ପୁଣି ଏକ ହାତୀର ମୃତଦେହ ଠାବ

ଢେଙ୍କାନାଳ ଅଫିସ,୨୮ା୮: ଢେଙ୍କାନାଳ ଜିଲା ମହାବିରୋଡ ରେଞ୍ଜ ଘାଘରା ମୁଣ୍ଡା ପଞ୍ଚାୟତର ଆସନ ବାହାଳୀ ଗ୍ରାମ ନିକଟସ୍ଥ ଜଙ୍ଗଲରେ ରବିବାର ଏକ ମାଈ ହାତୀର ମୃତଦେହ ଠାବ କରାଯାଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ସ୍ଥାନୀୟ ରେଞ୍ଜର ଓ ବନ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକକୁ ପଛରୁ ପିଟିଲା କାର: ଚାଲିଗଲା ଜଣଙ୍କ ଜୀବନ, ୪ ଗୁରୁତର

ଭଦ୍ରକ,୧।୧୨(ସନାତନ ରାଉତ)- ଭଦ୍ରକ୧୬ ନଂ ଜାତୀୟ ରାଜପଥ ଗେଲପୁର ଛକ ନିକଟରେ ସଡ଼କ ଦୁର୍ଘଟଣାରେ ଜଣକର ମୃତ୍ୟୁ ଘଟିଥିବା ବେଳେ ୪ ଗୁରୁତର ହୋଇଛନ୍ତି l...

କୁମାରୀ ମାତୃତ୍ୱ ପରେ ଆଖି ବୁଜିଲେ ମା’

ବ୍ରହ୍ମପୁର,୧ା୧୨(ସୁବାସ ଚନ୍ଦ୍ର ପାଢ଼ୀ):ଗଞ୍ଜାମ ଜିଲାରେ ଜଣେ ନାବାଳିକା ଗର୍ଭବତୀଙ୍କ ଯତ୍ନ ଅଭାବରୁ ପ୍ରସବ ପରେ ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି।...

୨୦ ବର୍ଷରେ ଏଡ୍‌ସରେ ଗଲାଣି ୨୮୮ ଜୀବନ

ଭଦ୍ରକ,୧ା୧୨(ସନାତନ ରାଉତ):ଡିସେମ୍ବର ୧ ହେଉଛି ବିଶ୍ୱ ଏଡ୍‌ସ ଦିବସ। ଏହି ଦିବସ ଉପଲକ୍ଷେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ କରାଯାଉଥିଲେ ମଧ୍ୟ ଏଡ୍‌ସ ର ମୂଳୋତ୍ପାଟନ ହୋଇପାରୁନାହିଁ।...

‘ଓଡ଼ିଶାର ସବୁଜିମା ବିମୋହିତ କରିଛି’

ଢେଙ୍କାନାଳ,୧ା୧୨(ରତନ ନାୟାର):ନେଦରଲାଣ୍ଡ ଆର୍ମଷ୍ଟ୍ରଙ୍ଗ୍‌ର ଦମ୍ପତି ସାଇମନ ଆଣ୍ଡରସନ୍‌(୭୦) ଓ ଏକ୍‌ଜାନିଆ ହେନେରୀ(୬୦) ବାଇକ୍‌ରେ ଭାରତ ଭ୍ରମଣ କରୁଛନ୍ତି। ଏହି ଅବସରରେ ଦୁହେଁ ଗୁରୁବାର ଢେଙ୍କାନାଳ ସହରରେ...

୩୫ଜଣଙ୍କୁ ନିଯୁକ୍ତି ଦେଇଛନ୍ତି କିରଣ

ରାୟଗଡ଼ା, (ଭାଗ୍ୟଶ୍ରୀ ମିଶ୍ର):ଆଜିର ଯୁବପିଢ଼ି ଉଚ୍ଚଶିକ୍ଷା ପରେ ଚାକିରି ପାଇଁ ଦେଶ ଛାଡ଼ି ବିଦେଶ ଚାଲିଯାଉଛନ୍ତି। ଏହାଦ୍ୱାରା ଦେଶର ଭବିଷ୍ୟତ ଓ ବିକାଶରେ ପ୍ରତିବନ୍ଧକ ସୃଷ୍ଟି...

ଜାହାଜରୁ ସନ୍ଦେହଜନକ ସାମଗ୍ରୀ ଜବତ: କର୍ମଚାରୀ ଆତଙ୍କିତ

ପାରାଦୀପ,୧।୧୨(ଶରତ ରାଉତ):ପାରାଦୀପ ବନ୍ଦର ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାସନାଲ କାର୍ଗୋ ଟର୍ମିନାଲ)ବର୍ଥରୁ ଶୁକ୍ରବାର ଭୋରୁ କିଛି ସନ୍ଦିଗ୍ଧ ସାମଗ୍ରୀ ଜବତ ହୋଇଛି। ମେରାଇନ ପୋଲିସ, କଷ୍ଟମ୍ସ ଓ...

ମର୍ମନ୍ତୁଦ ଦୁର୍ଘଟଣା ସଡ଼କ ଦୁର୍ଘଟଣା: ଚାଲିଗଲା ୮ ଜୀବନ

କେନ୍ଦୁଝର,୧।୧୨ : କେନ୍ଦୁଝର ଜିଲା ଏନ୍‌ଏଚ୍‌-୨୦ ବାଲିଯୋଡି ନିକଟରେ ଶୁକ୍ରବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାକଡରେ ଠିଆ ହୋଇଥିବା ଟ୍ରକକୁ ଭ୍ୟାନ ଧକ୍କା ଦେବାରୁ...

ପରିତ୍ୟକ୍ତ ଅବସ୍ଥାରେ ପୌର ପରିଷଦ ଶିଶୁ ଉଦ୍ୟାନ

ପଟ୍ଟାମୁଣ୍ଡାଇ,୧ା୧୨(କଳ୍ପତରୁ ନାୟକ):କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ କଲୋନିରେ ଥିବା ପୌରପରିଷଦ ଶିଶୁଉଦ୍ୟାନ ରକ୍ଷଣାବେକ୍ଷଣ ଅଭାବରୁ ପରିତ୍ୟକ୍ତ ଓ ସୌନ୍ଦର୍ଯ୍ୟହୀନ ହୋଇ ପଡ଼ିରହିଛି। ପିଲାମାନଙ୍କ ମନୋରଞ୍ଜନ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri