ଅନନ୍ୟାଙ୍କ ବୋଲ୍ଡ ଲୁକ୍‌

ମୁମ୍ବାଇ: ବଲିଉଡ୍ ଷ୍ଟାର କିଡ୍ ଅନନ୍ୟା ପାଣ୍ଡେ ନିଜର ଗ୍ଲାମରସ ଓ ଚୁଲବୁଲି ଅନ୍ଦାଜକୁ ନେଇ ବେଶ୍ ପରିଚିତ । ବଲିଉଡ୍‌ରେ ଏଣ୍ଟ୍ରି କରିବା ପରେ ଏବେ ସେ ସୋସିଆଲ ମିଡିଆରେ ଖୁବ୍ ଆକ୍ଟିଭ । ସେ ବେଳେବେଳେ ତାଙ୍କର କିି ଫଟୋ ଓ ଭିଡିଓ ସୋସିଆଲ ମିଡିଆରେ ଶେୟାର କରିବା ପରେ ପ୍ରଶଂସକମାନେ ବି ବେଶ୍ ପସନ୍ଦ କରିଥାଆନ୍ତି । ଏବେ ଅନନ୍ୟା ମାଲଦ୍ୱୀପରେ ହଲି ଡେ’ ଟାଇମ୍ ସ୍ପେଣ୍ଡ କରୁଛନ୍ତି । ସେଠାକାର କିଛି ଫଟୋ ଓ ଭିଡିଓ ସେ ଏବେ ସୋସିଆଲ ମିଡିଆରେ ଶେୟାର କରିଛନ୍ତି । ୨୦୨୧ ନୂଆବର୍ଷର ପ୍ରଥମ ଦିନ ଅନନ୍ୟା ଇନଷ୍ଟାଗ୍ରାମରେ ଯେଉଁ ବୋଲ୍ଡ ଫଟୋ ଶେୟାର କରିଛନ୍ତି ତାହା ଏବେ ଚର୍ଚ୍ଚାକୁ ଆସିଛି । ଅନନ୍ୟାଙ୍କୁ ଏବେ ବିକିନିରେ ଦେଖିବାକୁ ମିଳିଛି । ଆଉ ତାଙ୍କର ଏହି ବିକିନି ଲୁକ୍ ତାଙ୍କ ପ୍ରଶଂସକଙ୍କୁ ବେଶ୍ ପସନ୍ଦ ଆସିଛି । ୨୦୨୦ର ଶେଷ ଦିନରେ ବି ଅଭିନେତ୍ରୀ କିଛି ଫଟୋ ଶେୟାର କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri