Posted inଜାତୀୟ

ପୁଣି ଡରାଇଲାଣି କରୋନା: ଦେଶରେ ଆଜି ୧,୨୪୯ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୪।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କିଛି ଦିନ ହେବ ଶହେରୁ କମ୍‌ ରହିବା ପରେ ଏବେ କିଛିଟା ବୃଦ୍ଧି ଘଟିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୨୪୯ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏହାସହ କରୋନାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୪୭,୦୦,୬୬୭ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୪୧,୬୧,୯୨୨ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୭,୯୨୭ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୩୦,୮୧୮କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବସମ୍ମୁଖରେ ଠେଙ୍ଗାରେ ପିଟି ଯୁବକକୁ ହତ୍ୟା

ଟେନସା,୮।୫(ସମୀର କୁମାର ପାଢୀ): ଭୋଜି ଭାତ ଚାଲିଥିବା ବେଳେ ସାମାନ୍ୟ ବଚସାକୁ ନେଇ ସର୍ବ ସମ୍ମୁଖରେ ଠେଙ୍ଗାରେ ପିଟିପିଟି ଯୁବକଙ୍କୁ ହତ୍ୟା କରିବା ଘଟଣା ଏବେ କୋଇଡା…

ତାଳଚେର ଉପନଗରପାଳଙ୍କ ବିରୋଧରେ ଅନାସ୍ଥା

ତାଳଚେର,୮ା୫(ମନୋଜ ନନ୍ଦ): ତାଳଚେର ଉପନଗରପାଳ ଶୁଭଶ୍ରୀ ଶୁଭସ୍ମିତା ପ୍ରଧାନଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆସିଛି। ପୌରପାଳିକାର ୧୬ କାଉନସିଲର ତାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ଆଣିଛନ୍ତି। ଶୁକ୍ରବାର…

ପ୍ରଥମେ ମମତା ବାନାର୍ଜୀଙ୍କ ସହ କାମ କରି ରାଜନୀତିରେ ପାଇଥିଲେ ସ୍ବତନ୍ତ୍ର ସ୍ଥାନ, ଶୁଭେନ୍ଦୁ ଅଧିକାରୀଙ୍କ କାହାଣୀ ଜାଣିଲେ…

କୋଲକାତା,୮।୫: ବଙ୍ଗଳାରେ ଭାଜପାର ପ୍ରଥମ ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ଶୁଭେନ୍ଦୁ ଅଧିକାରୀଙ୍କୁ ଦଳ ଏବେ ଏକ ପ୍ରମୁଖ ଦାୟିତ୍ୱ ଦେଇଛି। ଶୁଭେନ୍ଦୁ ଅଧିକାରୀ ହେବେ…

ସୌମ୍ୟରଞ୍ଜନ ହତ୍ୟା ମାମଲା: ରାସ୍ତା ଅବରୋଧ କଲେ ଗ୍ରାମବାସୀ

ନିଆଳି,୮।୫: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ଅତି ନିର୍ମମ ଭାବେ ହତ୍ୟା କରାଯାଇଥିଲା। ଏହାରେ ପ୍ରତିବାଦରେ ଶୁକ୍ରବାର ମୌଜପୁର ଗ୍ରାମବାସୀ ଫୁଲନଖରା-ନିଆଳି ରାସ୍ତା ଅବରୋଧ…

ବାଜିଲା ମୋହର: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

କୋଲକାତା,୮ା୫: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ।  ଶୁକ୍ରବାର ବସିଥିବା ବିଧାୟକ ଦଳ ବୈଠକରେ ଶୁଭେନ୍ଦୁଙ୍କ ନାଁ ଉପରେ ମୋହର ବାଜିଛି। ରାଜ୍ୟ ସଭାପତି ସମିକ ଭଟ୍ଟାଚାର୍ଯ୍ୟ…

ବିଜୟ ହେବେ ତାମିଲନାଡୁର ମୁଖ୍ୟମନ୍ତ୍ରୀ! ପଥ ହେଲା ସ୍ପଷ୍ଟ, ସମର୍ଥନ ଦେଲେ ଏମାନେ…

ଚେନ୍ନାଇ,୮।୫: ବିଜୟଙ୍କ ଦଳ, ଟିଭିକେ, ତାମିଲନାଡୁରେ ସରକାର ଗଠନ କରିବା ପାଇଁ ପଥ ପରିଷ୍କାର ହୋଇଛି। ସିପିଆଇ, ସିପିଏମ ଏବଂ ଭିସିକେ ଟିଭିକେକୁ ସମର୍ଥନ କରିବାକୁ ନିଷ୍ପତ୍ତି…

ଭବାନୀପୁର ନା ନନ୍ଦୀଗ୍ରାମ, କେଉଁ ଆସନ ଛାଡ଼ିବେ ଶୁଭେନ୍ଦୁ ଅଧିକାରୀ, ମୁଖ୍ୟମନ୍ତ୍ରୀ ରେସ୍‌ରେ ଅଛନ୍ତି…

କୋଲକାତା,୮ା୫: ପଶ୍ଚିମବଙ୍ଗ ନିର୍ବାଚନରେ ବିପୁଳ ବିଜୟ ପରେ ଭାଜପା ପ୍ରଥମଥର ପାଇଁ ସରକାର ଗଠନ କରିବାକୁ ଯାଉଛି। ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଦୁଇଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା…

‘ଆମ ଦ୍ୱାରା ଦୁଇଟି ଭୁଲ ହୋଇଛି…’, ମମତାଙ୍କୁ ଭେଟିବା ପରେ ଏମିତିି କାହିଁକି କହିଲେ ଅଖିଳେଶ

କୋଲକାତା,୮।୫: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଏସପି ସୁପ୍ରିମୋ ବର୍ତ୍ତମାନ ପଶ୍ଚିମବଙ୍ଗରେ ଅଛନ୍ତି। ଟିଏମସିର ପରାଜୟ ପରେ ଅଖିଳେଶ ଯାଦବ ମମତା ବାନାର୍ଜୀଙ୍କୁ ଭେଟିବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri