ଟ୍ରାଡିଶନାଲ ଲୁକ୍‌ରେ ନଜର ଆସିଲେ ଅନନ୍ୟା

ମୁମ୍ବାଇ: ବଲିଉଡ୍‌ ନାୟିକା ଅନନ୍ୟା ପାଣ୍ଡେ ତାଙ୍କ ଅପ୍‌ କମିଙ୍ଗ ଫିଲ୍ମକୁ ନେଇ ଏବେ ଅଛନ୍ତି ଚର୍ଚ୍ଚାରେ। ଇଶାନ ଖଟ୍ଟରଙ୍କ ସହ ‘ଖାଲି-ପିଲି’ରେ ନଜର ଆସିବେ ଅନନ୍ୟା। ଏହାସହ ସେ ଏବେ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ ଅଛନ୍ତି। ନିକଟରେ ସେ ସୋସିଆଲ ମିଡିଆରେ ଏମିତି ଏକ ଫଟୋ ପୋଷ୍ଟ କରିଛନ୍ତି ଯାହାକୁ ନେଇ ଚର୍ଚ୍ଚା ଯୋର ଧରିଛି। ସେ ଏକ ଟ୍ରାଡିଶନାଲ ଲୁକ୍‌ରେ ଫଟୋ ଶେୟାର କରିଥିବା ବେଳେ ସେସବୁ ଦିନକୁ ସେ କେମିତି ମିସ୍‌ କରୁଛନ୍ତି ତାହା ମଧ୍ୟ ଉଲ୍ଲେଖ କରିଛନ୍ତି। ଇନଷ୍ଟାଗ୍ରାମରେ ସେ ଯେଉଁ ଫଟୋ ଶେୟାର କରିଛନ୍ତି ସେଥିରେ ସେ ସାଲଓ୍ବାର ସୁଟ୍‌ରେ ନଜର ଆସିଛନ୍ତି। ନାକରେ ନାକଫୁଲ ସହ ହାତରେ ଚୁଡି ଅନନ୍ୟାଙ୍କ ଏହି ଲୁକ୍ସ ତାଙ୍କ ପ୍ରଶଂସକଙ୍କୁ ବେଶ୍‌ ପସନ୍ଦ ଆସିଛି। ଏହାପରେ ତାଙ୍କର ଏହି ଫଟୋ ଭାଇରାଲ ହେବାରେ ଲାଗିଛି। ଏହି ଫଟୋ ଶେୟାର କରିବା ସହ ସେ ଦର୍ଶକଙ୍କୁ ‘ଖାଲି-ପିଲି’ର ଟିଜର ଦେଖିବାକୁ ଅପିଲ ବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

ଏଲିଟ ତାଲିକାରେ ସାମିଲ ହେଲେ ଦିନୁଶା

କଲମ୍ବୋ,୨୭ା୮: ଶ୍ରୀଲଙ୍କାର ସୋନଲ ଦିନୁଶା ଭାରତ ବିପକ୍ଷ ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ଉଭୟ ଇନିଂସରେ ଶତକ ହାସଲ କରିବା ସହ ଏଲିଟ(ସ୍ବତନ୍ତ୍ର) ତାଲିକାରେ ସାମିଲ ହୋଇଛନ୍ତି। ସେ…

ସେପ୍ଟେମ୍ୱରରେ ମହାସଂଯୋଗ: ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ଖାସ୍‌, ୭ ରାଶିଙ୍କୁ ବଡ଼ ଚାକିରର ଅଫର୍‌…

ସେପ୍ଟେମ୍ୱର ୨୦୨୬ ମାସର ୧, ୧୫ ଏବଂ ୨୨ ତାରିଖ ଅତ୍ୟନ୍ତ ବିଶେଷ ରହିବାକୁ ଯାଉଛି। ଏହି ତିନୋଟି ତାରିଖରେ ବୁଧ, ମଙ୍ଗଳ, ସୂର୍ଯ୍ୟ ଏବଂ ଗୁରୁ…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri