Posted inଜାତୀୟ

ପୁଣି ବିଷାକ୍ତ ମଦ ପିଇ ୫ ମୃତ

ପାଟନା,୧୨।୮:ଗୁଜରାଟ ପରେ ବିହାରରେ ମଧ୍ୟ ବିଷାକ୍ତ ମଦ ତାଣ୍ଡବ ଜାରି ରହିଛି। ସରନ ଜିଲାରେ ବିଷାକ୍ତ ମଦ ପିଇ ପୁଣି ପାଞ୍ଚ ଜଣଙ୍କ ମୃତ୍ୟୁ ଘଟିଛି। ଅନେକ ଲୋକ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏଥିମଧ୍ୟରୁ କେତେକଙ୍କ ଅବସ୍ଥା ଗୁରୁତର ରହିଛି।
ସୂଚନାଯୋଗ୍ୟ, ଗତ ସପ୍ତାହରେ ବିହାରର ସରନ ଜିଲାରେ ୧୩ ଜଣ ବିଷାକ୍ତ ମଦ ପିଇ ମୃତ୍ୟୁବରଣ କରିଥିଲେ। ପ୍ରାୟ ଦୁଇ ଡଜନ ଲୋକ ଦୃଷ୍ଟି ଶକ୍ତି ହରାଇଥିଲେ। ଏହାପୂର୍ବରୁ ଗୁଜରାଟରେ ମଧ୍ୟ ବିଷାଷ ମଦ ପିଇ ୫୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

ପରାଜୟ ଜାଣି ଆସିଲେନି ସରପଞ୍ଚ, କଣ୍ଟିପାଳ ସରପଞ୍ଚଙ୍କ ବିରୋଧରେ ଆଜି ପଡ଼ିଲା ଅନାସ୍ଥା ଭୋଟ

ଆନନ୍ଦପୁର,୧୯।୧୨ (ସୁଶାନ୍ତ କୁମାର ସାହୁ): ଗତ କିଛି ମାସ ଧରି ଅନାସ୍ଥା ପାଇଁ ଚର୍ଚ୍ଚାରେ ଥିବା ଆନନ୍ଦପୁର ବ୍ଲକ କଣ୍ଟିପାଳ ପଞ୍ଚାୟତରେ ଆଜି ଭୋଟିଂ ହୋଇଛି।...

ଶରୀରର କେଉଁ କେଉଁ ଭାଗରେ ଥିବା କଳାଜାଇ ଖୋଲେ ପୂର୍ୱଜନ୍ମର ରହସ୍ୟ, ସତ ଜାଣିଲେ…

ଲୋକଙ୍କ ଶରୀରରେ ବାର୍ଥମାର୍କ ରହିଥାଏ। ଏହାକୁ ଏକ ସାଧାରଣ ଘଟଣା ବୋଲି ବିବେଚନା କରାଯାଏ, କିନ୍ତୁ ଏହି ଚିହ୍ନଗୁଡ଼ିକର ଜ୍ୟୋତିଷଶାସ୍ତ୍ରରେ ଗୁରୁତ୍ୱପୂର୍ଣ୍ଣ ଗୁରୁତ୍ୱ ରହିଛି। ଜଣେ...

IPL ୨୦୨୬ ନିଲାମ ପରେ ହଠାତ୍‌ ଅଧିନାୟକ ହେଲେ ଭେଙ୍କଟେଶ ଆୟର, ଏହି ଖେଳାଳିଙ୍କ ସ୍ଥାନ ନେବେ…

ନୂଆଦିଲ୍ଲୀ,୧୯।୧୨: IPL ୨୦୨୬ ନିଲାମର କିଛି ଦିନ ପରେ, ଭେଙ୍କଟେଶ ଆୟର ଅଧିନାୟକ ହୋଇଛନ୍ତି। ଏହା ଦେଖାଯାଉଛି ଯେ IPL ୨୦୨୫ ସିଜିନ ଖରାପ ରହିବା...

ଆର୍‌ଟିଓ ଅଫିସ ନିକଟରେ ବ୍ରେକ୍‌ ଫେଲ୍‌ ହେଲା ମିନି ଟ୍ରକ୍‌, ୨ କାର୍‌ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍‌ ନଷ୍ଟ

କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍‌ ବ୍ରେକ୍‌ ଫେଲ ହୋଇ ଘଟିଛି ସିରିଜ୍‌ ଦୁର୍ଘଟଣା। ୨ କାର୍‌ ସହ ୧୦...

ବିଦ୍ୟାଳୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରୀଛାତ୍ର, ଅଭିଭାବକ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ…

ପାଟଣା ,୧୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଚାଖୁଣ୍ଡାପାଳ ପଞ୍ଚାୟତ ସାନଗମ୍ଭାରିଆ ପ୍ରାଥମିକ ବିଦ୍ୟାଳୟରେ ଅଗଷ୍ଟ ମାସ ଠାରୁ ଛାତ୍ରୀଛାତ୍ରମାନଙ୍କୁ ମଧ୍ୟାହ୍ନ ଭୋଜନରେ...

ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ରେ ବଢୁଛି ଭିଡ଼, ଜୈବିକ ହଳଦୀ-କଫିଚାଷକୁ ପ୍ରଶଂସା କରି ପର୍ଯ୍ୟଟକ କହିଲେ…

ଦାରିଙ୍ଗବାଡ଼ି,୧୯ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ଇକୋ ରିଟ୍ରିଟ୍‌ ସମେତ ବିଭିନ୍ନ ପର୍ଯ୍ୟଟନକ୍ଷେତ୍ରରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଛି। ଶନିବାରଠାରୁ ଆସନ୍ତା ନୂତନ ବର୍ଷର...

ରେଳଯାତ୍ରୀଙ୍କ ପାଇଁ ଖୁସି ଖବର, ଏଣିକି େଓ଼୍ବଟିଂ ଟିକେଟ୍‌ ବିନା କରିପାରିବେ ଯାତ୍ରା!

ନୂଆଦିଲ୍‌ଲୀ,୧୯।୧୨: ଯଦି ଆପଣ ପ୍ରାୟତଃ ଟ୍ରେନରେ ଯାତ୍ରା କରୁଛନ୍ତି ଏବଂ ଶେଷ ମୁହୂର୍ତ୍ତ ପର୍ଯ୍ୟନ୍ତ େଓ଼୍ବଟିଂ ତାଲିକା କିମ୍ୱା RAC ଟିକେଟ ବିଷୟରେ ଚିନ୍ତିତ ଅଛନ୍ତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri