Posted inଜାତୀୟ

ପ୍ରଥମ ସୂର୍ଯ୍ୟୋଦୟର ସାକ୍ଷୀ ଆଣ୍ଡାମାନ: ମୋଦି

ନୂଆଦିଲ୍ଲୀ,୨୩।୧: ଦେଶବାସୀଙ୍କୁ ପରାକ୍ରମ ଦିବସର ଶୁଭେଚ୍ଛା ଜଣାଇ ନେତାଜୀଙ୍କ ଜନ୍ମଜୟନ୍ତୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ଅଭିଭାଷଣ ରଖିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ସମସ୍ତ ଦେଶବାସୀଙ୍କୁ ପରାକ୍ରମ ଦିବସର ଶୁଭେଚ୍ଛା। ଆଣ୍ଡାମାନ ନିକୋବରରେ ପରାକ୍ରମ ଦିବସ ସ୍ବତନ୍ତ୍ର।ସ୍ବାଧୀନ ଭାରତର ପ୍ରଥମ ସୂର୍ଯ୍ୟୋଦୟର ସାକ୍ଷୀ ଆଣ୍ଡାମାନ।ଗୁଲାମୀ ଯୁଗ ଶେଷ ହୋଇ ଏବେ ନିଜ ପରିଚୟରେ ବଞ୍ଚୁଛି ଆଣ୍ଡାମାନ। ସୌଯ୍ୟ, ପରାକ୍ରମ, ବଳିଦାନରେ ଓତଃପ୍ରୋତ ଆଣ୍ଡାମାନର ଇତିହାସ। ମାତ୍ର ରାଜନୀତି ସ୍ବାର୍ଥରେ ଏହାର ଇତିହାସକୁ ଅଣଦେଖା କରାଯାଇଥିଲା। ସ୍ବାଧୀନତାର ୭୦ ବର୍ଷ ପରେ ବି ଗୁଲାମୀର ପରିଚୟରେ ଯୋଡ଼ି ହୋଇଥିଲା।ଆମେ ଏହାକୁ ଶେଷ କରି ନୂଆ ପରିଚୟ ଦେଲୁ।

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

କରିସ୍ମା କପୁରଙ୍କ ସନ୍ତାନଙ୍କ ବଡ଼ ବିଜୟ; ଦିଲ୍ଲୀ ହାଇକୋର୍ଟଙ୍କ କଡ଼ା ପଦକ୍ଷେପ, ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ୍

ନୂଆଦିଲ୍ଲୀ,୩୦ା୪: ସଞ୍ଜୟ କପୁରଙ୍କ ସମ୍ପତ୍ତି ବିବାଦ ସମ୍ପର୍କରେ ଦିଲ୍ଲୀ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି । ହାଇକୋର୍ଟ ସଞ୍ଜୟ କପୁରଙ୍କ ସମ୍ପତ୍ତିକୁ ସୁରକ୍ଷିତ ରଖିବାକୁ ନିର୍ଦ୍ଦେଶ…

ପଞ୍ଜାବରେ ଲାଗୁ ହେବ ରାଷ୍ଟ୍ରପତି ଶାସନ! ବହୁ ଏଏପି ବିଧାୟକ ଯିବେ ଭାଜପା, କଂଗ୍ରେସ ଏମପିଙ୍କ ବଡ଼ ଦାବ

ଚଣ୍ଡିଗଡ଼,୩୦।୪: ଗୁରଦାସପୁରର କଂଗ୍ରେସ ଏମପି ଏବଂ ପଞ୍ଜାବର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଖଜିନ୍ଦର ସିଂହ ରନ୍ଧାୱା ଦାବି କରିଛନ୍ତି ଯେ ପଞ୍ଜାବ ସରକାର ସଙ୍କଟରେ ଅଛି ଏବଂ ନିକଟ…

ଖରାଦିନେ ଥଣ୍ଡା ପାନୀୟ ସହିତ ଚିପ୍ସ ଖାଉଛନ୍ତି କି? ସାବଧାନ! ଶରୀର ଉପରେ…

ଗ୍ରୀଷ୍ମ ଋତୁରେ ଲୋକମାନେ ପ୍ରକୃତରେ ଥଣ୍ଡା ପାନୀୟ ପିଇ ଉପଭୋଗ କରନ୍ତି । ଏହା କୌଣସି କାର୍ଯ୍ୟକ୍ରମ ହେଉ କିମ୍ବା ଘରେ ଅତିଥିମାନଙ୍କୁ ଆସିବାକୁ ହେଉ, ପ୍ରାୟତଃ…

ମୁଁ ବି ପୁଷ୍ପା, ମୁଣ୍ଡ ନୁଆଁଇବି ନାହିଁ, କାହିଁକି ଏମିତି କହିଲେ ଏହି ଟିଏମ୍‌ସି ନେତା

କୋଲକାତା,୩୦ା୪: ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ତୃଣମୂଳ କଂଗ୍ରେସ(TMC) ପ୍ରାର୍ଥୀ ଜାହାଙ୍ଗୀର ଖାନଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆସିଛି। ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ପୂର୍ବରୁ ସେ ଏବଂ…

୪୫ ବର୍ଷ ବୟସରେ ମା’ ହେବାକୁ ଯାଉଛନ୍ତି ଏହି ଅଭିନେତ୍ରୀ

ଭୋଜପୁରୀ ଅଭିନେତ୍ରୀ ସମ୍ଭାବନା ସେଠ୍‌ ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ବିବାହର ୧୦ ବର୍ଷ ପରେ ସେ ଗର୍ଭବତୀ ଅଛନ୍ତି। ୪୫ ବର୍ଷ ବୟସରେ ସେ ସରୋଗେସି…

ଶେଷ ସମୟରେ ଓଲଟିଯିବ ବାଜି: ହାରୁ ହାରୁ ଜିତିଯିବେ ମମତା! ଭାଜପାର ନିଦ ହଜାଇଲା ଏହି ସଙ୍କେତ

କୋଲକାତା,୩୦।୪: ରାଜନୀତିରେ ଆମ ଆଖି ଆଗରେ ବହୁତ କିଛି ଘଟେ, ଏବଂ ସମୟ ସହିତ ନୀରବରେ ବହୁତ କିଛି ନିଷ୍ପତ୍ତି ନିଆଯାଇଥାଏ। ପଶ୍ଚିମବଙ୍ଗ ରାଜନୀତି ବର୍ତ୍ତମାନ ଏକ…

ରାଜନୈତିକ ଆକ୍ରୋଶ ରଖି ନିର୍ମାଣ କାର୍ଯ୍ୟରେ ବାଧା, ପ୍ରତିବାଦରେ ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୪(ଦିଲ୍ଲୀପ ସାମଲ): ଛତ୍ରପୁର ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ପୌରପରିଷଦରେ ରାଜନୈତିକ ଆକ୍ରୋଶ ରଖି ନିର୍ମାଣ କାର୍ଯ୍ୟରେ ବାଧା ସୃଷ୍ଟି କରାଯାଉଥିବା ଅଭିଯୋଗ ନେଇ ଗଞ୍ଜାମ ଜିଲାପାଳଙ୍କୁ ଭେଟିଲେ…

ଡ୍ରେସିଂ ରୁମରେ ଇ-ସିଗାରେଟ୍ ଟାଣିବା ଘଟଣା, ରିୟାନ ପରାଗଙ୍କୁ ମିଳିଲା ଏହି ଦଣ୍ଡ

ନୂଆଦିଲ୍ଲୀ,୩୦।୪: ରାଜସ୍ଥାନ ରୟାଲ୍ସ ଅଧିନାୟକ ରିୟାନ ପରାଗଙ୍କ ପାଇଁ ଦଣ୍ଡ ଘୋଷଣା କରାଯାଇଛି । ଡ୍ରେସିଂ ରୁମ୍ ଭିତରେ ଇ-ସିଗାରେଟ୍ ଟାଣିବା ପାଇଁ ତାଙ୍କୁ ଦଣ୍ଡିତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri