, ବାଟରେ ଛକିଥିଲା ଯମ: ହଠାତ୍‌ ଘଟିଲା…

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖି ଫେରୁଥିବାବେଳେ ସୋମବାର ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଖଇରପାଲି…

ରାଜସ୍ବ ନିରୀକ୍ଷକଙ୍କୁ କାର୍ଯ୍ୟାଳୟରୁ ଘୋଷାଡି ଆକ୍ରମଣ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଧାରଣା

ବରଗଡ଼,୨୮।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ରାଜସ୍ବ ନିରୀକ୍ଷକ ଇନ୍ଦ୍ର କୁମାର ବାଦିଙ୍କୁ ସୋମବାର ତାଙ୍କ କାର୍ଯ୍ୟାଳୟ ଭିତରେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?