ଅନନ୍ୟାଙ୍କ ଅମ୍ବ୍ରେଲା ବୟ

ମୁମ୍ବାଇ: ଅଭିନେତ୍ରୀ ଅନନ୍ୟା ପାଣ୍ଡେଙ୍କ ପାଇଁ ‘ଅମ୍ବ୍ରେଲା ବୟ’ ସାଜିଛନ୍ତି ରଣବୀର ସିଂହ। ଫଟୋରେ ଅନନ୍ୟା ପୋଜ୍‌ ଦେଉଥିବା ନଜର ଆସିଛନ୍ତି। ତାଙ୍କ ପଛରେ ରଣବୀର ଏକ ରଙ୍ଗୀନ ଛତା ଧରି ଠିଆ ହୋଇଛନ୍ତି। ଫଟୋରେ ଦୁହେଁ ଖୁବ୍‌ ସୁନ୍ଦର ଦେଖାଯାଉଛନ୍ତି। ଯାହାକୁ ପ୍ରଶଂସକମାନେ ବହୁ ପସନ୍ଦ କରିଛନ୍ତି।

ଅନନ୍ୟା ବଲିଉଡ୍‌ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛନ୍ତି। ତାଙ୍କର ବହୁ ଫ୍ୟାନ୍‌ ଫଲୋଅର୍ସ ଅଛନ୍ତି। ଅନନ୍ୟା ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ୍‌ ରୁହନ୍ତି। ତାଙ୍କ ଜୀବନର ପ୍ରତିଟି ମୁହୂର୍ତ୍ତକୁ ସେ ପ୍ରଶଂସକଙ୍କ ସହ ଶେୟାର କରିଥାନ୍ତି। ଏବେ ରଣବୀର ସିଂହଙ୍କ ସହ ଏକ ଫଟୋ ଶେୟାର କରିଛନ୍ତି। ଫଟୋକୁ ପ୍ରଶଂସକମାନେ ପସନ୍ଦ କରିବା ସହ ସୁନ୍ଦର ସୁନ୍ଦର କମେଣ୍ଟ ମଧ୍ୟ କରୁଛନ୍ତି।

ଏ ତ ଗଲା ଅନନ୍ୟାଙ୍କ ବ୍ୟକ୍ତିଗତ କଥା। ଯଦି ତାଙ୍କ ଓ୍ବାର୍କଫ୍ରଣ୍ଟ୍‌ କଥା ଦେଖିବା ତେବେ ସେ ତାଙ୍କର ଏକ ନୂଆ ପ୍ରୋଜେକ୍ଟରେ ବିଷୟରେ ଘୋଷଣା କରିଛନ୍ତି। ସେ ଆଦର୍ଶ ଗୌରବ ଏବଂ ସିଦ୍ଧାନ୍ତ ଚତୁର୍ବେଦୀଙ୍କ ସହ ନଜର ଆସିବେ। ଯାହାର ଟାଇଟେଲ ରହିଛି ‘ଖୋ ଗୟେ ହମ୍‌ କହାଁ’। ଏହି ଫିଲ୍ମ ଆସନ୍ତା ୨୦୨୩ରେ ରିଲିଜ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ ତାଣ୍ଡବ, ଟିଣ ଆଜବେଷ୍ଟ ପଡି କଟିଗଲା ଯୁବକଙ୍କ ହାତ

ଦେବଗଡ,୨୬।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି । ଅନେକ ଲୋକଙ୍କ ଘର ଦ୍ୱାର ଭାଙ୍ଗି ବାସହରା ହୋଇ ପଡିଛନ୍ତି ।…

ବଳାତ୍କାର ଅଭିଯୁକ୍ତ ରାମ ରହିମଙ୍କୁ ପୁଣି ମିଳିଲା ୩୦ ଦିନର ପାରୋଲ

ରୋହତକ,୨୬।୫: ଡେରା ସଚ୍ଚା ସୌଦା ମୁଖ୍ୟ ଏବଂ ଦୋଷୀ ସାବ୍ୟସ୍ତ ବଳାତ୍କାରୀ ଗୁରମିf ରାମ ରହିମଙ୍କୁ ପୁଣି ଥରେ ପାରୋଲ ମିଳିଛି। ଏଥର ସେ ୩୦ ଦିନ…

ଧାନବିଲରୁ ନିର୍ଗତ ଗ୍ରୀନହାଉସ୍‌ ଗ୍ୟାସ୍‌ ଏସିଆରେ ସର୍ବାଧିକ

ନୂଆଦିଲ୍ଲୀ, ୨୬।୫(ପି.ଟି.):୨୦୦୧ରୁ ୨୦୨୦ ମଧ୍ୟରେ ଧାନବିଲରୁ ନିର୍ଗତ ହେଉଥିବା ବିଶ୍ୱର ମୋଟ ସବୁଜ ଗୃହ ବାଷ୍ପ(ଗ୍ରୀନହାଉସ ଗ୍ୟାସ୍‌)ର ୯୦%ରୁ ଅଧିକ କେବଳ ଏସିଆରୁ ନିର୍ଗତ ହୋଇଛି, ଯେଉଁଥିରେ…

ବଳିପଡ଼ୁଛନ୍ତି ବିଦ୍ୟାର୍ଥୀ

ଡାକ୍ତରୀ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି-ୟୁଜି ୨୦୨୬ରେ ବ୍ୟାପକ ଦୁର୍ନୀତି ହୋଇଛି ବୋଲି ଦେଶସାରା ‘ଘୋ’ ସୃଷ୍ଟି ହୋଇଥିବା ବେଳେ ସୁପ୍ରିମକୋର୍ଟ ୨୫ ମେ’ରେ ପରୀକ୍ଷା ପରିଚାଳନା କରିଥିବା…

ଭାରତର ବିକାଶ ଯାତ୍ରା

ଯେତେବେଳେ ମୁଁ ତିରୁପ୍ପୁରର ଏକ ବିଦ୍ୟାଳୟରେ ପଢୁଥିବା ଜଣେ ଛୋଟ ବାଳକ ଥିଲି, ସେତେବେଳେ ଆମ ଦେଶକୁ ନେଇ ମୋ ମନରେ ଅନେକ ସ୍ବପ୍ନ ଥିଲା। ମୋ…

ଅସ୍ତ୍ରବିରତି ମଝିରେ ଇରାନର ଜାହାଜ ଉପରକୁ ଆମେରିକାର ବଡ଼ ଆକ୍ରମଣ, ୨ ଜାହାଜ…

ଓ୍ବାଶିଂଟନ,୨୬।୫: ଆମେରିକା ଏବଂ ଇରାନ ମଧ୍ୟରେ ବର୍ତ୍ତମାନ ଯୁଦ୍ଧବିରତି କାର୍ଯ୍ୟକାରୀ ହେଉଛି ଏବଂ ଦୁଇ ଦେଶ ମଧ୍ୟରେ ଆଲୋଚନା ଚାଲିଛି । ତଥାପି, ଉତ୍ତେଜନା ସମ୍ପୂର୍ଣ୍ଣ ଭାବରେ…

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri