ଅପରପକ୍ଷେ ଲିଜା ଏକ ଭିଡିଓ ପୋଷ୍ଟ କରି ବାଲେଶ୍ୱରର କଳାକାରମାନଙ୍କୁ କ୍ଷମା ମାଗିଛନ୍ତି। ଯାହା ବି କହିଛି ସ୍ଲିପ ଅଫ ଟଙ୍ଗ। ତାଙ୍କ କଥା ଉଦ୍ଦେଶ୍ୟମୂଳକ ଭାବେ ନ ଥିଲା ବୋଲି ସେ କହିଛନ୍ତି। ଯଦି କାହାକୁ ବାଧିଛି ଦୁଃଖିତ ବୋଲି ସେ ଭିଡିଓରେ କହୁଥିବା ଦେଖାଯାଇଛି।
ଅପରପକ୍ଷେ ଲିଜା ଏକ ଭିଡିଓ ପୋଷ୍ଟ କରି ବାଲେଶ୍ୱରର କଳାକାରମାନଙ୍କୁ କ୍ଷମା ମାଗିଛନ୍ତି। ଯାହା ବି କହିଛି ସ୍ଲିପ ଅଫ ଟଙ୍ଗ। ତାଙ୍କ କଥା ଉଦ୍ଦେଶ୍ୟମୂଳକ ଭାବେ ନ ଥିଲା ବୋଲି ସେ କହିଛନ୍ତି। ଯଦି କାହାକୁ ବାଧିଛି ଦୁଃଖିତ ବୋଲି ସେ ଭିଡିଓରେ କହୁଥିବା ଦେଖାଯାଇଛି।
ଛତ୍ରପୁର,୨୨।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ବିଦ୍ୟାଳୟ ଆଜି ଠାରୁ ୨୪ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ବନ୍ଦ…
ନୂଆଦିଲ୍ଲୀ,୨୨।୯: ଦିଲ୍ଲୀର କାଲକାଜୀ ମନ୍ଦିର ନିକଟରେ ଜଣେ ୧୭ ବର୍ଷୀୟା ଯୁବତୀଙ୍କ ସହ ଗଣ-ବଳାତ୍କାରର ଏକ ଜଘନ୍ୟ ଘଟଣା ଘଟିଛି। ଏହି ଘଟଣାରେ ସମ୍ପୃକ୍ତ ତିନିଜଣ ଅଭିଯୁକ୍ତଙ୍କ…
ଭାରତୀୟ ଅର୍ଥନୀତି ୮ ନଭେମ୍ବର ୨୦୧୬ରେ ବିମୁଦ୍ରୀକରଣ ପରେ ଏପରି ତଳକୁ ଖସିଯାଇଛି ଯେ, ତାହା ଆଜିଯାଏ ସଳଖି ଠିଆ ହୋଇପାରୁନାହିଁ। ସେତେବେଳେ ସୂକ୍ଷ୍ମ, କ୍ଷୁଦ୍ର ଓ…
ନୂଆଦିଲ୍ଲୀ,୨୨।୯: ଭାରତ ଏବଂ ଜାପାନ ମଧ୍ୟରେ ଏକମାତ୍ର ଟି-୨୦ ମ୍ୟାଚ ମଙ୍ଗଳବାର (ସେପ୍ଟେମ୍ବର ୨୨) ଦିନ ଜାପାନର ସାନୋ ସ୍ଥିତ ସାନୋ ଇଣ୍ଟରନେସନାଲ କ୍ରିକେଟ ଗ୍ରାଉଣ୍ଡରେ ଖେଳାଯିବାର…
ଭୁବନେଶ୍ୱର,୨୨।୯(ସୁନିତ୍ ମିଶ୍ର): ଓଡ଼ିଶାରେ ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ପ୍ରକ୍ରିୟା ଶେଷ ହେବା ପରେ ଭୋଟର ତାଲିକାରୁ ମୋଟ ୨୦ ଲକ୍ଷ ୫୭ ହଜାର ୩୩୪ ଭୋଟରଙ୍କ…
ନୂଆଦିଲ୍ଲୀ,୨୨।୯(ପି.ଟି.): ମନୁଷ୍ୟ ମସ୍ତିଷ୍କକୁ ସାଧାରଣତଃ ଏକ ଏକକ ଅଙ୍ଗ ବୋଲି ବିବେଚନା କରାଯାଉଥିବା ବେଳେ ଏହା ଲକ୍ଷ ଲକ୍ଷ ବର୍ଷ ମଧ୍ୟରେ ଦୁଇଟି ସ୍ବାଧୀନ ଅଙ୍ଗ ଭାବରେ…
କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ତୃତୀୟ ଦିନ, ଅର୍ଥାତ ସୋମବାର (ସେପ୍ଟେମ୍ବର ୨୧), ଭାରତୀୟ ଦଳ ପାଇଁ ଅତ୍ୟନ୍ତ ସଫଳ ରହିଥିଲା ଏବଂ ଦଳ ମୋଟ ଚାରୋଟି…
ଭୁବନେଶ୍ୱର,୨୨।୯(ସୁନିତ୍ ମିଶ୍ର): ଓଡ଼ିଶାର ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ନୂଆ ପାଠ୍ୟପୁସ୍ତକରେ ଯେଉଁ ତ୍ରୁଟି କରାଯାଇଛି ତାହାର ଜବାବ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏବଂ ଶିକ୍ଷା…