Posted inରାଜ୍ୟ

ପୁଣି କଡ଼ାକଡ଼ି ହେବ କରୋନା କଟକଣା

ଭୁବନେଶ୍ୱର, ୨୧।୨: ବିଭିନ୍ନ ରାଜ୍ୟରେ ବୃଦ୍ଧି ପାଉଛି କରୋନା ସଂକ୍ରମଣ। ଏହାକୁ ଦୃଷ୍ଟିରେ ରଖି ଓଡ଼ିଶାରେ ମଧ୍ୟ କଡ଼ାକଡ଼ି ଭାବେ ପାଳନ କୋଭିଡ ନିୟମାବଳୀ। ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର। ସ୍ବତନ୍ତ୍ର ରିଲିଫ କମିଶନ(ଏସଆରସି)ର ସମସ୍ତ ଜିଲାର ଜିଲାପାଳ, ମହାନଗର ନିଗମ କମିଶନର, ପୌରପାଳିକା କାର୍ଯ୍ୟର୍ନିବାହୀ ଅଧିକାରୀ ଓ ଏନଏସି କାର୍ଯ୍ୟର୍ନିବାହୀ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି। ତୁରନ୍ତ କୋଭିଡ ନିୟମାବଳୀ କଡ଼ାକଡ଼ି ଭାବେ ପାଳନ କରିବାକୁ ପଦକ୍ଷେପ ନିଅନ୍ତୁ। ମାସ୍କ ପିନ୍ଧିବା, ସାମାଜିକ ଦୂରତା ବଜାୟ ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି।

ଆଉ କରୋନା ସଂପର୍କରେ ଲୋକଙ୍କୁ ସଚେତନ କରାଇବା ଲାଗି ମାଇକ ବୁଲାଇବାକୁ କୁହାଯାଇଛି। ଶିକ୍ଷାନୁଷ୍ଠାନ, ବିବାହ, ବ୍ରତଘର ଉତ୍ସବ ଭଳି ସାମାଜିକ କାର୍ଯ୍ୟକ୍ରମରେ କୋଭିଡ୍‌-୧୯ ଗାଇଡ୍‌ଲାଇନ ଯେପରି ପାଳନ କରାଯିବ, ତା ଉପରେ ଧ୍ୟାନ ଦେବାକୁ ଏସ୍‌ଆରସି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri