ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ,୨୧।୬ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତ ସ୍ତରୀୟ ‘ବିକାଶ ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମଲାଡ଼ ଗ୍ରାମ ପଞ୍ଚାୟତର ସରପଞ୍ଚ ମମତା ବେହେରା, ସମିତି ସଭ୍ୟାଙ୍କ ପ୍ରତିନିଧି ଲିଙ୍ଗରାଜ ମହାପାତ୍ର, ଭାଜପା ଯୁବ ସଂଗଠକ ପି. କୃଷ୍ଣା ରାଓ, ସରପଞ୍ଚ ପ୍ରତିନିଧି ସୁଦାମ ବେହେରା, ଏଡିଓ, ଏଏନଏମ, ମେଡିକାଲ ଏମବିକେ, ଗାଁ ସାଥୀ ଏବଂ ସମାଜସେବୀ ବସନ୍ତ ବାଡ଼ତ୍ୟା ପ୍ରମୁଖ ଉପସ୍ଥିତ ଥିଲେ।

ଭାଜପା ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପଞ୍ଚାୟତ ଅନ୍ତର୍ଗତ ବିଭିନ୍ନ ଗ୍ରାମର ଉନ୍ନୟନ ଓ ବିକାଶମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରାଯାଇଥିଲା। ଏଥିସହିତ ଉକ୍ତ ପଞ୍ଚାୟତରେ ଚାଲିଥିବା ବିଭିନ୍ନ ପ୍ରକଳ୍ପର ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ମତ ପ୍ରକାଶ ପାଇଥିଲା।

କଲ୍ୟାଣ ମଣ୍ଡପ, ରାସ୍ତାଘାଟ ଓ ଅନ୍ୟାନ୍ୟ ଉନ୍ନୟନମୂଳକ କାର୍ଯ୍ୟ ଶୀଘ୍ର ସମାପ୍ତ କରି ଲୋକଙ୍କ ମୌଳିକ ସମସ୍ୟାର ସମାଧାନ କରିବା ସହ ସରକାରଙ୍କ ଲୋକାଭିମୁଖୀ ଯୋଜନାଗୁଡ଼ିକୁ ସାଧାରଣ ଲୋକଙ୍କ ନିକଟରେ ପହଞ୍ଚାଇବା ପାଇଁ ସଂକଳ୍ପ ଗ୍ରହଣ କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ୱର ଶେଷ ସପ୍ତାହରେ ଗୋଟିଏ ଦିନ ଖୋଲା ରହିବ ବ୍ୟାଙ୍କ୍‌, ଜରୁରୀ କାମ ଥିଲେ…

ନୂଆଦିଲ୍ଲୀ,୨୦।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (RBI)ର ଛୁଟି ତାଲିକା (ହଲିଡେ କ୍ୟାଲେଣ୍ଡର) ଦେଖିଲେ ମନେହେଉଛି ଯେ ଆସନ୍ତା ସପ୍ତାହରେ ବ୍ୟାଙ୍କ କେବଳ ଗୋଟିଏ ଦିନ ହିଁ…

ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ…

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟାପରେ, ସ୍ୱାମୀଙ୍କ ଆତ୍ମହତ୍ୟା

ପରଜଙ୍ଗ, ୨୦/୯ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ଦଦରାଘାଟି ଫାଣ୍ଡି ଅଞ୍ଚଳର ଆଖୁଆପାଳ ପଞ୍ଚାୟତ ଅନ୍ତର୍ଗତ ୩ ନମ୍ବର କଲୋନୀରେ ପାରିବାରିକ କଳହକୁ…

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?