ଏହି ଫିଲ୍ମରେ ଡେବ୍ୟୁ କରିବାକୁ ଚାହୁଁଥିଲେ ଅନନ୍ୟା

ମୁମ୍ବାଇ: ଅନନ୍ୟା ପାଣ୍ଡେ ତାରା ସୂତାରିୟା ଏବଂ ଟାଇଗର ଶ୍ରଫଙ୍କ ସହ କରଣ ଜୋହରଙ୍କ ନିର୍ଦ୍ଦେଶିତ ମୁଭି ‘ଷ୍ଟୁଡେଣ୍ଟ ଅଫ ଦି ଇୟର ୨’ ରେ ବଲିଉଡରେ ଡେବ୍ୟୁ କରିଥିଲେ। ସେ ଏହି ମୁଭିରେ ତାଙ୍କ ଭୂମିକା ଏବଂ ଅଭିନୟ ପାଇଁ ସେ ବେଶ ପ୍ରଶଂସା ଲାଭ କରିଥିଲେ, କିନ୍ତୁ ନିକଟରେ ଯଦି ସୁଯୋଗ ଦିଆଯାଏ ତେବେ ସେ ଏକ ଭିନ୍ନ ଚଳଚ୍ଚିତ୍ର ସହିତ ପୁନର୍ବାର ଡେବ୍ୟୁ କରିବାକୁ ଚାହୁଁଛନ୍ତି ବୋଲି କହିଥିଲେ। ନିକଟରେ ଏକ ସାକ୍ଷାତକାରରେ ଅଭିନେତ୍ରୀଙ୍କୁ ପଚରାଯାଇଥିଲା ଯେ ସେ ତାଙ୍କ ସମସାମୟିକଙ୍କଠାରୁ ଚୋରି କରିବାକୁ ଚାହୁଁଛନ୍ତି କି। ଏହାର ଜବାବରେ ସେ କହିଛନ୍ତି ଯେ ଖୁସୀ କପୁରଙ୍କ ଡ୍ରିମ ଡେବ୍ୟୁ ‘ଦି ଆର୍ଚିଜ’ ଚୋରି କରିବାକୁ ସେ ପସନ୍ଦ କରିବେ ଯାହାକୁ ଜୋୟା ଅଖତର ନିର୍ଦ୍ଦେଶନା ଦେଉଛନ୍ତି।
ଅନନ୍ୟା ଏହା ମଧ୍ୟ କହିଛନ୍ତି ଯେ ମୁଭି ନିର୍ମାତା ଜଣଙ୍କ ସହ ସେ କାମ କରିବାକୁ ଆଗ୍ରହୀ ଅଟନ୍ତି। ଶାହରୁଖ ଖାନଙ୍କ ଝିଅ ସୁହାନା ଖାନ ଏବଂ ଅମିତାଭ ବଚ୍ଚନଙ୍କ ନାତି ଅଗସ୍ତ୍ୟ ନନ୍ଦା ମଧ୍ୟ ‘ଦି ଆର୍ଚିଜ’ ସହିତ ଡେବ୍ୟୁ କରୁଛନ୍ତି। ସମାନ ନାମରେ ଲୋକପ୍ରିୟ କମିକ୍ସର ଇଣ୍ଡିଆନ ଭର୍ସନ। ଏହା ଓଟିଟି ପ୍ଲାଟଫର୍ମରେ ରିଲିଜ ହେବାର କାର୍ଯ୍ୟକ୍ରମ ରହିଛ।


Enter your email to get our daily news in your inbox.

All Right Reserved By Dharitri.Com

ଟାଏକୋଣ୍ଡା ପ୍ରତିଯୋଗିତାରେ ସ୍ବର୍ଣ୍ଣ ଜିତିଲେ ସୋହନ

ଛତ୍ରପୁର:୨୪।୯(ଦିଲ୍ଲୀପି ସାମଲ): ରାଜ୍ୟ ବିଦ୍ୟାଳୟ କ୍ରିଡ଼ା ସଂଗଠନ ପକ୍ଷରୁ କେନ୍ଦୁଝରଠାରେ ଆୟୋଜିତ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଟାଏକୋଣ୍ଡ ପ୍ରତିଯୋଗିତା ୨୦୨୬-୨୭ରେ ଛତ୍ରପୁର ବ୍ଲକ ଅନ୍ତର୍ଗତ ବଡମାଧପୁର ଗ୍ରାମର…

ହ୍ବାଇଟ ହାଉସ ବାହାରେ ଚାଇନା ଗଣମାଧ୍ୟମ, ଆମେରିକାର ସିକ୍ରେଟ ସର୍ଭିସ ମଧ୍ୟରେ ସଂଘର୍ଷ! ଭିଡିଓ ଭାଇରାଲ

ଓ୍ବାଶିଂଟନ,୨୪।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଚାଇନାର ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ମଧ୍ୟରେ ବୈଠକ ପୂର୍ବରୁ ହ୍ବାଇଟ ହାଉସ ବାହାରେ ଉଭୟ ଦେଶର ଫଟୋଗ୍ରାଫରଙ୍କ ମଧ୍ୟରେ…

କମୁନି ବର୍ଷା, ନଦୀର ଜଳସ୍ତର ବଢୁଛି: ୨୫ରେ ଗଞ୍ଜାମ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ଘୋଷଣା, ସତର୍କ ରହିବାକୁ…

ଭଞ୍ଜନଗର,୨୪।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ଲଗାଣ ବର୍ଷା ଜାରି ରହିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଦିନତମାମ ଭଞ୍ଜନଗର ଓ ଏହାର ଆଖପାଖ ଅଞ୍ଚଳରେ ତୁହାକୁ…

୨୫ରେ ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଛତ୍ରପୁର,୨୪।୯(ଦିଲ୍ଲୀପ ସାମଲ): ଭାରତୀୟ ପାଣିପାଗ ବିଭାଗ ଗଞ୍ଜାମ ଜିଲା ପାଇଁ ପୁଣି ଅରେଞ୍ଜ ଆଲର୍ଟ ଜାରି କରିଛି। ସେପ୍ଟେମ୍ବର ୨୫ ତାରିଖରେ ଜିଲାରେ ପ୍ରବଳରୁ ଅତି ପ୍ରବଳ…

ନ୍ୟୁଜିଲ୍ୟାଣ୍ଡ ଗସ୍ତ ପୂର୍ବରୁ ଚର୍ଚ୍ଚାରେ ବୈଭବ ସୂର୍ଯ୍ୟବଂଶୀ: ୧୫ ବର୍ଷୀୟ ଭାରତୀୟ ସେନ୍‌ସେସନ୍‌ଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ କିୱି କୋଚ୍‌

ନୂଆଦିଲ୍ଲୀ,୨୪ା୯: ଅକ୍ଟୋବରରେ ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ T20 ସିରିଜ୍ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା…

୩ ଦିନ ହେଲା ବର୍ଷା ଜାରି , ମାଧବରୀଡ଼ାରେ ବିପଦ ସଂକେତ ଜଳସ୍ତର

ବେଲଗୁଣ୍ଠା,୨୪ା୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଅବପାତ ପ୍ରଭାବରେ ବେଲଗୁଣ୍ଠା ଅଞ୍ଚଳରେ ଗତ ୩ ଦିନ ଧରି ଲଗାଣ ବର୍ଷା ଜାରି ରହିଛି। ଫଳରେ ଧାନ ଫସଲକୁ ନେଇ ଚାଷୀଙ୍କ…

ବନ୍ୟାର ପ୍ରଖର ସ୍ରୋତରେ ନାଳ ପାରି ହେଲେ ଗର୍ଭବତୀ

ପାତ୍ରପୁର, ୨୪ା୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସୀମାନ୍ତରେ ପ୍ରବାହିତ ଜାମୁଗଣ୍ଡ ନାଳରେ ବର୍ଷାଜଳ ବୃଦ୍ଧି ପାଇଛି। ଏଥିଯୋଗୁ କେତେକ ଆଦିବାସୀ ଗ୍ରାମ ବାହ୍ୟ…

ଆରପାରିରେ ବଲିଉଡ୍‌ର ମଲ୍ଟି-ଟାଲେଣ୍ଟେଡ୍ ଅଭିନେତା ମୁସ୍ତାକ୍ ଖାନ୍, ୫୬ ବର୍ଷ ବୟସରେ ପରଲୋକ

ମୁମ୍ବାଇ: ହିନ୍ଦୀ ସିନେମା ଓ ଟେଲିଭିଜନ୍ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଜଣାଶୁଣା ବରିଷ୍ଠ ଅଭିନେତା ମୁସ୍ତାକ୍ ଖାନ୍‌ଙ୍କର ୫୬ ବର୍ଷ ବୟସରେ ପରଲୋକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?