ଚାଷଜମିରୁ ବାହାରିଲା ପୁରାତନ ଯୁଗର ପ୍ରସ୍ତର କଳାକୃତି

ମ.ରାମପୁର,୨୫ା୬(ଶଶିଭୂଷଣ ପ୍ରହରାଜ): କଳାହାଣ୍ଡି ଜିଲା ମ. ରାମପୁରର ରଜାମୁଣ୍ଡା ଗ୍ରାମରେ ବରୁଣ ସାହୁ ନିଜ ଚାଷ ଜମିରେ ହଳ କରୁଥିବା ବେଳେ ଚାଷଜମିରୁ ଏକ କଳାକୃତି ଖୋଦିତ ବିରଳ ପୁରାତନ ପଥର ମିଳିଛି। ଏ ଖବର ପ୍ରଚାର ହେବା ପରେ ଲୋକଙ୍କ ଭିଡ଼ ଜମିଛି। ଓକିଲ ସତ୍ୟ ସାହୁ, ସମବାୟ ସଭାପତି କୀର୍ତ୍ତନ ସାହୁ, ବରୁଣ ସାହୁ,ଈଶ୍ୱର ସାହୁ, ଅର୍ଜୁନ ସାହୁ, ଶ୍ରୀକର ସାହୁ, ସରପଞ୍ଚ ବୀଣାପାଣି ସାହୁ, ଓ୍ବାର୍ଡ ସଭ୍ୟା ସଂଯୁକ୍ତା ପୁରୋହିତ, କଂଗ୍ରେସ ଯୁବନେତା ବିଭୂତି ମହାକୁଡ଼ ପ୍ରମୁଖ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଜଣାଇ ଏହାର ଅନୁସନ୍ଧାନ ଓ ଗବେଷଣା ପାଇଁ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋହୂ ନିଖୋଜ, ଶାଶୁ ଥାନାରେ

ହାଟଡ଼ିହୀ/ଛେନାପଦୀ,୬l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଇଂଚୋଳ ଗ୍ରାମର ଜଣେ ବୋହୂ ନିଖୋଜ ହୋଇଯାଇଛନ୍ତି। ଏନେଇ ଶାଶୁ ଥାନାରେ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି।…

୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ, ଥାନାରେ ମାମଲା

ହାଟଡ଼ିହୀ,୬l୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଛେନାପଦୀ ବିଷ୍ଣୁପ୍ରିୟା ବାଳାଶ୍ରମରୁ ଜଣେ ୬ଷ୍ଠ ଶ୍ରେଣୀ ଛାତ୍ର ନିଖୋଜ ହୋଇଯାଇଛନ୍ତି। ବିଭିନ୍ନ ସ୍ଥାନରେ ଖୋଜାଖୋଜି ପରେ ଛାତ୍ରଙ୍କ…

Video: ନୂଆ ରିଲ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ…

ନୂଆଦିଲ୍ଲୀ,୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଇନଷ୍ଟାଗ୍ରାମ ରିଲ ଶେୟାର କରିଛନ୍ତି। ଏହି ରିଲ ଜାତୀୟ ହସ୍ତତନ୍ତ ଦିବସ (୭ ଅଗଷ୍ଟରେ ପାଳିତ) ଅବସରରେ ପୋଷ୍ଟ କରାଯାଇଥିଲା।…

୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ: ବନ୍ଧା ହେଲେ ଅଭିଯୁକ୍ତ

ଦେବଗଡ,୬ା୮(ଶଶାଙ୍କ ଶେଖର ଝାଙ୍କର): ୪ ବର୍ଷର ନାବାଳିକାଙ୍କୁ ଅସଦଚାରଣ ଅଭିଯୋଗରେ ଦେବଗଡ଼ ଥାନା ପୋଲିସ ଗୁରୁବାର ବାସୁଦେବପୁର ଗ୍ରାମର ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଶ୍ରବଣ ବାଧିତ ହୋଇ ବି ହାରିନାହାନ୍ତି ଜ୍ୟୋତିଷ: ଜେଏନୟୁ ରେ ସମାଜ ଶାସ୍ତ୍ର ପଢ଼ିବାକୁ ମିଳିଲା ସୁଯୋଗ

ଥୁଆମୂଳ ରାମପୁର, ୦୬।୦୮ (ଦୁର୍ଗା କୀର୍ତ୍ତି): ଦୃଢ଼ ଇଚ୍ଛାଶକ୍ତି, କଠିନ ପରିଶ୍ରମ ଓ ନିଷ୍ଠା ଆଗରେ ହାର ମାନିଛି ଶାରୀରିକ ଅସମର୍ଥତା। ଅଭାବ ଅନଟନ ଓ ଶାରୀରିକ…

ସଟ୍ଟା ଆଡ୍ଡା ଉପରେ ଜିଲାପାଳଙ୍କ ଚଢ଼ାଉ, ଜଣଙ୍କୁ କୋର୍ଟ ଚାଲାଣ

ଡୁଙ୍ଗୁରିପାଲି,୬।୮(ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ଗୁରୁବାର ଜିଲାପାଳ ଡ଼ ନୃପରାଜ ସାହୁ ପରିଦର୍ଶନ କରିଥିଲେ। ଏହି ସମୟରେ ଗୋଷ୍ଠୀ…

ବାଘ ଛାଲ ବିକ୍ରି ବେଳେ ମାଡ଼ି ବସିଲା ବନ ବିଭାଗ

କୋକସରା,୬।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ବେହେରା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଡହଗାଁରେ ବାଘ ଛାଲ ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଗିରଫ…

କୋର୍ଟ ସମ୍ମୁଖରେ ଓକିଲ ସଂଘ ସଭାପତିଙ୍କୁ ଆକ୍ରମଣ

ବରଗଡ଼,୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଆଇନ ଶୃଙ୍ଖଳା ହୁଗୁଳା ହୋଇପଡିଛି। ଏଠାରେ ଦିନ ଦ୍ବିପହରରେ ଲୁଟପାଟ, ଆକ୍ରମଣ ବଢ଼ି ଚାଲିଛି। ଗୁରୁବାର ଅପରାହ୍ନରେ ସ୍ଥାନୀୟ କୋର୍ଟ ସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri