ପୁଣି କଟକରୁ ଜବତ ହେଲା ନକଲି ଔଷଧ

କଟକ ଅଫିସ, ୧୯।୯: କଟକରୁ ସୋମବାର ପୁଣି ନକଲି ଔଷଧ ଜବତ ହୋଇଛି। ନକଲି ଟେଲ୍ମା-୪୦ ଔଷଧ ଜବତ ହୋଇଛି । ପୁରୀ ଘାଟ ଥାନା ପୋଲିସ ପକ୍ଷରୁ ଦୋଳମୁଣ୍ଡାଇ ମହତାବ ରୋଡସ୍ଥିତ ଏକ ଟ୍ରାନ୍ସପୋର୍ଟ କମ୍ପାନୀରୁ ଚଢ଼ାଉ କରାଯାଇ ଏହି ଔଷଧ ଜବତ ହୋଇଛି । ମିଳିଥିବା ଖବର ଅନୁସାରେ, ୧୩୫୦ ଷ୍ଟ୍ରିପ୍‌ ନକଲି ଔଷଧ ଜବତ ହୋଇଛି ।
ଏହାପୂର୍ବରୁ ନକଲି ଔଷଧ ନେଇ ଦୁଇ ଜଣଙ୍କୁ ଗିରଫ କରାଯାଇଥିଲା। ପୋଲିସ ସେମାନଙ୍କୁ ରିମାଣ୍ଡରେ ନେଇ ତଦନ୍ତ କରୁଛି । ଏଥିସହ ଅଭିଯୁକ୍ତଙ୍କ ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ କରି ପୋଲିସ ଖୋଳତାଡ଼ କରୁଛି । ତେବେ ଗତ ୧୦ ତାରିଖରେ ମଧ୍ୟ ନକଲି ଔଷଧ ଜବତ କରାଯାଇଥିଲା । ନକଲି ଔଷଧ ନେଇ ଥାନାରେ ଏତଲା ମଧ୍ୟ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଫୁଲବାଣୀ ଅଫିସ,୧୫ା୨: କନ୍ଧମାଳ ଜିଲା ଭାଜପା ପକ୍ଷରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଇସ୍ତଫା ଦାବିରେ ବୁଧବାର ଗଣ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି ା ଦଳୀୟ କର୍ମୀମାନେ...

ଅଂଶୁଘାତରେ ଯୁବକ ମୃତ

ହାଟଡିହୀ,୨୪।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପନ୍ଦାଡୋ ଗ୍ରାମର ଶ୍ରୀକାନ୍ତ ଜେନା(୩୫) ଅଂଶୁଘାତରେ ମୃତ୍ୟୁବରଣ କରିଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ଶୁକ୍ରବାର ଶ୍ରୀକାନ୍ତ ନିଜ...

ପ୍ରଦୂଷଣମୁକ୍ତ ଦୀପାବଳି ପାଇଁ ସଚେତନତା

ବ୍ରହ୍ମପୁର ଅଫିସ୍‌,୨୭ । ୧୦-ଦୀପାବଳି ଉତ୍ସବ ଅବସରରେ ବାଣି ଫୁଟାଉଥିବା ଯୋଗୁ ପ୍ରଦୁଷଣ ହୋଇଥାଏ। ଏହା କେବଳ ମଣିଷ ନୁହଁ, ପଶୁ ପକ୍ଷୀଙ୍କୁ ମଧ୍ୟ ପ୍ରଭାବିତ...

କେନ୍ଦୁଝରରେ ଅଖିମୁଠି ଅନୁକୂଳ କଲେ ବିଧାୟକ ମୋହନ ମାଝି

ପାଟଣା,୨୩ା୪(ସ୍ବ.ପ୍ର.): କେନ୍ଦୁଝର ଜିଲାସ୍ତରୀୟ ଅକ୍ଷୟ ତୃତୀୟା ଓ କୃଷକ ଦିବସ ପାଟଣା ବ୍ଲକ ମଲ୍ଲୀପଶି ପଞ୍ଚାୟତ ମୂଷାଖରୀ ଆମ୍ବତୋଟା ନିକଟ ଜମିରେ ରବିବାର ପାଳିତ ହୋଇଛି।...

ଛାତ୍ରୀଙ୍କୁ ରୋଷେୟା ବଳାତ୍କାର ଘଟଣା: ବିନା ପଞ୍ଜୀକରଣରେ ଚାଲିଥିଲା ସ୍କୁଲ

କେନ୍ଦୁଝର,୬ା୩ (ସ୍ବ.ପ୍ର.): ଗତ ଜାନୁୟାରୀ ୨୬ ତାରିଖ ସରସ୍ବତୀ ପୂଜା ଦିନ କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ଅନ୍ତର୍ଗତ ସେଣ୍ଟ ଜାଭିୟର ସ୍କୁଲରେ ଜଣେ ୬୦...

ପୁର୍ବଶତ୍ରୁତାରୁ ବାପ-ପୁଅଙ୍କୁ ଛୁରାମାଡ:ପୁଅ ମୃତ, ୨ ଗୁରୁତର

କାକଟପୁର,୬।୧୦(ଡି.ଏନ.ଏ.): ପୁରୀ ଜିଲା ଅସ୍ତରଙ୍ଗ ଅଞ୍ଚଳରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ଅଠତିରା ଗ୍ରାମର ସାଧୁ ସ୍ବାଇଁଙ୍କୁ କିଛି ଅସାମାଜିକ ଯୁବକ ପୂର୍ବଶତ୍ରୁତାକୁ ନେଇ...

୨ ଫେରାର ଅଭିଯୁକ୍ତଙ୍କ ଘରେ ଲାଗିଲା ନୋଟିସ

ମାଲକାନଗିରି, ୧୭ା୫ (ଡି.ଏନ.ଏ.): ମାଲକାନଗିରି ଜିଲା ତଣ୍ଡାପାଲି ଗ୍ରାମର ମନୋଜ ମାଡକାମିଙ୍କ ନାମରେ ନାଗପୁର ସହର କାଲମାନା ଥାନାରେ ଏନଡିପିଏସ୍‌ ମାମଲା ରହିଥିଲା। ନାଗପୁର ପୋଲିସ...

ଏନ୍‌ଆର୍‌ଇଜିଏସ୍‌ରେ ସରକାରୀ ଅର୍ଥ ହଡ଼ପ

ବାଲେଶ୍ୱର ଅଫିସ,୨।୩: ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ ନୂଆଗାଁ ପଞ୍ଚାୟତରେ ଥିବା ପୋଖରୀଗୁଡ଼ିକରୁ ବେଆଇନ ଭାବେ ମାଟି ଚୋରି ହେଉଛି। ପରେ ଏହାକୁ ଏମ୍‌ଜିଏନଆରଇଜିଏସ୍‌ରେ...

Advertisement
Archives

Model This Week