ନୂଆ ବର୍ଷରୁ ନୂଆ ନିୟମ: ଆଉ ୩ ମାସରେ ଥରେ ମିଳିବନି ରାସନ, ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୧।୧୨: ଆଉ ୩ ମାସରେ ଥରେ ନୁହେଁ, ପ୍ରତି ମାସରେ ହିତାଧିକାରୀଙ୍କୁ ରାସନ ମିଳିବ। ଏନେଇ ଶନିବାର ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ତେବେ ନୂଆ ବର୍ଷରୁ ଏହି ନୂଆ ନିୟମ ଲାଗୁ ହେବ।

ପୂର୍ବରୁ ଏକାସାଙ୍ଗରେ ୩ ମାସର ରାସନ ଡିଲରଙ୍କ ପାଖରେ ମହଜୁଦ ରହୁଥିଲା। ଏହାର ଅପବ୍ୟବହାର କରାଯାଉଥିଲା। ଏପରିକି ହିତାଧିକାରୀ ଅସୁବିଧାର ସମ୍ମୁଖୀନ ହେଉଥିଲେ। ଏଣୁ ସରକାର ପ୍ରତି ମାସରେ ରାସନ ଦେବାକୁ ନିଷ୍ପତ୍ତି ନେଇଥିବା ମନ୍ତ୍ରୀ କହିଛନ୍ତି।

କହିରଖୁଛୁ, ଦୀର୍ଘଦିନ ଧରି ହିତାଧିକାରୀମାନେ ମାସିକିଆ ରାସନ ପାଇବାକୁ ଚାହିଁ ରହିଥିଲେ। ଏବେ ମନ୍ତ୍ରୀଙ୍କ ସୂଚନା ପରେ ଯୋଜନାର ପ୍ରକୃତ ଉଦ୍ଦେଶ୍ୟ ସାଧିତ ହେବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନା ଠୁ ତେଲ ଜାହାଜ ଛଡାଇ ଆଣିଲା ଭାରତ! ରୁଷିଆ ସହ ବଡ଼ ଡିଲ୍‌…

ନୂଆଦିଲ୍ଲୀ,୧୮।୩; ୟୁକ୍ରେନରେ ସଂଘର୍ଷ ମଧ୍ୟରେ, ଭାରତ ରୁଷିଆରୁ ଅଶୋଧିତ ତୈଳ କ୍ରୟ ବୃଦ୍ଧି କରିଛି। ଭାରତ ଏବେ ମସ୍କୋରୁ ତୈଳ ଆମଦାନୀ ଦ୍ୱିଗୁଣିତ କରିଛି। ଏହି ସମୟରେ,…

ଜସପ୍ରିତ ବୁମରା ଏବଂ ଅକ୍ଷର ପଟେଲଙ୍କ ଦରମା ବଢ଼ାଇବ BCCI, ମିଳିବ ଏତେ କୋଟି

ନୂଆଦିଲ୍ଲୀ,୧୮।୩: ଜସପ୍ରିତ ବୁମରାହ ଏବଂ ଅକ୍ଷର ପଟେଲ ନିରନ୍ତର ଭଲ ପ୍ରଦର୍ଶନ କରିଆସୁଛନ୍ତି । ଏହା ସତ୍ତ୍ୱେ, କେନ୍ଦ୍ରୀୟ ଚୁକ୍ତିନାମା ଅନୁଯାୟୀ ସେମାନଙ୍କର ଦରମା ହ୍ରାସ କରାଯାଇଥିଲା।…

ବାଘ ଗାଈକୁ ମାରି ଖାଇବା ଘଟଣା ପରେ ବନ ବିଭାଗ ଲଗାଇଲା ୪ ଟ୍ରାପ କ୍ୟାମେରା

ମୋହନା,୧୮।୩( ମନ୍ମଥ ମିଶ୍ର ): ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ ପରେ ବୁଧବାର…

କାଳବୈଶାଖୀ: ବର୍ଷା ସହ କୁଆପଥର ମାଡ଼

କୋକସରା,୧୮ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକର ଲଡୁଗାଁ, ବରାଡଙ୍ଗା, ଆମପାଣି ପଞ୍ଚାୟତ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା ହୋଇଛି। ରାସ୍ତାରେ…

ଇରାନକୁ ସାହାଯ୍ୟର ହାତ ବଢାଇଲା ଭାରତ, ଯୁଦ୍ଧ ପାଇଁ ପଠାଇଲା…ଚମକି ପଡିଲା ଆମେରିକା!

ନୂଆଦିଲ୍‌ଲୀ,୧୮।୩: ଭାରତ ଇରାନକୁ ସହାୟତା ପ୍ରଦାନ କରିଛି, ଯାହା ବର୍ତ୍ତମାନ ଆମେରିକା ଏବଂ ଇସ୍ରାଏଲ ସହିତ ବିବାଦରେ ଫସି ଯାଇଛି। ଭାରତରୁ ଚିକିତ୍ସା ସହାୟତାର ପ୍ରଥମ ପଠାଣ…

ଆମକୁ ଭଲ ପାଉଥିଲେ, କିନ୍ତୁ ମୋଦିଙ୍କୁ ବିବାହ କଲେ: ସଂସଦରେ କାହାକୁ ଏମିତି କହିଲେ ଖାର୍ଗେ

ନୂଆଦିଲ୍ଲୀ,୧୮।୩: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଅବସରପ୍ରାପ୍ତ ରାଜ୍ୟ ସଭା ଏମ୍‌ପିମାନଙ୍କୁ ବିଦାୟ ଦେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ରାଜନୀତି ଏବଂ ସାର୍ବଜନୀନ ଜୀବନରେ…

ଆତ୍ମବିଶ୍ୱାସ ରହିଲେ ସଫଳତା ମିଳିବ, ଛାତ୍ରୀଛାତ୍ରଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରି…

ଭଞ୍ଜନଗର,୧୮ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଶିକ୍ଷା ବିଭାଗ ଯୁକ୍ତ ୩ ଶେଷବର୍ଷ ଛାତ୍ରୀଛାତ୍ରଙ୍କୁ ବୁଧବାର ବିଦାୟକାଳୀନ ସମ୍ବର୍ଦ୍ଧନା ଦିଆଯିବା…

ହରମୁଜରେ ଫସିଗଲା ଭାରତର ୨୩୦୦ କୋଟି ଟଙ୍କାର LPG, ଆସିବାକୁ ଲାଗିବ…

ନୂଆଦିଲ୍ଲୀ,୧୮।୩: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ବିବାଦ ମଧ୍ୟରେ, ଭାରତର ଏଲପିଜି ସଙ୍କଟ ଆହୁରି ଗମ୍ଭୀର ହେବାରେ ଲାଗିଛି। କଳାବଜାରୀ ଏବଂ ଗଚ୍ଛିତ ରଖିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri