ପୁଣି ରାଜ୍ୟରେ ୯ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୯।୯(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୯ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୯୧ ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୯ ମୃତକଙ୍କ ମଧ୍ୟରୁ ବରଗଡ଼ ଜିଲାରୁ ୨ ଜଣ ଥିବା ବେଳେ ଭଦ୍ରକ, ବଲାଙ୍ଗୀର, କଟକ, ଗଜପତି, ପୁରୀ, ରାୟଗଡ଼ା ଓ ସମ୍ବଲପୁରରୁ ଜଣେ ଲେଖାଏ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

ମହାନଦୀରେ ଭାସିଗଲେ ବାଳକ, ଅଗ୍ନିଶମ ବିଭାଗର ଖୋଜାଖୋଜି ଜାରି

କଟକ ସଦର, ୨୬।୫ (ସୁଶାନ୍ତ କୁମାର ଜେନା): କନ୍ଦରପୁର ଥାନା ଅନ୍ତର୍ଗତ ଦାମୋଦରପୁର ନିକଟରେ ମହାନଦୀରେ ଗାଧୋଇବା ବେଳେ ମଙ୍ଗଳବାର ଅପରାହ୍ନରେ ଜଣେ ବାଳକ ପାଣିର ପ୍ରବଳ…

ଡ୍ୟୁଟି ସାରି ଘରକୁ ଫେରୁଥିବା ବେଳେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ: ୮୦ ହଜାର ଟଙ୍କା ନେଇଗଲେ…

ବଲାଙ୍ଗୀର, ୨୬।୫ (ସୁନିଲ କୁମାର ମହାନ୍ତି): ଜଣେ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ଅପହରଣ କରି ତାଙ୍କ ଠାରୁ ସ୍କୁଟି ସହ ୮୦ ହଜାର ଟଙ୍କା ଲୁଟିନେଇଥିବା ଅଭିଯୋଗ…

ଏଡିଏମଙ୍କ କ୍ୟାମ୍ପ କୋର୍ଟ ପୁଣି ଆରମ୍ଭ: ଲୋକଙ୍କୁ ତ୍ୱରିତ ସେବା ଦେବାକୁ ନିର୍ଦ୍ଦେଶ

ଭଞ୍ଜନଗର, ୨୬।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଏଡିଏମ ଦେବଦତ୍ତ ପଣ୍ତା ମଙ୍ଗଳବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ କ୍ୟାମ୍ପ କୋର୍ଟ ଆୟୋଜନ କରିଥିଲେ। ଏହି ସମୟରେ ସେ…

ବରଗଡ଼ ଏମ୍‌ପିଙ୍କ ବଡ଼ ଘୋଷଣା: ଲିପସିତ୍ , ପ୍ରୀତମଙ୍କୁ ଗୁରୁଦାୟିତ୍ବ

ବରଗଡ଼,୨୬।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକସଭା ସାଂସଦ (MP) ପ୍ରଦୀପ କୁମାର ପୁରୋହିତ ସୋମବାର ବରଗଡ଼ ଜିଲାର ବରଗଡ଼ ଓ ପଦ୍ମପୁର ଉପଖଣ୍ଡ ପାଇଁ ତାଙ୍କ ପ୍ରତିନିଧି (NOMINEE)…

ଏହି ବଡ଼ ସହରରେ ଆଜିଠୁ ୧୪ ଦିନିଆ ‘କର୍ଫ୍ୟୁ’: କଣ ଖୋଲା, କଣ ବନ୍ଦ? ଲାଗିଲା କଡ଼ା କଟକଣା

ନୂଆଦିଲ୍ଲୀ,୨୬।୫: ମହାରାଷ୍ଟ୍ରର ପୁଣେ ସହରରେ ୧୪ ଦିନ ପାଇଁ କର୍ଫ୍ୟୁ ଲାଗୁ କରାଯାଉଛି। ଏହି ସମୟ ମଧ୍ୟରେ ଅନେକ କଟକଣା ବଳବତ୍ତର ରହିବ। ମେ ୨୬ ତାରିଖ…

ଦେବାଶିଷଙ୍କ ଉପରେ ବର୍ଷିଲେ ମହେଶ: କାଇଁ କହୁନାହାନ୍ତି ତ ପାଣ୍ଡିଆନଙ୍କ ପାଇଁ…

ଭୁବନେଶ୍ୱର,୨୬।୫ ରାଜ୍ୟସଭା ଏମ୍ ପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡ଼ି ଭାଜପାରେ ଯୋଗଦାନ  ପରେ ରାଜନୈତିକ ମହଳରେ ପ୍ରତିକ୍ରିୟା ଜୋର ଧରିଛି। ଏହାକୁ ନେଇ ବିଜେଡି ନେତା…

ମାତ୍ର ୫ ଟଙ୍କାରେ ମିଳିବ ମାଛ-ଭାତ, ପଶ୍ଚିମବଙ୍ଗ ସରକାରଙ୍କ ବଡ଼ ଘୋଷଣା

କୋଲକାତା,୨୬।୫: ପଶ୍ଚିମବଙ୍ଗର ସାଧାରଣ ଜନତା ଏବଂ ଗରିବ ଶ୍ରେଣୀର ଲୋକଙ୍କ ପାଇଁ ଏକ ବଡ଼ ଖୁସି ଖବର। ରାଜ୍ୟ ସରକାର ଜନସାଧାରଣଙ୍କୁ ଶସ୍ତାରେ ପୁଷ୍ଟିକର ଖାଦ୍ୟ ଯୋଗାଇଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri