Posted inଜାତୀୟ

ପ୍ରଥମ ସୂର୍ଯ୍ୟୋଦୟର ସାକ୍ଷୀ ଆଣ୍ଡାମାନ: ମୋଦି

ନୂଆଦିଲ୍ଲୀ,୨୩।୧: ଦେଶବାସୀଙ୍କୁ ପରାକ୍ରମ ଦିବସର ଶୁଭେଚ୍ଛା ଜଣାଇ ନେତାଜୀଙ୍କ ଜନ୍ମଜୟନ୍ତୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ଅଭିଭାଷଣ ରଖିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ସମସ୍ତ ଦେଶବାସୀଙ୍କୁ ପରାକ୍ରମ ଦିବସର ଶୁଭେଚ୍ଛା। ଆଣ୍ଡାମାନ ନିକୋବରରେ ପରାକ୍ରମ ଦିବସ ସ୍ବତନ୍ତ୍ର।ସ୍ବାଧୀନ ଭାରତର ପ୍ରଥମ ସୂର୍ଯ୍ୟୋଦୟର ସାକ୍ଷୀ ଆଣ୍ଡାମାନ।ଗୁଲାମୀ ଯୁଗ ଶେଷ ହୋଇ ଏବେ ନିଜ ପରିଚୟରେ ବଞ୍ଚୁଛି ଆଣ୍ଡାମାନ। ସୌଯ୍ୟ, ପରାକ୍ରମ, ବଳିଦାନରେ ଓତଃପ୍ରୋତ ଆଣ୍ଡାମାନର ଇତିହାସ। ମାତ୍ର ରାଜନୀତି ସ୍ବାର୍ଥରେ ଏହାର ଇତିହାସକୁ ଅଣଦେଖା କରାଯାଇଥିଲା। ସ୍ବାଧୀନତାର ୭୦ ବର୍ଷ ପରେ ବି ଗୁଲାମୀର ପରିଚୟରେ ଯୋଡ଼ି ହୋଇଥିଲା।ଆମେ ଏହାକୁ ଶେଷ କରି ନୂଆ ପରିଚୟ ଦେଲୁ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାର୍‌ହା ଆକ୍ରମଣରେ ଚାଲିଗଲା ମହିଳାଙ୍କ ଜୀବନ, ଦୁଇ ଗୁରୁତର

ଜି.ଉଦୟଗିରି,୨୬।୧(ଚିନ୍ମୟ କୁମାର ସେଠୀ): ସ୍ଥାନୀୟ କାନବାଗିରୀ-ଶ୍ରୀକଲା ଘାଟି ଅଞ୍ଚଳରେ ସୋମବାର ଏକ ଅଘଟଣ ଘଟିଛି। ବାର୍‌ହା ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ…

ବନ୍ତ କପ୍‌ କ୍ରିକେଟ ଟୁର୍ନାମେଣ୍ଟ: ସେମିରେ ଇଷ୍ଟକୋଷ୍ଟ ରେଲୱେ ଭଦ୍ରକ

ବନ୍ତ,୨୬।୧(ହରି ନାରାୟଣ ମହାନ୍ତି): ଓଡ଼ିଶା କ୍ରିକେଟ ଆସୋସିଏଶନ ଏବଂ ଭଦ୍ରକ ଜିଲା କ୍ରିକେଟ ଆସୋସିଏଶନର ମିଳିତ ସହଯୋଗରେ ଶାନ୍ତି ୟୁଥ୍‌ ଆସୋସିଏଶନ ଆନୁକୂଲ୍ୟରେ ଭଦ୍ରକ ଜିଲା ବନ୍ତ…

ଭାରତୀୟ କୁଇକ୍ କମର୍ସ ବଜାରରେ ଡିସକାଉଣ୍ଟ ଝଡ଼: ଆମାଜନ-ଫ୍ଲିପକାର୍ଟ ପ୍ରବେଶ ପରେ ବଢ଼ିଲା କମ୍ପିଟିସନ

ନୂଆଦିଲ୍ଲୀ,୨୬।୧: ଭାରତର କୁଇକ୍ କମର୍ସ ବଜାରରେ ଏବେ ଏକ ବଡ଼ ଧରଣର ମୂଲ୍ୟ ଯୁଦ୍ଧ ବା ‘ପ୍ରାଇସ୍ ଓ୍ୱାର’ ଆରମ୍ଭ ହୋଇଛି। ଇ-କମର୍ସ ଜଗତର ଦୁଇ ବଡ଼…

ଭାରତ ମାତା ପୂଜନ ଉତ୍ସବରେ ଗୋଟିଏ ପରେ ଗୋଟିଏ ଅବ୍ୟବସ୍ଥା: ଏମ୍‌ପିଙ୍କ ସମେତ ୩ ବରିଷ୍ଠ ଅଧିକାରୀଙ୍କୁ ମଞ୍ଚରେ ଛିଡ଼ା କରାଇଲେ…

ଦାରିଙ୍ଗବାଡି, ୨୬।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ସିମନବାଡି ଶିବ ମନ୍ଦିର ପ୍ରାଙ୍ଗଣରେ ୨ ଦିନିଆ    ଭାରତ ମାତା ପୂଜନ ଉତ୍ସବରେ…

‘ହେଲୋ ପଏଣ୍ଟ’ ପ୍ରହସନ: ୨୦ ଲକ୍ଷ ଟଙ୍କା ଗଲା କୁଆଡ଼େ

ଥୁଆମୂଳ ରାମପୁର, ୨୬ା୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ କୋଷାବରା ‘ହେଲୋ ପଏଣ୍ଟ’ ଏବେ ଏକ ଭିନ୍ନ  ସ୍ଥିତିରେ। ଆଦିବାସୀ ସଂସ୍କୃତିର ସୁରକ୍ଷା ଓ…

୮ ଫୁଟର ଅଜଗର ଉଦ୍ଧାର

ଦିଗପହଣ୍ଡି,୨୬।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆମ୍ବ ଗାଁ ନିକଟ ଘୋଡ଼ାହାଡ଼ ନଦୀପଠାରୁ ସୋମବାର ସନ୍ଧ୍ୟା ପ୍ରାୟ ୫ଟାରେ ଏକ ୮ ଫୁଟ ବିଶିଷ୍ଟ…

ଉପଖଣ୍ଡସ୍ତରୀୟ ସାଧାରଣତନ୍ତ୍ର ଦିବସ ମହୋତ୍ସବ: ପତାକା ଉତ୍ତୋଳନ କଲେ ଉପଜିଲାପାଳ

ବାଲିଗୁଡ଼ା,୨୬।୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡାରେ ଉପଖଣ୍ଡସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ଉତ୍ସାହ ଏବଂ ଉଦ୍ଦୀପନାର ସହ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରତ୍ୟୁଷରୁ ଉପଖଣ୍ଡ…

ସାଧାରଣତନ୍ତ୍ର ଦିବସ ପାଳନକୁ ଅବମାନନା, ଉଡ଼ିଲା ନାହିଁ ଜାତୀୟ ପତାକା, ତେଜିଲା କାର୍ଯ୍ୟାନୁଷ୍ଠାନ ଦାବି

ତୁମୁଡିବନ୍ଧ,୨୬।୧(ଦୀପକ କୁମାର ପରାସେଠ): ପଲ୍ଲୀରୁ ଦିଲ୍ଲୀ ସୋମବାର ଆନନ୍ଦ ଉଲ୍ଲାସରେ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ କରାଯାଉଥିବା ବେଳେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କୃଷି ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri