ପୁଣି ଇସ୍ରାଏଲ ଉପରେ ମିଶାଇଲ୍‌ ମାଡ କଲା ହମାସ

ଜେରୁଜେଲମ,୬।୫: ଗତ ସାତ ମାସ ଧରି ହମାସ ଏବଂ ଇସ୍ରାଏଲ ମଧ୍ୟରେ ଯୁଦ୍ଧ ଚାଲିଛି। ହମାସକୁ ହଟାଇବା ପାଇଁ ଇସ୍ରାଏଲର ସଂକଳ୍ପ ଗାଜା ଅଞ୍ଚଳର ଲୋକଙ୍କ ଉପରେ ଭାରି ପଡିଛି। ଏପର୍ଯ୍ୟନ୍ତ ୩୦ ହଜାରରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି। ଏଥିସହିତ ଟେନସନ ପୁଣି ଥରେ ବୃଦ୍ଧି ପାଇଛି। ଗାଜା ଷ୍ଟ୍ରିପକୁ ସହାୟତା ଯୋଗାଇବା ପାଇଁ ହମାସ ଇସ୍ରାଏଲର ମୁଖ୍ୟ କ୍ରସିଂ ପଏଣ୍ଟ ଉପରେ ମିଶାଇଲ୍‌ ମାଡ କରିଛି।
ସୋମବାର ଇସ୍ରାଏଲ ସୈନ୍ୟମାନେ ମାନବିକ ସହାୟତା ଟ୍ରକ୍‌ଗୁଡିକ ପାଇଁ କେରେମ ଶାଲୋମ କ୍ରସିଂ ବନ୍ଦ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ଗାଜାବାସୀଙ୍କ ସମସ୍ୟା ବଢାଇବାକୁ ଯାଉଛି। ଏଥିସହିତ ହମାସର ସାମରିକ ୱିଙ୍ଗ କସମ ବ୍ରିଗେଡ ଦାବି କରିଛି ଯେ, ଏହି ଆକ୍ରମଣରେ ସୀମା ନିକଟରେ ଇସ୍ରାଏଲର ଏକ ସୈନ୍ୟ ଟିମ୍‌ଙ୍କୁ ଟାର୍ଗେଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ପୂର୍ବତନ ବୋହୂଙ୍କ ସହିତ ସମ୍ପର୍କ ନିଶ୍ଚିତ କଲେ ଟାଇଗର ଉଡ୍ସ, ଆଗରୁ ୧୨୦ ଜଣ ମହିଳାଙ୍କ ସହିତ…

ଚେନ୍ନାଇ,୨୪।୩: ଟାଇଗର ଉଡ୍ସ ରବିବାର ସୋସିଆଲ ମିଡିଆରେ ଏକ ସଂକ୍ଷିପ୍ତ ପୋଷ୍ଟରେ ଡୋନାଲ୍ଡ ଟ୍ରମ୍ପଙ୍କ ପୂର୍ବତନ ବୋହୂଙ୍କ ସହିତ ତାଙ୍କର ପ୍ରେମକୁ ନିଶ୍ଚିତ କରିବାର ଅସାଧାରଣ...

ୟୁନୁସଙ୍କ ସହ ବୈଠକ କରିବେ ମୋଦି? ଦ୍ୱିପାକ୍ଷିୟ ବାର୍ତ୍ତା ଉପରେ ବିଚାର କରୁଛି ଭାରତ

ନୂଆଦିଲ୍ଲୀ/ଢାକା,୨୪।୩: ଆଗାମୀ BIMSTEC ଶିଖର ସମ୍ମିଳନୀରେ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଦ୍ୱିପାକ୍ଷିକ ବୈଠକ...

Canada Elections: ନୂଆ ପ୍ରଧାନମନ୍ତ୍ରୀଙ୍କ ଘୋଷଣା, ଏପ୍ରିଲରେ ହେବ ଭୋଟିଂ

ଓଟାଓ୍ବା,୨୪।୩: କାନାଡାର ନୂଆ ପ୍ରଧାନମନ୍ତ୍ରୀ ମାର୍କ କାର୍ନି ସାଧାରଣ ନିର୍ବାଚନ ଘୋଷଣା କରିଛନ୍ତି। ଏବେ କାନାଡାରେ ୨୮ ଏପ୍ରିଲରେ ଭୋଟ ଗ୍ରହଣ କରାଯିବ। ଏହାର ଅର୍ଥ...

ପୁଟିନ୍‌ଙ୍କ ରାସ୍ତାରେ ଏର୍ଡୋଗାନ୍‌

ଇସ୍ତାନବୁଲ,୨୪ା୩: ତୁର୍କୀରେ ଗତ ରାଷ୍ଟ୍ରପତି ନିର୍ବାଚନ ୨୦୨୩ ମେ’ ୧୪ରେ ଅନୁଷ୍ଠିତ ହୋଇଥିଲା। ପରବର୍ତ୍ତୀ ନିର୍ବାଚନ ୨୦୨୮ ମେ’ ୭ରେ ହେବାକୁ ଯାଉଛି। ବର୍ତ୍ତମାନର ରାଷ୍ଟ୍ରପତି...

ଆମେରିକାର ପୂର୍ବତନ ଆଟର୍ନିଙ୍କ ସନ୍ଦେହଜନକ ମୃତ୍ୟୁ

ଓ୍ବାଶିଂଟନ,୨୩ା୩: ଦ୍ୱିତୀୟ ଥର ଆମେରିକା ରାଷ୍ଟ୍ରପତି ଭାବେ ଡୋନାଲ୍ଡ ଟ୍ରମ୍ପ୍‌ ଗତ ଜାନୁଆରୀରେ କ୍ଷମତାକୁ ଆସିବା ପରେ ଆଟର୍ନି ପଦ ଛାଡ଼ିଥିବା ଜେସିକା ଆବେରଙ୍କ ମୃତଦେହ...

ଗାଜାକୁ ନର୍କ କରିଦେଲା ଇସ୍ରାଏଲ୍‌: ୫୦ ହଜାର ଟପିଲା ମୃତ୍ୟୁସଂଖ୍ୟା

ଦେଇର୍‌-ଅଲ୍‌ ବଲାହ,୨୩ା୩: ଇସ୍ରାଏଲୀ ସେନା ଶନିବାର ରାତିରୁ ଗାଜା ଷ୍ଟ୍ରିପ୍‌ର ଦକ୍ଷିଣ ଭାଗରେ ଚଳାଇଥିବା ଏୟାରଷ୍ଟ୍ରାଇକ୍‌ରେ ହମାସ୍‌ର ବରିଷ୍ଠ ରାଜନୈତିକ ନେତାଙ୍କ ସମେତ ୩୫ ଜଣଙ୍କ...

ଚାଇନାର ଏହି ୫ ସାମଗ୍ରୀ ଉପରେ ଶୁଳ୍କ ଲଗାଇଲା ଭାରତ

ନୂଆଦିଲ୍ଲୀ,୨୩ା୩: ସ୍ଥାନୀୟ ଶିଳ୍ପସଂସ୍ଥାଗୁଡ଼ିକର ସୁରକ୍ଷା ପାଇଁ ଭାରତ ସରକାର ଚାଇନାରୁ ଆମଦାନୀ ହେଉଥିବା ୫ଟି ସାମଗ୍ରୀ ଉପରେ ଆଣ୍ଟି-ଡମ୍ପିଙ୍ଗ୍‌ ଶୁଳ୍କ ଲଗାଇଛନ୍ତି। ଶୁଳ୍କ ଲାଗୁ କରାଯାଇଥିବା...

ଟ୍ରମ୍ପଙ୍କ ମତିଗତି ଦେଖି ବୁଝିଗଲେ ଚାଇନା ପ୍ରଧାନମନ୍ତ୍ରୀ, କହିଲେ ମୁହାଁମୁହିଁ ନୁହେଁ, ଏଣିକି…

ବେଜିଂ,୨୩ା୩: ରବିବାର ଚାଇନା ପ୍ରଧାନମନ୍ତ୍ରୀ ଲି କ୍ୱିଆଙ୍ଗ ଆମେରିକୀୟ ସିନେଟର ଷ୍ଟିଭ୍‌ ଡାଇନ୍ସଙ୍କୁ ଭେଟିଥିଲେ। ବୈଠକରେ ଲି କହିଥିଲେ ଯେ, ବେଜିଂ ଏବଂ ଓ୍ବାଶିଂଟନ ବାଣିଜ୍ୟ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri