ପୁଣି ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୦।୮(ବ୍ୟୁରୋ): ପୁଣି ଆଉ ଏକ ଲଘୁଚାପ ଆସୁଛି। ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଅଗଷ୍ଟ ୧୩ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ସୃଷ୍ଟି ହେବାର ୨୪ ଘଣ୍ଟା ମଧ୍ୟରେ ଏହା ଅଧିକି ଘନୀଭୂତ ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବାର ଆଶଙ୍କା କରାଯାଉଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟୁଇଟ୍‌ ଯୋଗେ ଏହି ସୂଚନା ଦିଆଯାଇଛି। ଅଗଷ୍ଟ ୧୧ ଓ ୧୨ ତାରିଖ ବେଳକୁ ରାଜ୍ୟରେ ବର୍ଷାର ପରିମାଣ କମିବ। ୨ଦିନର ବ୍ରେକ୍‌ ପରେ ଅଗଷ୍ଟ ୧୩ ତାରିଖ ବେଳକୁ ରାଜ୍ୟରେ ପୁଣି ବର୍ଷା ପରିମାଣ ବଢ଼ିବ ନେଇ ଅନୁମାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଟିଡିିସି ପକ୍ଷରୁ ‘ପିଠା ଅନ୍‌ ହ୍ବିଲ’ ସାଙ୍ଗକୁ ଦୋଳିର ମଜା

ଭୁବନେଶ୍ୱର, ୧୪।୬(ବ୍ୟୁରୋ) : ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ (ଓଟିଡିସି) ପକ୍ଷରୁ ଏଥର ମଧ୍ୟ ‘ପିଠା ଅନ୍‌ ହ୍ବିଲ୍‌’ କାର୍ଯ୍ୟକ୍ରମ କରାଯିବ। କରୋନା କଟକଣା ଉଠିବା...

ପୁଣି ଡରାଇଲାଣି କରୋନା: ରାଜ୍ୟରେ ୧୦୧୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୪।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ରବିବାରବାର ୧୦୧୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୩୦ ଜଣ ପିଲା...

ନିମାପଡା ସହରରେ ଟ୍ରେଣ୍ଡସ’ର ନୂଆ ଆଉଟଲେଟ ଉଦଘାଟିତ

ଭୁବନେଶ୍ୱର,୮ା୩ : ଦେଶର ପ୍ରମୁଖ ବାଣିଜି୍ୟକ ସଂସ୍ଥା ରିଲାଏନ୍ସ ରିଟେଲର ଆପାରେଲ ଏବଂ ଆସେସରି ସ୍ପେଶାଲିଟି ଚେନ୍‌ ଟ୍ରେଣ୍ଡ୍‌ସ’ର ନୂତନ ଆଉଟ୍‌ଲେଟ ନିକଟରେ ପୁରୀ ଜିଲାର...

ଉଦ୍‌ବେଗ ପ୍ରକାଶ କଲେ ଏନ୍‌ସିଡବ୍ଲ୍ୟୁ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): କଳାହାଣ୍ଡି ଜିଲା ମହାଲିଙ୍ଗ ସନ୍‌ସାଇନ ଇଂଲିଶ ମିଡିୟମ ସ୍କୁଲ ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟା ଘଟଣାକୁ ନେଇ ଜାତୀୟ ମହିଳା କମିଶନ (ଏନ୍‌ସିଡବ୍ଲ୍ୟୁ) ଅଧ୍ୟକ୍ଷା...

୩ରୁ ବର୍ଷିବ!

ଭୁବନେଶ୍ୱର,୩୧।୧(ବ୍ୟୁରୋ): ରାଜ୍ୟରେ ଆଗାମୀ ୩ରୁ ୪ ଦିନ ମଧ୍ୟରେ ରାତିର ତାପମାତ୍ରା ୩ ରୁ ୫ ଡିଗ୍ରୀ ଯାଏ ବୃଦ୍ଧି ହେବାର ସମ୍ଭାବନା ରହିଛି। ପଶ୍ଚିମା...

ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା,୧୨ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ଆଶ୍ୱସ୍ତିକର ଖବର ଆସିଛି। ଆସନ୍ତା ୨ ଦିନ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ ବର୍ଷା ହେବର...

୨୦ରେ ଲଘୁଚାପ : ସତର୍କ ରହିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୬ା୯(ବ୍ୟୁରୋ)-ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖ ପାଖ ଅଞ୍ଚଳରେ ଆସନ୍ତା ୨୦ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ...

କୋଟିପତି ସହକାରୀ ନିର୍ବାହୀ ଯନ୍ତ୍ରୀ ରବିନାରାୟଣ ଗିରଫ

ଭୁବନେଶ୍ୱର,୧୭ା୧୧(ବ୍ୟୁରୋ):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆର୍‌ଡବ୍ଲ୍ୟୁଏସ୍‌ଏସ୍‌ ମୟୂରଭଞ୍ଜ ଜିଲା ଉଦଳା ସବ୍‌-ଡିଭିଜନ୍‌ର ସହକାରୀ ନିର୍ବାହୀ ଯନ୍ତ୍ରୀ ରବିନାରାୟଣ ପଣ୍ଡାଙ୍କୁ ବୁଧବାର ଭିଜିଲାନ୍ସ ଗିରଫ କରିଛି।...

Advertisement
Archives

Model This Week