ପଞ୍ଜାବରେ ପୈତୃକ ଗାଁ

ଇସଲାମାବାଦ,୧୨ା୪: ଭାରତର ପଞ୍ଜାବ ପ୍ରଦେଶ ସହ ଶେହବାଜ୍‌ ଶରିଫ୍‌ଙ୍କ ସଂଯୋଗ ରହିଛି। ଅମୃତସର ନିକଟ ଜତି ଉମ୍‌ରା ଗ୍ରାମ ଶେହବାଜ୍‌ ଓ ଭାଇ ନଓ୍ବାଜ ଶରିଫ୍‌ଙ୍କ ପୈତୃକ ଗାଁ। ଶେହବାଜ୍‌ ପାକିସ୍ତାନ ପ୍ରଧାନମନ୍ତ୍ରୀ ହେବାପରେ ସେଠାରେ ଉତ୍ସବର ମାହୋଲ ଖେଳିଛି। ଭାରତ-ପାକିସ୍ତାନ ଅଲଗା ହେବା ପୂର୍ବରୁ ୧୯୩୨ରେ ଶରିଫ୍‌ଙ୍କ ପରିବାର ଲାହୋର ପଳାଇଥିଲେ। ୨୦୧୩ରେ ଶେହବାଜ୍‌ ତାଙ୍କ ପୈତୃକ ଗ୍ରାମ ପରିଦର୍ଶନରେ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ଭାଇରସ୍‌ ମୃତ୍ୟୁ ସଂଖ୍ୟା ୩ ହଜାର ଟପିଲା

ବେଜିଂ,୨।୩: ସାରା ବିଶ୍ୱରେ କରୋନା ଭାଇରସ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ଏବେ ଚାଇନାରେ ଏହା ୨,୯୧୨ରେ ପହଞ୍ଚିଛି ବୋଲି କୁହାଯାଉଛି। କରୋନା ଭାଇରସ...

ୟୁକ୍ରେନ୍‌ ଯୁଦ୍ଧକୁ ବିବାଦ ଭାବେ ଉଲ୍ଲେଖ କଲା ଜାତିସଂଘ ସୁରକ୍ଷା ପରିଷଦ…

ନ୍ୟୁୟର୍କ, ୮।୫ : ୟୁକ୍ରେନ ଯୁଦ୍ଧ ସମ୍ପର୍କରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦ(ୟୁଏନଏସ୍‌ସି) ପ୍ରଥମ ଥର ପାଇଁଦ୍‌ ସର୍ବସମ୍ମତି କ୍ରମେ ଏହାର ବିବୃତ୍ତି ଜାରି କରିଛି।...

ଝିଅ ବାହାଘରରେ ୪୮୫ କୋଟି ଟଙ୍କା ଖର୍ଚ୍ଚ କରିଥିଲେ, ଏବେ ଚଳିବାକୁ ଟଙ୍କା ନାହିଁ

ଲଣ୍ଡନ,୨୩।୧୦:ପ୍ରସିଦ୍ଧ ଇସ୍ପାତ ବ୍ୟବସାୟୀ ଲକ୍ଷ୍ମୀ ମିତ୍ତଲଙ୍କ ସାନଭାଇ ପ୍ରମୋଦ ମିତ୍ତଲ ତାଙ୍କ ଝିଅର ବିବାହରେ ପ୍ରାୟ ୪୮୫ କୋଟି ଟଙ୍କା ଖର୍ଚ୍ଚ କରିଥିଲେ। କିନ୍ତୁ ଏବେ...

କୋଭିଡ୍‌ ଏବେ ବି ଅନ୍ତର୍ଜାତୀୟ ଏମର୍ଜେନ୍ସି: ଡବ୍ଲ୍ୟୁଏଚ୍‌ଓ

ଜେନେଭା,୩୦।୧: କୋଭିଡ୍‌-୧୯ ଏବେ ମଧ୍ୟ ଅନ୍ତର୍ଜାତୀୟ ସ୍ତରରେ ଜନସ୍ବାସ୍ଥ୍ୟ ପ୍ରତି ବଡ଼ ବିପଦ ହୋଇ ରହିଛି। କରୋନା ମହାମାରୀକୁ ନେଇ ଲୋକେ ହେଳା କରୁଥିବା ବେଳେ...

ଆମେରିକାରେ ରେକର୍ଡ ଭାଙ୍ଗିଲା ଗ୍ରୀଷ୍ମ: ରୁଷ, ଫ୍ରାନ୍ସରେ ସତର୍କତା ଜାରି

ଓ୍ବାଶିଂଟନ,୨୮।୬: ପ୍ରବଳ ଗ୍ରୀଷ୍ମ ପ୍ରବାହରେ ଆଉଟୁ ପାଉଟୁ ହେଉଛନ୍ତି ଆମେରିକା ଓ ୟୁରୋପର ଅଧିକାଂଶ ଅଞ୍ଚଳ। ଏଥର ୟୁରୋପ ଅତ୍ୟଧିକ ଗରମରେ ରେକର୍ଡ ଭାଙ୍ଗିଛି। ଜର୍ମାନୀ...

ଯେଉଁଠି ଜିନ୍ସ ପିନ୍ଧିବା ମନା, ଜଗିଂ କଲେ ମିଳିବ ଦଣ୍ଡ

ବିଶ୍ୱର ବିଭିନ୍ନ ଦେଶରେ ଭିନ୍ନ ଭିନ୍ନ ଆଇନ୍‌କାନୁନ ଥାଏ। ଆଇନ୍‌ ଭୁଲ ହେଉ କି ଠିକ୍‌ ଉକ୍ତ ଦେଶର ଲୋକେ ନିୟମ ମାନି ଚଳିବା ଶିରୋଧାର୍ଯ୍ୟ।...

ଦକ୍ଷିଣ କୋରିଆରେ ଶହେ ଟପିଲା କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା

ସିଓଲ,୨୧।୨: ଦକ୍ଷିଣ କୋରିଆରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ଶହେ ଟପିଯାଇଥିବା ଶୁକ୍ରବାର ସୂଚନା ମିଳିଛି। ଏଠାରେ ପ୍ରାୟ ୨୦୪ ଜଣ ସଂକ୍ରମିତଙ୍କ ପରୀକ୍ଷା ପରେ...

ଚାଇନାର ୫ ସୈନ୍ୟ ମୃତ, ୧୧ ଆହତ: ଗ୍ଲୋବାଲ ଟାଇମ୍ସ୍‌

ବେଜିଂ, ୧୬।୬: ଭାରତ ଚାଇନା ସୈନ୍ୟ ସୋମବାର ରାତିରେ ଲଦାଖର ଗଲଓ୍ବାଂ ଘାଟିରେ ମୁହାଁମୁହିଁ ହୋଇଛନ୍ତି। ଉଭୟ ପକ୍ଷ ପରସ୍ପର ଉପରକୁ ଗୁଳି ଚାଳନା କରିଛନ୍ତି।...

Advertisement
Archives

Model This Week