Posted inଖେଳ

ଭାଙ୍ଗିଲା ଓପନିଂ ଯୋଡ଼ି

ଓଭାଲ,୪।୯: ଡିଫେନ୍ସିଭ ଟେକନିକ୍‌ ଦେଖାଉଥିବା ଭାରତୀୟ ଓପନର ଲୋକେଶ ରାହୁଲ (୪୦) ଆଉଟ୍‌ ହୋଇ ପ୍ୟାଭିଲିଅନ ଫେରିଛନ୍ତି। ୧୦୦ରୁ ଅଧିକ ବଲ ଖେଳି ସେଟ୍‌ ହୋଇସାରିଥିବା ରାହୁଲଙ୍କୁ ଉଇକେଟକିପରଙ୍କ ହାତରେ କ୍ୟାଚ୍‌ ଆଉଟ୍‌ କରାଇଛନ୍ତି ଇଂଲଣ୍ଡ ପେସର ଜିମ୍ମି ଆଣ୍ଡରସନ। ଫଳରେ ୮୩ ରନ୍‌ରେ ଇଂଲଣ୍ଡକୁ ମିଳିଛି ପ୍ରଥମ ଉଇକେଟ। ଏବେ ରୋହିତ ଶର୍ମା (୩୬*) ଓ ଚେତେଶ୍ୱର ପୂଜାରା ବ୍ୟାଟିଂ କରୁଛନ୍ତି। ଭାରତ ଏବେ ମଧ୍ୟ ୧୬ ରନ୍‌ ପଛରେ ରହିଛି।

ପ୍ରଥମ ଇନିଂସରେ ଭାରତ ୧୯୧ ରନ୍‌ରେ ଅଲଆଉଟ୍‌ ହୋଇଥିବା ବେଳେ ୨୯୦ ରନ୍‌ରେ ସୀମିତ ରହିଥିଲା ଇଂଲଣ୍ଡ। ଦ୍ୱିତୀୟ ଇନିଂସ ବ୍ୟାଟିଂ ଆରମ୍ଭ କରି ଟିମ୍‌ ଇଣ୍ଡିଆ ୨ୟ ଦିନ ଶେଷ ସୁଦ୍ଧା ବିନା କୌଣସି କ୍ଷତିରେ ୪୩ ରନ୍‌ କରିଥିଲା


Enter your email to get our daily news in your inbox.

All Right Reserved By Dharitri.Com

ସାବଧାନ! ଜୁନ୍ ୩୦ e-KYC ର ଶେଷ ତାରିଖ, ନିୟମ ନମାନିଲେ ଆସିବନି ଗ୍ୟାସ୍‌ ସିଲିଣ୍ଡର…

ନୂଆଦିଲ୍ଲୀ,୨୬।୫: ଯଦି ଆପଣ ଗ୍ୟାସ ସିଲିଣ୍ଡର ବ୍ୟବହାର କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ, ଗ୍ୟାସ ସିଲିଣ୍ଡର ଯୋଗାଣରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ ବଡ଼ ଖବର: ତତ୍କାଳ ଟିକେଟ୍ ପାଇଁ ଆସିଲା ନୂଆ ‘ଟୋକନ ନିୟମ’

ନୂଆଦିଲ୍ଲୀ,୨୬।୫: ରେଳଯାତ୍ରୀମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ତତ୍କାଳ ଟିକେଟ୍ କାଉଣ୍ଟରରେ ହେଉଥିବା ପ୍ରବଳ ଭିଡ଼ ଅନିୟମିତତାକୁ ରୋକିବା ପାଇଁ ଭାରତୀୟ ରେଳବାଇ ଏକ ବଡ଼ ପଦକ୍ଷେପ…

ଇଞ୍ଜିନିୟରରୁ OAS ଅଫିସର: ୯୮ ର଼୍ୟାଙ୍କ ରଖି ଗଞ୍ଜାମର ଗୌରବ ବଢ଼ାଇଲେ ଖଗେଶ୍ୱର, ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଓଡ଼ିଶା ପ୍ରଶାସନିକ ସେବା (OAS) ପରୀକ୍ଷାରେ ପୁଣି ଚମକିଛନ୍ତି ଗଞ୍ଜାମ ଜିଲାର ପୁଅ। ଓଡ଼ିଶା ଲୋକସେବା ଆୟୋଗ (OPSC) ଦ୍ବାରା ପ୍ରକାଶିତ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ସାହାଯ୍ୟ ମାଗିବା ବାହାନାରେ ଶିକ୍ଷକଙ୍କଠାରୁ ବାଇକ୍‌ ନେଇ ଚମ୍ପଟ ମାରିଲେ ଦୁର୍ବୃତ୍ତ, ଢ଼ାବା ଆଗରେ…

ଗଞ୍ଜାମ, ୨୬।୫ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ଚମକାଇ ଦେଲା ଭଳି ବାଇକ ଚୋରି ଘଟଣା ସାମ୍ନାକୁ ଆସିଛି। ଜଣେ ଦୁର୍ବୃତ୍ତ ସାହାଯ୍ୟ…

ମାଳିକାରେ ବଡ଼ ଚେତାବନୀ! ଆସୁଛି ଭୟଙ୍କର ପ୍ରଳୟ, ଓଡ଼ିଶାରେ…

୬୦୦ ବର୍ଷ ପୂର୍ୱେ ରଚିତ ଭବିଷ୍ୟବାଣୀ ଗ୍ରନ୍ଥ ‘ମାଳିକା’କୁ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଜୋର୍‌ ଧରିଛି। ବିଶ୍ୱରେ ଚାଲିଥିବା ଯୁଦ୍ଧ ପରିସ୍ଥିତି, ପ୍ରାକୃତିକ ବିପର୍ଯ୍ୟୟ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri