ପୁଣି ମାଲକାନଗିରିରେ ମାଓବାଦୀ ସଙ୍ଗଠନ ସକ୍ରିୟ: ଲାଗିଲା ପୋଷ୍ଟର

ଚିତ୍ରକୋଣ୍ଡା,୬।୨: ଦୀର୍ଘଦିନର ନିରବତା ପରେ ପୁଣି ମାଲକାନଗିରିରେ ମାଓବାଦୀ ସଙ୍ଗଠନ ସକ୍ରିୟ ହୋଇଉଠିଛି । ଚିତ୍ରକୋଣ୍ଡା ବ୍ଲକ କାଲିମେଳା ଥାନା ଅନ୍ତର୍ଗତ ମସୁଘଟି, ପଟେଲ, ପାପୁଲୁର ପ୍ରଭୁତି ଗ୍ରାମଗୁଡିକରେ (aobszc )ଆନ୍ଧ୍ର ଓଡିଶା ସୀମାନ୍ତ ମାଓବାଦୀ ସଂଗଠନ ପକ୍ଷରୁରୁ ବିଭିନ୍ନ ସ୍ଥାନରେ ତେଲୁଗୁ ଓଡ଼ିଆ ଭାଷାରେ ପୋଷ୍ଟର ଲଗାଯାଇଥିବା ଦେଖିବାକୁ ମିଳିଛି।
ଏଥିରେ ବଙ୍ଗପୁଟ, ରଙ୍ଗବେଲ, କଣ୍ଡୁରମ ଗ୍ରାମଗୁଡିକରେ ରମେଶ ରାକେଶ, ସପ୍ନା ତୁଲେଶି ଯେଉଁମାନେ ପୁର୍ବରୁ ମାଓବାଦୀ ସଙ୍ଗଠନରେ ସକ୍ରିୟ ଥିଲେ, ବର୍ତ୍ତମାନ ସେମାନେ ସଙ୍ଗଠନ ଛାଡି ଠିକାଦାର କାମ ଓ ଲୋକଙ୍କଠାରୁ ଟଙ୍କା ବଟି ଆଦାୟ କରୁଛନ୍ତି । ମାଓବାଦୀ ସଙ୍ଗଠନକୁ ବଦନାମ କରୁଛନ୍ତି। ତେଣୁ ସେମାନଙ୍କୁ ମାଓବାଦୀ ଦଳରୁ ବହିସ୍କାର କରାଯାଇଥିବା ଉକ୍ତ ପୋଷ୍ଟରରେ ଉଲ୍ଲେଖ ରହିଛି। ସେହିଭଳି ସେମାନେ ଗ୍ରାମକୁ ଆସିଲେ ସେମାନଙ୍କୁ ସହଜଯୋଗ ନ କରି ବାନ୍ଧି ରଖିବା ପାଇଁ କୁହାଯାଇଛ।
ଅନ୍ୟପକ୍ଷେ ପୋଲିସ ଏହି ପୋଷ୍ଟରକୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଓ୍ବାର ବ୍ରେକ ଘୋଷଣା ପରେ ଆସିଲା ଇରାନର ବୟାନ, ଜାଣନ୍ତୁ ଯୁଦ୍ଧ ବନ୍ଦ ହେଲା କି ନାହିଁ

ତେହରାନ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ପ୍ରମୁଖ ବିବୃତ୍ତି ଜାରି କରି ଘୋଷଣା କରିଛନ୍ତି ଯେ ଆମେରିକା ଆଗାମୀ ପାଞ୍ଚ ଦିନ ପାଇଁ…

ଡବଲ ମର୍ଡର : ସ୍ତ୍ରୀ ସହ ପ୍ରେମିକଙ୍କୁ ଗୁଳି କରିଦେଲେ ସ୍ବାମୀ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ ଥରିଉଠିବ ଛାତି

ଗାଜିଆବାଦ,୨୪।୩: ଗାଜିଆବାଦର ଟ୍ରୋନିକା ସିଟି ପୋଲିସ ଷ୍ଟେଶନ ଅଞ୍ଚଳରେ ଏକ ଡବଲ ମର୍ଡର ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀ ଏବଂ ପ୍ରେମିକଙ୍କୁ…

ସାଙ୍ଗକୁ ହସ୍ପିଟାଲରେ ଭର୍ତ୍ତି କରି ଫେରୁଥିବା ବେଳେ ସଡ଼କ ଦୁର୍ଘଟଣା, ଅଧାବାଟରେ ଚାଲିଗଲା ଜୀବନ

ଗଜପତି,୨୪।୩(ଗିରିଧାରୀ ପରିଛା): ଗଜପତି ଜିଲା ଗୋଷାଣି ବ୍ଲକ ଅନ୍ତର୍ଗତ ୩୨୬-ଏ ଜାତୀୟ ରାଜପଥର ଆର୍.ସୀତାପୁର ଗ୍ରାମ ନିକଟସ୍ଥ ଏକ ବୁଲାଣିଆ ରାସ୍ତାରେ ସଡ଼କ ଦୁର୍ଘଟଣା । ସୋମବାର…

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ଖୁବଶୀଘ୍ର ଖୋଲିବ…ଶୁଣିଲେ ସବୁ ଦେଶ ହୋଇଯିବେ ଖୁସି

ଓ୍ବାଶିଂଟନ୍‌,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଆଲୋଚନା ସଫଳ ହେଲେ ହର୍ମୁଜ ପ୍ରଣାଳୀ (ଯାହା ଯୁଦ୍ଧ ଏବଂ ସଂଘର୍ଷ ଯୋଗୁ ପ୍ରାୟ…

ଲୁଗା ଶୁଖାଇବା ବେଳେ ଲାଗିଗଲା କରେଣ୍ଟ, ତାପରେ…

ଭଞ୍ଜନଗର,୨୪।୩(ବାବୁଲା ପ୍ରଧାନ) : ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ନବଗୋଛା ଗ୍ରାମରେ ଅଘଟଣ । ବିଦ୍ୟୁତ ଆଘାତରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତ…

ତାରାତାରିଣୀଙ୍କ ତୃତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା, ସରସ୍ବତୀ ବେଶରେ ଦୁଇ ଭଉଣୀ

ପୁରୁଷୋତ୍ତମପୁର,୨୪।୩(ସବିତା ମିଶ୍ର ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ତୃତୀୟ ଚୈତ୍ର ମଙ୍ଗଳବାର ଯାତ୍ରାରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ଭକ୍ତଙ୍କ ଗହଳିରେ…

ଖାମେନେଇଙ୍କ ମୃତ୍ୟୁର ୪୮ ଘଣ୍ଟା ପୂର୍ବରୁ ଟ୍ରମ୍ପଙ୍କୁ ଫୋନ କରିଥିଲେ ନେତାନ୍ୟାହୁ, କହିଥିଲେ ବଡ଼ ଗୁମର କଥା, ଜାଣନ୍ତୁ…

ଓ୍ବାଶିଂଟନ,୨୪।୩: ଇରାନ ଉପରେ ଆମେରିକା-ଇସ୍ରାଏଲ ଆକ୍ରମଣ ଆରମ୍ଭ ହେବାର ୪୮ ଘଣ୍ଟା ପୂର୍ବରୁ, ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଫୋନ…

ଜୀବନର ନୈତିକ ମୂଲ୍ୟବୋଧ

କଥାରେ ଅଛି-‘ଥିଲେ ଥାଉ ପଛେ ଗୁଣ ହଜାର, ଚରିତ୍ର ନଥିଲେ ସବୁ ଅସାର।’ ସୁତରାଂ ଆମ ଜୀବନରେ ନୈତିକ ମୂଲ୍ୟବୋଧର ଏକ ମୁଖ୍ୟ ଆଧାର ହେଉଛି –…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri