ଦୀର୍ଘ ୪ ଘଣ୍ଟା ପରେ ଏନ୍‌ସିବି କାର୍ଯ୍ୟାଳୟରୁ ବାହାରିଲେ ଅନନ୍ୟା

ମୁମ୍ବାଇ,୨୨ ।୧୦: ଡ୍ରଗ୍ସ ମାମଲାରେ ପଚରା ଉଚରା ପାଇଁ ବଲିଉଡ୍ ଅଭିନେତ୍ରୀ ଅନନ୍ୟା ପାଣ୍ଡେ ଶୁକ୍ରବାର ଏନ୍‌ସିବି କାର୍ଯ୍ୟାଳୟରେ ପହଞ୍ଚିଥିଲେ । ପାଖାପାଖି ୨ଟା ୩୦ ମିନିଟରେ ସେ ତାଙ୍କ ପିତା ଚଙ୍କି ପାଣ୍ଡେଙ୍କ ସହ ଏନ୍‌ସିବି ଅଫିସ ପହଞ୍ଚିଥିଲେ । ସନ୍ଧ୍ୟା ପାଖାପାଖି ୬ଟା ୨୧ରେ ସେ ସେଠାରୁ ବାହାରକୁ ବାହାରିଥିଲେ । ଦୀର୍ଘ ୪ ଘଣ୍ଟା ପରେ ଏନ୍‌ସିବି ଅଫିସରୁ ବାହାରି ଥିଲେ ଅଭିନେତ୍ରୀ ଅନନ୍ୟା ପାଣ୍ଡେ । ସୋମବାର ପୁଣି ଥରେ ଅନନ୍ୟାଙ୍କୁ ପଚରା ଉଚରା ପାଇଁ ଡକାଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ଅନନ୍ୟା ଡ୍ରଗ୍ସ ନେବା ଓ ସପ୍ଲାଇରେ ସମ୍ପୃକ୍ତ ନୁହଁନ୍ତି ବୋଲି କହିଛନ୍ତି । ସୂଚନାଯୋଗ୍ୟ, ମୁମ୍ବାଇରୁ ଗୋଆ ଯାଉଥିବା କ୍ରୁଜରେ ଡ୍ରଗ୍ସ ପାଟି ଉପରେ ଚଢାଉ କରି ଏନ୍‌ସିବି ଟିମ୍ ବଲିଉଡ ଅଭିନେତା ଶାହାରୁଖ ଖାଁଙ୍କ ପୁଅ ଆର୍ଯ୍ୟନ ଖାଁଙ୍କୁ ଗିରଫ କରିବା ପରେ ତାଙ୍କ ସହ ହ୍ୱାଟସ୍ ଆପ ଚାଟରେ ଅନନ୍ୟା ଥିବାରୁ ଏବେ ତାଙ୍କୁ ପଚରା ଉଚରା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ନୈନିତାଲରେ ବାଦଲ ଫଟା ବର୍ଷା: ବନ୍ୟାରେ ୧୭ ମୃତ

ହରିଦ୍ୱାର,୧୯ ।୧୦: ଉତ୍ତରାଖଣ୍ଡରେ ପ୍ରବଳ ବର୍ଷା ପରେ ଜଳ ପ୍ରଳୟ ସୃଷ୍ଟି ହୋଇଛି । ଏହାରି ଭିତରେ ନୈନିତାଲରେ ବାଦଲ ଫଟା ବର୍ଷା ହୋଇଥିବା ଜଣାପଡିଛି...

ଜାନୁୟାରୀ ୩୧ରୁ ଆରମ୍ଭ ହେବ ଜାତୀୟ ପୋଲିଓ ଟିକାକରଣ କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୧୪।୧: ଜାତୀୟ ପୋଲିଓ ଟିକାକରଣ କାର୍ଯ୍ୟକ୍ରମ ଜାନୁୟାରୀ ୩୧ରୁ ଆରମ୍ଭ ହେବ ବୋଲି କେନ୍ଦ୍ରୀୟ ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି।...

ଶପଥ ନେଲେ ସୁପ୍ରିମକୋର୍ଟର ୨ ବିଚାରପତି

ନୂଆଦିଲ୍ଲୀ,୧୯।୫: ସୁପ୍ରିମକୋର୍ଟର ବିଚାରପତି ଭାବେ ଶପଥ ନେଲେ ଆନ୍ଧ୍ରପ୍ରଦେଶ ହାଇକୋର୍ଟର ପ୍ରଧାନ ବିଚାରପତି ପ୍ରଶାନ୍ତ କୁମାର ମିଶ୍ରା ଏବଂ ବରିଷ୍ଠ ଓକିଲ କେ.ଭି ବିଶ୍ୱନାଥନ। ଶୁକ୍ରବାର...

‘୧୪ଶ କୋଟି ପାଇଁ ଆମାଜନ ୨୬ ହଜାର କୋଟିର କମ୍ପାନୀକୁ ବରବାଦ କରିଦେଲା’

ନୂଆଦିଲ୍ଲୀ,୧।୪: “ଆମଜାନ ଆମକୁ ଧ୍ୱଂସ କରିବାକୁ ଚାହୁଁଛି। ଆଉ ଏଥିରେ ସେ ସଫଳ ହୋଇଛି”। ଆମାଜନ ବିରୋଧରେ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ବେଳେ ଏଭଳି ସ୍ବରରେ...

ସୁଦାନରୁ ୨୩୧ ଭାରତୀୟଙ୍କୁ ନେଇ ଦିଲ୍ଲୀ ପହଞ୍ଚିଲା ବିମାନ, ଏବେ ପର୍ଯ୍ୟନ୍ତ ୨୧୦୦ ସୁରକ୍ଷିତ ଉଦ୍ଧାର, ୧୬୦୦ ପହଞ୍ଚିଲେ ଭାରତ

ନୂଆଦିଲ୍ଲୀ,୨୯।୪: ଭାରତ ସରକାର ‘ଅପରେଶନ କାବେରୀ’ ଜରିଆରେ ସୁଦାନରେ ଫସି ରହିଥବା ଭାରତୀୟଙ୍କୁ ଉଦ୍ଧାର କରି ସ୍ବଦେଶ ଫେରାଇ ଆଣୁଛନ୍ତି। ଏହାରି ଭିତରେ ଭାରତୀୟ ବାୟୁସେନାର...

ଓଜନ କମାଇ ସମସ୍ତଙ୍କୁ ଚକିତ କଲେ କମେଡି କୁଇନ୍‌

ମୁମ୍ବାଇ: ଏବେ ସମସ୍ତେ ନିଜକୁ ଫିଟ୍ ରଖିବାକୁ ସବୁ ପ୍ରକାର ଉଦ୍ୟମ ଜାରି ରଖୁଛନ୍ତି । ବିଶେଷ କରି ସେଲିବ୍ରିଟିମାନେ ଜିମ୍ ଯିବା, ଡାଏଟ୍ କଣ୍ଟ୍ରୋଲ...

ଯଦି ଅଭିଯୋଗ ସତ ପ୍ରମାଣିତ ହୁଏ ତେବେ ୧୦୦ ଥର ଉଠ୍‌ବସ୍‌ ହେବି: ଜାଣନ୍ତୁ ଏପରି କାହିଁକି କହିଲେ ମମତା

କୋଲକାତା,୯।୯: ପଶ୍ଚିମବଙ୍ଗରେ ବେଶ୍‌ ଧୁମ୍‌ଧାମରେ ଦୂର୍ଗାପୂଜା ପାଳିତ ହୋଇଥାଏ। ହେଲେ ଚଳିତ ବର୍ଷ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦୁର୍ଗାପୂଜା ପାଇଁ ଅନୁମତି...

ମୋତେ ନଜରବନ୍ଦୀ ରଖାଯାଇଛି: ମେହେବୁବା

ଶ୍ରୀନଗର,୭ ।୯: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହେବୁବା ମୁଫତି ଦାବି କରିଛନ୍ତି କି ତାଙ୍କୁ ନଜର ବନ୍ଦୀ ରଖାଯାଇଛି । ଏହାସହ କେନ୍ଦ୍ର ସରକାର ଯେଉଁ...

Advertisement
Archives

Model This Week