Posted inଖେଳ

କୋହଲିଙ୍କ ପାଇଁ କାଳ

ଲିଡ୍ସ,୨୫।୮ : ସ୍ଥାନୀୟ ହେଡିଂଲେ ଗ୍ରାଉଣ୍ଡରେ ବୁଧବାରଠାରୁ ଆରମ୍ଭ ହୋଇଥିବା ତୃତୀୟ ଟେଷ୍ଟରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ପୁଣି ଥରେ ପାଇଁ କାଳ ପାଲଟିଛନ୍ତି ଇଂଲଣ୍ଡ ପେସର ଜେମ୍ସ ଆଣ୍ଡରସନ। ଏହାକୁ ମିଶାଇ ଟେଷ୍ଟ କ୍ରିକେଟରେ କୋହଲି ୭ମ ଥର ପାଇଁ ଆଣ୍ଡରସନଙ୍କ ଶିକାର ପାଲଟିଛନ୍ତି। ଏଥି ସହିତ ଅଷ୍ଟ୍ରେଲିଆନ ସ୍ପିନର ନାଥନ ଲିଓନଙ୍କ ସମ୍ମକକ୍ଷ ହୋଇଛନ୍ତି ଦ୍ରୁତ ବୋଲର ଭାବେ ସର୍ବାଧିକ ଟେଷ୍ଟ ଉଇକେଟ ନେଇଥିବା ଆଣ୍ଡରସନ। ତାଙ୍କ ଭଳି ଲିଓନ ମଧ୍ୟ ଟେଷ୍ଟ କ୍ରିକେଟରେ କୋହଲିଙ୍କୁ ୭ ଥର ଆଉଟ୍‌ କରିଛନ୍ତି। ଟେଷ୍ଟ କ୍ରିକେଟରେ କୋହଲିଙ୍କୁ ସର୍ବାଧିକ ଥର ଆଉଟ୍‌ କରିବାରେ ଦୁହେଁ ମିଳିତ ଶୀର୍ଷରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୌମ୍ୟ ହତ୍ୟାକାଣ୍ଡରେ ନୂଆ ଟୁଇଷ୍ଟ: ମାରିବାକୁ ସତ୍ୟନଗରୁ ପିଲା ଯାଇଥିଲେ ବାଲିଅନ୍ତା: ପୁଣି ଆଉ ଜଣଙ୍କୁ ବାନ୍ଧିଲା…

ଭୁବନେଶ୍ୱର୨୬।୫, ବାଲିଅନ୍ତା ସୌମ୍ୟ ହତ୍ୟାକାଣ୍ଡରେ କ୍ରାଇମବ୍ରାଞ୍ଚ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସୂଚନା ଅନୁସାରେ, କ୍ରାଇମବ୍ରାଞ୍ଚ ଟିମ୍ କେନ୍ଦ୍ରାପଡ଼ା ଜିଲାର ଇନ୍ଦୁପୁର ଅଞ୍ଚଳରୁ ଏହି ଅଭିଯୁକ୍ତଙ୍କୁ…

କାଠଯୋଡି ନଦୀ ପଠାରେ ପଡିଛି ମହିଳାଙ୍କ ଗଳିତ ମୃତଦେହ, ଅର୍ଦ୍ଧ ଉଲଗ୍ନ….

କଟକ, ୨୬।୫(ପ୍ରଭୁକଲ୍ୟାଣ ପାଲ): ପୁରୀଘାଟ ଥାନା ଅନ୍ତର୍ଗତ କାଠଯୋଡି ନଦୀ ପଠାରୁ ମହିଳାଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି । ମହିଳାଙ୍କ ଶରୀର ଅର୍ଦ୍ଧ ଉଲଗ୍ନ ହୋଇ…

ଆଜି କ୍ୱାଲିଫାୟର-୧, ଆର୍‌ସିବି-ଗୁଜରାଟ ମହାମୁକାବିଲା

ଧର୍ମଶାଳା, ୨୬ା୫: ଆଜି ଚଳିତ ଆଇପିଏଲ୍‌ର କ୍ୱାଲିଫାୟର-୧ ମହାମୁକାବିଲା। ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆର୍‌ସିବି) ଏବଂ ଗୁଜରାଟ ଟାଇଟନ୍ସ(ଜିଟି) ପରସ୍ପରକୁ ଭେଟିବେ। ଏହି ମ୍ୟାଚ୍‌ର ବିଜେତା…

ହଠାତ୍‌ ଫାଟିଲା ଚକ, ପୋଲ ତଳକୁ ଖସିପଡିଲା ଟ୍ରକ୍‌; ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବଲାଙ୍ଗୀର,୨୬।୫ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପଦ୍ମପୁର-ପାଟଣାଗଡ ରାସ୍ତା ଜୁରିଆ ବ୍ରିଜ୍‌ ତଳକୁ ଖସି ପଡ଼ିଲା ଟ୍ରକ୍‌ । ଦମକଳବାହିନୀ ଦୁର୍ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର…

ଦେବାଶିଷଙ୍କ ଭାଜପାରେ ଯୋଗଦାନକୁ ନେଇ ବିଜେଡି କ୍ଷୁବ୍ଧ, ନବୀନ ପଟ୍ଟନାୟକଙ୍କ ପାଖଲୋକ କହିଲେ, ‘ଭବିଷ୍ୟତରେ ସେ…’

ଭୁବନେଶ୍ୱର, ୨୬।୫: ଭାଜପାରେ ମିଶିଲେ ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ। ମଙ୍ଗଳବାର ଦିଲ୍ଲୀ ଭାଜପା ମୁଖ୍ୟାଳୟରେ ସେ ପଦ୍ମ ଧରିଛନ୍ତି। ରାଜ୍ୟ ସଭାପତି ମନମୋହନ…

ଯେ କୌଣସି ମୁହୂର୍ତ୍ତରେ ଆସିପାରେ ଖୁସି ଖବର! ଇରାନ ସହ ଡିଲ୍‌କୁ ନେଇ ୟୁ-ଟର୍ନ ନେଲେ ରୁବିଓ

ନୂଆଦିଲ୍ଲୀ,୨୬।୫: ଇରାନ ସହିତ ସମ୍ଭାବ୍ୟ ଚୁକ୍ତି ସମ୍ପର୍କରେ, ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ ତାଙ୍କର ପୂର୍ବ ବକ୍ତବ୍ୟରୁ ଏକ ୟୁ-ଟର୍ନ ନେଇଛନ୍ତି। ପୂର୍ବରୁ, ସେ କହିଥିଲେ…

ସୁନା ବ୍ୟବସାୟୀଙ୍କୁ ଆକ୍ରମଣ: ଗୁଡାରିରେ ଆତଙ୍କ

ଗୁଡାରି,୨୬।୫ (ପ୍ରମୋଦ କୁମାର ପତି): ରାୟଗଡା ଜିଲାର ଗୁଡାରି ସହରରେ ସୋମବାର ବିଳମ୍ବିତ ରାତିରେ ଅଭାବନୀୟ ଘଟଣା ଘଟିଛି। ଜଣେ ସୁନା ବ୍ୟବସାୟୀଙ୍କୁ ଡକାୟତ ଗ୍ୟାଙ୍ଗ ମରଣାନ୍ତକ…

ମୁଁ କେମିତି ବଞ୍ଚିବି…. କୋରାପୁଟ ଜିଲାପାଳଙ୍କ ଅଭିଯୋଗ ଶୁଣାଣିରେ ରୋଚକ ଦୃଶ୍ୟ, ଭୋ ଭୋ ହୋଇ କାନ୍ଦିଲେ ଯୁବତୀ

କୋରାପୁଟ,୨୬।୫(ଅମିତାଭ ବେହେରା ): କୋରାପୁଟ ଜିଲାପାଳଙ୍କ ମିଳିତ ଅଭିଯୋଗ ଓ ଜନ ଶୁଣାଣି ଶିବିରରେ ଜଣେ ମହିଳା କାନ୍ଦି କାନ୍ଦି ନିଜ ଅଭିଯୋଗ ଜଣାଇଛନ୍ତି । କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri