ପୁଣି ଘୁଞ୍ଚିଲା ଯୁକ୍ତ୩ ନାମଲେଖା ଅବଧି

ଭୁବନେଶ୍ୱର, ୧୦ । ୧୦(ବ୍ୟୁରୋ): ରାଜ୍ୟର ସମସ୍ତ ଡିଗ୍ରୀ କଲେଜରେ ଯୁକ୍ତ୩ ନାମଲେଖା ଅବଧିକୁ ପୁଣି ବଢ଼ାଇ ଦିଆଯାଇଛି। ପ୍ରଥମ ବର୍ଷ ଶ୍ରେଣୀ ପାଇଁ ପ୍ରଥମ ପର୍ଯ୍ୟାୟରେ ମନୋନୀତ ଛାତ୍ରୀଛାତ୍ରମାନେ ଅକ୍ଟୋବର ୧୭ ତାରିଖ ପର୍ଯ୍ୟନ୍ତ ନାମ ଲେଖାଇ ପାରିବେ। କରୋନା ପରିସ୍ଥିତି ପାଇଁ ନାମଲେଖା ଅବଧି ତାରିଖ ଘୁଞ୍ଚା ଯାଇଥିବା ଶୁକ୍ରବାର ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ନାମଲେଖା ଅବଧି ଅକ୍ଟୋବର ୨ ରହିଥିବାବେଳେ ପରବର୍ତ୍ତୀ ସମୟରେ ତାହାକୁ ୬ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଥିଲା। ଏହାପରେ ଶୁକ୍ରବାର ପୁଣିଥରେ ନାମଲେଖା ଅବଧି ଘୁଞ୍ଚାଇବାକୁ ଉଚ୍ଚଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ବୃଦ୍ଧଙ୍କ ମୃତ୍ୟୁ, ଓହ୍ଲାଇଦେଲେ ସହଯାତ୍ରୀ

ଭୁବନେଶ୍ୱର,୧୯ା୫(ବ୍ୟୁରୋ):ରବିବାର ସନ୍ଧ୍ୟାରେ ଖୋର୍ଦ୍ଧାରୋଡ ନିକଟରେ ଯାଉଥିବା ଏକ ଚଳନ୍ତା ଟ୍ରେନରେ ଜଣେ ବୃଦ୍ଧ ଯାତ୍ରୀଙ୍କ ହଠାତ ମୃତ୍ୟୁ ଘଟିଥିଲା। ତାଙ୍କ ସହ ଯାତ୍ରା କରୁଥିବା ବୃଦ୍ଧା...

ଆଜି ଆଉ ୧୮ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୧୨୦୦ ଟପିଲା

ଭୁବନେଶ୍ୱର,୨୩ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୮ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୨୧୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ଇ-ବିଧାନସଭା ହେବ ଷଷ୍ଠ ଅଧିବେଶନ

ଭୁବନେଶ୍ୱର,୧୨।୨ (ବ୍ୟୁରୋ): ଷୋଡ଼ଶ ବିଧାନସଭାର ଷଷ୍ଠ ଅଧିବେଶନ ସମ୍ପୂର୍ଣ୍ଣ ଇ-ବିଧାନସଭା ରୂପେ କାର୍ଯ୍ୟ କରିବ। ଏ ସମ୍ପର୍କରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ଗୁରୁବାର ଏକ ଉଚ୍ଚସ୍ତରୀୟ...

ଶିଳ୍ପାୟନ ଧୂଅଁାବାଣ:ଧ୍ୱଂସ ହୋଇଯାଉଛି କ୍ଷୁଦ୍ରଶିଳ୍ପ,୫ ବର୍ଷରେ ୧୫ ହଜାର କ୍ଷୁଦ୍ର, ମଧ୍ୟମ ଶିଳ୍ପରେ ତାଲା

ଭୁବନେଶ୍ୱର, ୨୩ା୮(ବ୍ୟୁରୋ):ଶିଳ୍ପାୟନର ସ୍ବପ୍ନ ଦେଖାଉଛନ୍ତି ରାଜ୍ୟ ସରକାର। ରାଜ୍ୟରେ ଆଲୁମିନିୟମ, ଇସ୍ପାତ, ଆଲୁମିନା, ସାର, ପେଟ୍ରୋ କେମିକାଲ, ପ୍ଲାଷ୍ଟିକ ଭଳି ବଡ଼ ବଡ଼ ଶିଳ୍ପ ସାଙ୍ଗକୁ...

ଶୁଖିଲା ପଡିଛି ମହାନଦୀ

ବୌଦ୍ଧ,୧୦।୧: ଛତିଶଗଡ଼ ସରକାର ମହାନଦୀର ଉପରମୁଣ୍ଡରେ ବ୍ୟାରେଜ ନିର୍ମାଣ କରିବା ପରେ ମହାନଦୀରେ ଜଳସ୍ତର କମିବାରେ ଲାଗିଛି । ବିଶେଷ କରି ଖରାଦିନେ ମହାନଦୀ ଶୁଖିଲା...

ବ୍ୟାଙ୍କ ଡକାୟତି ଘଟଣା, ୪ ଗିରଫ

କଟକ ଅଫିସ,୧୩।୧୧: ବ୍ୟାଙ୍କ ଡକାୟତି ଘଟଣାରେ ଜଗତ୍‌ପୁର ପୋଲିସ ଏକ ଆନ୍ତଃଜିଲା ଡକାୟତି ଗ୍ୟାଙ୍ଗର ୪ ଜଣଙ୍କୁ ଶୁକ୍ରବାର ଗିରଫ କରିଛି। ସେମାନେ ହେଲେ ଟାଙ୍ଗୀ...

ଉକେତ୍ଲା ବିମାନବନ୍ଦରକୁ ଉଡ଼ାଣ ଯୋଜନାରେ ସାମିଲ କରିବାକୁ ଦାବି

ଭବାନୀପାଟଣା, ୩।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଉକେତ୍ଲା ବିମାନବନ୍ଦରକୁ ଉଡ଼ାଣ ଯୋଜନାରେ ସାମିଲକରିବା ପାଇଁ ଶୁକ୍ରବାର କଳାହାଣ୍ଡି ଏମ୍‌ପି ବସନ୍ତ ପଣ୍ଡା କେନ୍ଦ୍ର ବେସାମରିକ ବିମାନ ଚଳାଚଳ...

ଥଣ୍ଡାକୁ ପ୍ରଭାବିତ କରୁଛି ଜଳବାୟୁ ପରିବର୍ତ୍ତନ: ଶୀତ ଅଟକାଇଛି ଜେଟ୍‌ ଷ୍ଟ୍ରିମ୍‌

ଗ୍ରୀଷ୍ମରେ ଖରା, ମୌସୁମୀରେ ବର୍ଷା ଓ ଶୀତଦିନେ ଥଣ୍ଡା ଋତୁଚକ୍ରର ଏକ ସ୍ବାଭାବିକ ପ୍ରକ୍ରିୟା। ଏହି ପାଣିପାଗ ପରିବର୍ତ୍ତନ ପ୍ରକୃତିର ନିୟମ। କିନ୍ତୁ ବେଳେବେଳେ ଏଥିରେ...

Advertisement
Archives

Model This Week