ପୁଣି ଏକ ହାତୀର ମୃତଦେହ ଠାବ

ଢେଙ୍କାନାଳ ଅଫିସ,୨୮ା୮: ଢେଙ୍କାନାଳ ଜିଲା ମହାବିରୋଡ ରେଞ୍ଜ ଘାଘରା ମୁଣ୍ଡା ପଞ୍ଚାୟତର ଆସନ ବାହାଳୀ ଗ୍ରାମ ନିକଟସ୍ଥ ଜଙ୍ଗଲରେ ରବିବାର ଏକ ମାଈ ହାତୀର ମୃତଦେହ ଠାବ କରାଯାଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ସ୍ଥାନୀୟ ରେଞ୍ଜର ଓ ବନ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଓବାଦୀ ଅଞ୍ଚଳରେ ଉଦାହରଣ ପାଲଟିଛନ୍ତି ସ୍ବାସ୍ଥ୍ୟକର୍ମୀ ପୁଷ୍ପା

ମାଲକାନଗିରି,୨୯ା୭(ଡି.ଏନ.ଏ.)- ଦୀର୍ଘ ୧୧ ବର୍ଷ ଧରି ମାଓବାଦୀ ଅଞ୍ଚଳରେ ଲୋକଙ୍କ ସେବାରେ ଲାଗିଛନ୍ତି ଜଣେ ମହିଳା ସ୍ବାସ୍ଥ୍ୟକର୍ମୀ। ଗତ ବର୍ଷେ ହେଲା ସେ ନିଜେ କ୍ୟାନସର...

ଘୁଞ୍ଚିଲା ପିଜି ମେରିଟ୍‌ଲିଷ୍ଟ ତାଲିକା ପ୍ରକାଶ ତାରିଖ

ବ୍ରହ୍ମପୁର ଅଫିସ,୧ା୮-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଚଳିତ ବର୍ଷ ସ୍ନାତକୋତ୍ତର ବିଭାଗଗୁଡିକର ନାମଲେଖା ପ୍ରକ୍ରିୟା ଆରମ୍ଭକୁ ନେଇ ଏବେ ପୁଣି ସମସ୍ୟା ଦେଖାଦେଇଛି ା ଏନ୍‌ଆଇସିର ଅପଲୋଡିଂରେ ବିଳମ୍ବ...

ଶ୍ରୀମନ୍ଦିର ଖୋଲିବା ପ୍ରସଙ୍ଗ : ‘ମହାପ୍ରଭୁଙ୍କ ନୀତିକାନ୍ତି ପ୍ରଭାବିତ ସ୍ଥିତି ନ ଉପୁଜୁ’

ପୁରୀ ଅଫିସ,୧୬ା୧୦: କରୋନା ବିପଦ ଟଳିନାହିଁ। ଆଗକୁ ଶୀତଋତୁରେ ସଂକ୍ରମଣ ବୃଦ୍ଧି ପାଇବା ଆଶଙ୍କା ଥିବାରୁ ଏଥିପ୍ରତି ହେୟଜ୍ଞାନ କଲେ ସ୍ଥିତି ପୁଣି ସଙ୍ଗିନ ହୋଇପାରେ।...

ଜୁଆଆଡ୍ଡାରେ ଚଢ଼ାଉବେଳେ ପୋଲିସକୁ ଆକ୍ରମଣ : ଏସ୍‌ଆଇଙ୍କ ହାତକୁ କାମୁଡ଼ି ଦେଲେ, ୧୦ କୋର୍ଟଚାଲାଣ

କୁକୁଡ଼ାଖଣ୍ଡି,୬ା୧୦(ଡି.ଏନ.ଏ.)- ଜୁଆ ଖେଳ ଚାଲିଥିବାବେଳେ ଆଡ୍ଡାରେ ପୋଲିସ ଚଢାଉ କରିଥିଲା। ଅନ୍ଧାରର ସୁଯୋଗ ନେଇ ପୋଲିସ ଉପରକୁ ପାଲଟା ଆକ୍ରମଣ କଲେ ଜୁଆଡି। ଏଭଳି ଘଟଣା...

ତିନିମୁହାଣୀ ଶିଳ୍ପାଞ୍ଚଳରେ ଜବରଦଖଲକାରୀଙ୍କ ଭିଡ଼

କେନ୍ଦ୍ରାପଡ଼ା ଅଫିସ,୪ା୮: ରାଜ୍ୟ ସରକାରଙ୍କ ପକ୍ଷରୁ ୧୩ ପ୍ରକଳ୍ପରେ ୭୬୬ କୋଟି ଟଙ୍କା ପୁଞ୍ଜି ନିବେଶ କରି ୮୬୦୦ ଜଣଙ୍କୁ କର୍ମ ନିଯୁକ୍ତି ଦେବା ପାଇଁ...

ଗଞ୍ଜାମ, ଯାଜପୁର ଫେରନ୍ତାଙ୍କୁ ଅନୁଗୋଳ ମନା: ଜିଲାପାଳ

ଅନୁଗୋଳ ଅଫିସ,୧୧।୭: ଅନୁଗୋଳ ଜିଲାରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଜିଲାରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୧ରେ ପହଞ୍ଚିଛି।...

ମାଣତ୍ରୀ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ସମାଗମ: ଜ୍ୟୋତିର୍ଲିଙ୍ଗରେ ବେଲପତ୍ର ସହ ତୁଳସୀ ଲାଗି

ବଡସାହି,୧୩ା୧୧(ସ୍ବ.ପ୍ର)- ଉତ୍ତର ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ ବଡ଼ସାହି ବ୍ଲକ ମାଣତ୍ରୀସ୍ଥିତ ବାବା କଖାରୁଆ ବୈଦ୍ୟନାଥଙ୍କ ପୀଠରେ ମଙ୍ଗଳବାର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ସହସ୍ରାଧିକ ଶ୍ରଦ୍ଧାଳୁଙ୍କ ଭିଡ଼...

ଆଇଆଇସି, ବ୍ୟାଙ୍କ ଆକାଉଣ୍ଟାଣ୍ଟଙ୍କୁ କରୋନା: ବଡ଼ମ୍ବା ବ୍ଲକକୁ ୭୨ ଘଣ୍ଟା ପାଇଁ କଣ୍ଟେନମେଣ୍ଟ ଜୋନ ଘୋଷଣା

ବଡ଼ମ୍ବା,୨୮ା୬(ଡି.ଏନ୍‌.ଏ.)- କଟକ ଜିଲା ବଡ଼ମ୍ବା ଅଞ୍ଚଳରେ କରୋନା କାୟା ବିସ୍ତାର କରୁଛି। ଶନିବାର ରାତିରେ ବଡ଼ମ୍ବା ଥାନା ଆଇଆଇସି ଓ ରବିବାର ଜାତୀୟ ବ୍ୟାଙ୍କରେ କାର୍ଯ୍ୟରତ...

Advertisement
Archives

Model This Week