Posted inଜାତୀୟ

ପୁଣି ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା: କିଛି ସମୟ ଅଟକିଗଲା ଶହ ଶହ ଲୋକଙ୍କ ନିଃଶ୍ୱାସ

ନୂଆଦିଲ୍ଳୀ,୧୨।୧୦: ତାମିଲନାଡୁରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ମହୀଶୂରରୁ ବିହାରର ଦରଭଙ୍ଗା ଅଭିମୁଖେ ଯାଉଥିବା ମହୀଶୂର-ଦରଭଙ୍ଗା ବାଗମତି ଏକ୍ସପ୍ରେସ ଟ୍ରେନ (୧୨୫୭୮) କଭାରପେଟ୍ଟାଇ ରେଳ ଷ୍ଟେଶନ ନିକଟରେ ଏକ ମାଲଗାଡି ଟ୍ରେନ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା। ଏହି ଦୁର୍ଘଟଣାରେ ଏପର୍ଯ୍ୟନ୍ତ ୧୯ ଜଣ ଆହତ ହୋଇଛନ୍ତି। ରେଲୱେ ବୋର୍ଡର ସୂଚନା ଏବଂ ପ୍ରଚାରର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଦିଲୀପ କୁମାର ଏହି ସୂଚନା ଦେଇଛନ୍ତି। ଏହି ଦୁର୍ଘଟଣା ପରେ ଟ୍ରେନ୍‌ରେ ଥିବା ଯାତ୍ରୀ ଭୟଭୀତ ହୋଇଯାଇଥିଲେ। ସେମାନଙ୍କ ନିଃଶ୍ୱାସ କିଛି ସମୟ ଅଟକିଯାଇଥିଲା।

ଦିଲୀପ କୁମାର କହିଛନ୍ତି, ଆମେ ଟ୍ରେନ ଦୁର୍ଘଟଣା ସମ୍ପର୍କରେ ସୂଚନା ପାଇଥିଲୁ। ଏହା ପରେ ଉଦ୍ଧାର କାର୍ଯ୍ୟ ଆରମ୍ଭ ହୋଇଥିଲା। ପରେ ଯାତ୍ରୀମାନଙ୍କୁ ଉଦ୍ଧାର କରାଯାଇ ସେମାନଙ୍କ ଗନ୍ତବ୍ୟସ୍ଥଳକୁ ପଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

ଯାତ୍ରୀଙ୍କୁ ମୃତ୍ୟୁମୁଖରୁ ବଞ୍ଚାଇଲେ ଆରପିଏଫ୍ କନେଷ୍ଟବଳ, ଟ୍ରେନରେ….

ରାୟଗଡ଼ା,୨୨।୩(ଆଶିଷ ରଞ୍ଜନ ପଣ୍ଡା): ଆରପିଏଫ କନଷ୍ଟେବଳଙ୍କ ସତର୍କତା କାରଣରୁ ମୃତ୍ୟୁମୁଖରୁ ଅଳ୍ପକେ ବର୍ତ୍ତିଗଲେ ଯାତ୍ରୀ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ରେଳ ଷ୍ଟେସନରେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri